ଲିଙ୍ଗରାଜ ମନ୍ଦିରରେ ଫାଟ, ଗଳୁଛି ବର୍ଷା ପାଣି

ଭୁବନେଶ୍ୱର,୨୬।୯(ବ୍ୟୁରୋ)- ଲିଙ୍ଗରାଜ ଦଧିନଉତିରେ ସୃଷ୍ଟି ହୋଇଛି ଫାଟ। ମୁଖ୍ୟ ମନ୍ଦିରରେ ଫାଟ ହୋଇଥିବାରୁ ବର୍ଷା ପାଣି ଗଳୁଛି। ପାର୍ବତୀ ମନ୍ଦିର, ଜଗମୋହନ, ରୋଷଶାଳା ଓ ଭୋଗ ମଣ୍ଡପରେ ମଧ୍ୟ ଫାଟ ସୃଷ୍ଟି ହୋଇଛି। ରକ୍ଷଣାବେକ୍ଷଣ ଅଭାବରୁ ବେଢ଼ାର ଅନେକ ମନ୍ଦିରରେ ଫାଟ ସୃଷ୍ଟି ହୋଇଛି। ତେବେ ଗୁରୁବାର ଏନେଇ ଦୋବୋତ୍ତର କମିଶନ ଏଏସ୍‌ଆଇ ଡିଜିଙ୍କୁ ଚିଠି ଲେଖିଛନ୍ତି। ଏସବୁର ମରାମତି ଏକାନ୍ତ ଜରୁରୀ ଏବଂ ଏଏସ୍‌ଆଇ ରକ୍ଷଣାବେକ୍ଷଣରେ ଅବହେଳା କରୁଥିବା କମିଶନ ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା ରଶ୍ମିରେଖାଙ୍କ ବ୍ୟବଚ୍ଛେଦ ରିପୋର୍ଟ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ଟେଲି ଅଭିନେତ୍ରୀ ରଶ୍ମିରେଖାଙ୍କ ରହସ୍ୟଜନକ ମୃତ୍ୟୁ ମାମଲାରେ ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ରିପୋର୍ଟରେ ସେ ଆତ୍ମହତ୍ୟା କରିଥିବା ସ୍ପଷ୍ଟ ହୋଇଛି। ଶ୍ୱାସରୁଦ୍ଧ ହେବା ଯୋଗୁ...

ଭଡ଼ାରେ ଲାଗିଥିଲା ପଞ୍ଚାୟତ କାର୍ଯ୍ୟାଳୟ : ବିଡିଓଙ୍କ ଉପସ୍ଥିତିରେ ଖାଲିହେଲା ଘର

ନାଉଗାଁ,୩୧ା୭(ସ୍ବ.ପ୍ର.): ନାଉଗାଁ ପଞ୍ଚାୟତ କାର୍ଯ୍ୟାଳୟକୁ ଦୀର୍ଘ ୬ ବର୍ଷ ହେଲା ଭଡ଼ା ସୂତ୍ରରେ ପ୍ରଦାନ କରାଯାଇଥିଲା। ଜଣେ ବ୍ୟବସାୟୀ ସେଠାରେ ସିମେଣ୍ଟ, ରଡ୍‌, ସାର ଆଦି...

କଷ୍ଟ ବୁଝୁନାହାନ୍ତି କର୍ତ୍ତୃପକ୍ଷ

ଅନୁଗୋଳ ଅଫିସ, ୩।୧୧ – ଯନ୍ତ୍ରଣାରେ ଛଟପଟ ହେଉଥିବା ରୋଗୀଟିକୁ ତୁରନ୍ତ ଓ୍ବାର୍ଡରେ ଭର୍ତ୍ତି କରିବାକୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ମିଳିଥିଲା ଏକ ବ୍ୟାଟେରିଚାଳିତ ଗାଡ଼ି।...

ପ୍ରସଙ୍ଗ ଏକ, ବିରୋଧୀ ଦୁଇଫାଳ: ସିବିଆଇ ତଦନ୍ତ ଦାବି ନେଇ ଭାଜପା ସଦସ୍ୟଙ୍କ ହଟ୍ଟଗୋଳ, ଦୁଇଥର ଗୃହ ମୁଲତବୀ

ଭୁବନେଶ୍ୱର, ୧୪।୧୧(ବ୍ୟୁରୋ)- ଇସ୍ୟୁ ଗୋଟିଏ। ମାତ୍ର ବିରୋଧୀ ଦୁଇଫାଳ। ଗତ ଅଧିବେଶନ ଭଳି ଚଳିତ ଅଧିବେଶନରେ ମଧ୍ୟ ମୁଖ୍ୟ ବିରୋଧୀ ଭାଜପା ଓ କଂଗ୍ରେସ ପୃଥକ୍‌...

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଆଜି ସନ୍ଧ୍ୟା ୮ଟାରୁ ୪୮ ଘଣ୍ଟା ଯାଏ ଭୁବନେଶ୍ୱର, ଭଦ୍ରକ ସମ୍ପୂର୍ଣ୍ଣ ସଟ୍‌ ଡାଉନ୍‌

ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ମୁକାବିଲାକୁ ନେଇ ରାଜ୍ୟ ସରକାର ଶୁକ୍ରବାର ବଡ଼ ଘୋଷଣା କରିଛନ୍ତି। ରାଜଧାନୀରେ ୫ମ କରୋନା ରୋଗୀ ସଂକ୍ରମିତ ହେବାର କାରଣ ଜଣାପଡ଼ୁନଥିବାରୁ ଆଗାମୀ...

ସାଇବର ଠକଙ୍କୁ ସିମ୍‌ ଦେଉଥିବା ର଼୍ୟାକେଟ୍‌ ଧରାପଡିଲା

ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ,୩ା୫:ବିଭିନ୍ନ ଟେଲିକମ୍‌ କମ୍ପାନୀର ସିମ୍‌ କାର୍ଡକୁ ପ୍ରି-ଆକ୍ଟିଭେଟ୍‌ କରି ଉକ୍ତ ନମ୍ବରକୁ ସାଇବର ଠକଙ୍କୁ ଯୋଗାଉଥିବା ଏକ ର଼୍ୟାକେଟ କ୍ରାଇମବ୍ରାଞ୍ଚ ହାତରେ ଧରା ପଡ଼ିଛି।...

ଲଘୁଚାପ: ୧୦ରୁ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୯।୬(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ...

ବିନା ଲାଇସେନ୍ସରେ ଚାଲିଛି କରତକଳ :ଧ୍ୱଂସପାଉଛି ଗ୍ରାମ୍ୟ ଜଙ୍ଗଲ

ବାଲିଆପାଳ, ୨୪ା୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ସମେତ ଗ୍ରାମାଞ୍ଚଳରେ ଛତୁ ଫୁଟିଲା ଭଳି ବିନା ଲାଇସେନ୍ସରେ ଏବେ କରତକଳମାନ ଚାଲୁଛି। ଫଳରେ ଗ୍ରାମ୍ୟଜଙ୍ଗଲ ଦିନକୁ ଦିନ...

Advertisement
Archives

Model This Week