ଲିଙ୍ଗରାଜ ମନ୍ଦିରରେ ଫାଟ, ଗଳୁଛି ବର୍ଷା ପାଣି

ଭୁବନେଶ୍ୱର,୨୬।୯(ବ୍ୟୁରୋ)- ଲିଙ୍ଗରାଜ ଦଧିନଉତିରେ ସୃଷ୍ଟି ହୋଇଛି ଫାଟ। ମୁଖ୍ୟ ମନ୍ଦିରରେ ଫାଟ ହୋଇଥିବାରୁ ବର୍ଷା ପାଣି ଗଳୁଛି। ପାର୍ବତୀ ମନ୍ଦିର, ଜଗମୋହନ, ରୋଷଶାଳା ଓ ଭୋଗ ମଣ୍ଡପରେ ମଧ୍ୟ ଫାଟ ସୃଷ୍ଟି ହୋଇଛି। ରକ୍ଷଣାବେକ୍ଷଣ ଅଭାବରୁ ବେଢ଼ାର ଅନେକ ମନ୍ଦିରରେ ଫାଟ ସୃଷ୍ଟି ହୋଇଛି। ତେବେ ଗୁରୁବାର ଏନେଇ ଦୋବୋତ୍ତର କମିଶନ ଏଏସ୍‌ଆଇ ଡିଜିଙ୍କୁ ଚିଠି ଲେଖିଛନ୍ତି। ଏସବୁର ମରାମତି ଏକାନ୍ତ ଜରୁରୀ ଏବଂ ଏଏସ୍‌ଆଇ ରକ୍ଷଣାବେକ୍ଷଣରେ ଅବହେଳା କରୁଥିବା କମିଶନ ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୋର୍ଦ୍ଧା ବିଧାନସଭା ୮ଆସନରୁ ୭ରେ ବିଜୟୀ ହୋଇ ସ୍ଥିତି ବଜାୟ ରଖିଲା ବିଜେଡି

ଖୋର୍ଦ୍ଧା ଅଫିସ,୨୪।୫:ଖୋର୍ଦ୍ଧା ଜିଲାର ୮ଟି ବିଧାନସଭା ଆସନ ମଧ୍ୟରୁ ୭ ଟିକୁ ଦଖଲକୁ ଆଣି ବିଜେଡ ସ୍ଥିତି ବଜାୟ ରଖିଛି । ୨୦୧୪ ନିର୍ବାଚନରେ ଚିଲିକା...

ପଢ଼ୁଛନ୍ତି ୧୦ରୁ କମ୍‌ ଛାତ୍ରୀଛାତ୍ର: ବନ୍ଦ ହେବ କାକଟପୁର ବ୍ଲକର ୪, ଅସ୍ତରଙ୍ଗ ବ୍ଲକର ୩ ବିଦ୍ୟାଳୟ

କାକଟପୁର,୨୭।୬(ଡି.ଏନ୍‌.ଏ.): ପ୍ରାଥମିକ ବିଦ୍ୟାଳୟରେ ୧୦ରୁ କମ୍‌ ଛାତ୍ରୀଛାତ୍ର ପାଠ ପଢ଼ୁଥିଲେ, ଉକ୍ତ ବିଦ୍ୟାଳୟକୁ ବନ୍ଦ କରିଦିଆଯିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ବନ୍ଦ କରିଦିଆଯାଇଥିବା ବିଦ୍ୟାଳୟର ଛାତ୍ରୀଛାତ୍ର,...

ପ୍ରସୂତୀ-ସ୍ତ୍ରୀ ରୋଗ ବିଶେଷଜ୍ଞ ପ୍ରଫେସର ଡାକ୍ତର ଆଶିଷ କୁମାର ଦେଙ୍କ ପରଲୋକ

କଟକ ଅଫିସ, ୩।୧୦: ବରିଷ୍ଠ ପ୍ରସୂତୀ ଓ ସ୍ତ୍ରୀ ରୋଗ ବିଶେଷଜ୍ଞ ଡାକ୍ତର ପ୍ରଫେସର ଆଶିଷ କୁମାର ଦେ ଆଉ ନାହାନ୍ତି। କଟକ ତୁଳସୀପୁର ସ୍ଥିତ...

ଗୋଆ ଫାର୍ମକୁ ମିଳିଲା ନାଡିଡିିହି ଖଣି

ଭୁବନେଶ୍ୱର, ୧୧ା୨(ବ୍ୟୁରୋ): ଗୋଆସ୍ଥିତ ସୋସିଇଦାଦେ ଡି ଫୋମେଣ୍ଟୋ ଇଣ୍ଟଷ୍ଟ୍ରିଆଲ ପ୍ରାଇଭେଟ ଲିମିଟେଡ ନାଡିଡିିହି ଲୁହାପଥର ଏବଂ ମାଙ୍ଗାନିଜ ଖଣି ନିଲାମ ନେବାରେ ସଫଳ ହୋଇଛି। ରବିବାର...

ରାଜଭବନ ପରିସରରେ ପଡ଼ିଥିଲା ଏକାଧିକ ଲୁହାଖଣ୍ଡ

ଭୁବନେଶ୍ୱର, ୧୦ । ୧୦(ବ୍ୟୁରୋ): ଭୁବନେଶ୍ୱରରେ ଗତ ୭ତାରିଖ ଦିନ ରାଜଭବନ ନିକଟ ଇଣ୍ଡିଆନ ଅଏଲ ପେଟ୍ରାଲ ପମ୍ପରେ ଶକ୍ତିଶାଳୀ ବିସ୍ଫୋରଣ ହୋଇଥିଲା। ଏହା ଏତେ...

ଜେଲରେ ମିଳିବ କନ୍ଧମାଳ ହଳଦୀ

ସମ୍ବଲପୁର, ୩ା୨(ବ୍ୟୁରୋ): ସମ୍ବଲପୁର ମଣ୍ଡଳ କାରାଗାରରେ ଏଣିକି କନ୍ଧମାଳ ହଳଦୀ ଉପଲବ୍ଧ ହେବ। ବୁଧବାର କାରାଗାର ପରିସରରେ ଏକ କାଉଣ୍ଟର ଖୋଲାଯାଇ ହଳଦୀ ସାଙ୍ଗକୁ ଅଟା,...

ରାଜଧାନୀରେ ପୁଣି ୪୫ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୦।୭(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି କରୋନା ଭୂତାଣୁ। ଶୁକ୍ରବାର ପୁଣି ଭୁବନେଶ୍ୱରର ବିଭିନ୍ନ ସ୍ଥାନରୁ ୪୫ ଜଣ କରୋନା ଆକ୍ରାନ୍ତ...

ବଢ଼ୁଛି ଫ୍ୟାନ୍‌ସି ଦୀପର ଚାହିଦା: ସଙ୍କଟରେ କୁମ୍ଭକାରଙ୍କ ବେଉସା

ଭଦ୍ରକ ଅଫିସ, ୨୫ା୧୦- ଦୀପାବଳିିରେ ମାଟି ଦୀପର ଚାହିଦା ନିଆରା। ଲୋକେ ବିଭିନ୍ନ ରଙ୍ଗବେରଙ୍ଗ ଦୀପ କିଣି ଘର ଆଗରେ ଏହାକୁ ଜଳାଇ ଉତ୍ସବ ମନାଇଥାନ୍ତି।...

Advertisement


Archives

Model This Week