Posted inଫୁରସତ

ଲିଙ୍ଗ ପରିବର୍ତ୍ତନ କରୁଛି ୫ ହଜାର ବର୍ଷ ତଳର ଗଛ

ସ୍କଟଲାଣ୍ଡର ପର୍ଥ ସହର ନିକଟରେ ଥିବା ଏକ ଚର୍ଚ୍ଚରେ ୫ହଜାର ବର୍ଷ ପୂର୍ବରୁ ଥିବା ଏକ ଗଛ ଏବେ ଲିଙ୍ଗ ପରିବର୍ତ୍ତନ କରୁଥିବା କୁହାଯାଉଛି। ଏଭଳି ପରିବର୍ତ୍ତନ ଦେଖି ଉଦ୍ଭିଦ ବିଜ୍ଞାନୀମାନେ ଆଶ୍ଚର୍ଯ୍ୟ ହୋଇଛନ୍ତି। ‘ଫୋର୍ଟିଗାଲ ୟୁ’ ନାମକ ଏହି ଗଛଟି ଆରମ୍ଭରୁ ପୁରୁଷ ଥିବା ବେଳେ ଏବେ ଏହା ସ୍ତ୍ରୀ ଲିଙ୍ଗରେ ପରିବର୍ତ୍ତନ ହେଉଛି। କାରଣ ଏହାର ଛୋଟ ଛୋଟ ଅଂଶରେ ଏବେ ଫଳ ଫଳିବା ଆରମ୍ଭ କରିଛି। ତେବେ ପ୍ରଥମ କରି ଏହା ଲିଙ୍ଗ ପରିବର୍ତ୍ତନ କରୁଥିବାରୁ ଏହାର ଛୋଟଛୋଟ ଅଂଶରେ ଫଳ ଧରିବା ଆରମ୍ଭ କରିଛି। ଉଦ୍ଭିଦ ବିଜ୍ଞାନୀ ମେକ୍ସ କୋଲମେନ କୁହନ୍ତି ପରିବେଶ ଓ ପାଣିପାଗରେ ପରିବର୍ତ୍ତନ କାରଣରୁ ଗଛଟିରେ ପରିବର୍ତ୍ତନ ଦେଖାଦେଇଛି। ବିଶେଷ କରି ବସନ୍ତ ଓ ଶୀତ ଋତୁରେ ଏମିତି ଲକ୍ଷଣ ଦେଖାଯାଇଥାଏ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଷେକ ବାନାର୍ଜୀଙ୍କ ଘରେ ବେଙ୍ଗଲ ପୋଲିସର ଚଢାଉ, ଚିନ୍ତାରେ ମମତା!

କୋଲକାତା,୧୩।୬: ଶନିବାର ସକାଳେ ସାଲବୋନି ପୋଲିସ ଷ୍ଟେଶନର କର୍ମଚାରୀ ଏବଂ କୋଲକାତା ପୋଲିସର ଏକ ବଡ଼ ଦଳ ତୃଣମୂଳ କଂଗ୍ରେସ ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀଙ୍କ…

ପାକିସ୍ତାନକୁ ରାଜନାଥଙ୍କ ଖୋଲ ଚେତାବନୀ

ନୂଆଦିଲ୍ଲୀ,୧୩।୬: ପାକିସ୍ତାନକୁ କଡ଼ା ବାର୍ତ୍ତା ଦେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କହିଛନ୍ତି ଯେ ସିନ୍ଧୁ ନଦୀର ଜଳ ଆତଙ୍କବାଦର ପୃଷ୍ଠପୋଷକଙ୍କ ପାଖରେ ପହଞ୍ଚିବାକୁ ଦିଆଯିବ ନାହିଁ।…

ମିଥ୍ୟା ସମ୍ପତ୍ତି ତଥ୍ୟ ଦେଲେ ବାବୁଙ୍କୁ ମିଳିବ ଦଣ୍ଡ: ବେତନ ବଦଳରେ ଲାଗୁ ହେବ…

ଭୁବନେଶ୍ୱର,୧୩।୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ କର୍ମଚାରୀ ନିଜ ସମ୍ପତ୍ତି ବିବରଣୀ ଦେବାରେ ବିଳମ୍ବ କରୁଥିବାରୁ ଏହାକୁ ନେଇ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍‌ ଏକ ଗୁରୁତ୍ୱପୂର୍ଣ୍ଣ…

ପୋଲିସ କର୍ମଚାରୀ ମାଡ଼ ମାରିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ, ବିଧାୟକଙ୍କୁ ନେଇ କହିଲେ…

କେନ୍ଦ୍ରାପଡ଼ା, ୧୩ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି…

ଆମେରିକାକୁ ଧୋଇଲେ ଜୟଶଙ୍କର: କଡ଼ା ଟାର୍ଗେଟ୍‌ କରି କହିଲେ…

ନୂଆଦିଲ୍ଲୀ,୧୩।୬:ଓମାନ ଉପକୂଳ ନିକଟରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ନୌସେନାର କାର୍ଯ୍ୟାନୁଷ୍ଠାନରେ ୩ ଜଣ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ଆମେରିକା ନିକଟରେ କଡ଼ା…

ବୈତରଣୀ-କୋଚିଳା ସଙ୍ଗମସ୍ଥଳରେ ନାହଁ ଘେରିବନ୍ଧ: ପ୍ରତିବର୍ଷ ବନ୍ୟା ଦୁର୍ଦ୍ଦଶା ଭୋଗୁଛନ୍ତି ୩ ପଞ୍ଚାୟତର ୧୦ ହଜାରରୁ ଅଧିକ ଲୋକ

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବୈତରଣୀ ଓ କୋଚିଳା ନଦୀର ସଙ୍ଗମସ୍ଥଳ ଗାନ୍ଧୀଘାଟ ଶାସନ ପ୍ରତିବର୍ଷ ବନ୍ୟା ବିଭୀଷିକାର ଶିକାର ହେଉଛି।…

ସରକାରୀ ରାସ୍ତା ମରାମତି କାମକୁ ନେଇ ରକ୍ତାକ୍ତ କାଣ୍ଡ: ଯୁବକଙ୍କୁ ଛୁରାମାଡ଼ କରି ଅଭିଯୁକ୍ତ ଫେରାର୍‌

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଧୂଷୁରୀ ଥାନା ଅଧୀନ ବମକୁରା ପଞ୍ଚାୟତରେ ସରକାରୀ ରାସ୍ତା ମରାମତି କାମକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ,…

କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ୧୨ ଘଣ୍ଟା ହେଲା ରାସ୍ତାରେ ଶବ ରଖି ରାସ୍ତାରୋକୋ, ଯାତାୟତ ଠପ୍‌

ବ୍ରହ୍ମପୁର, ୧୩/୬(ସୁବାସ ଚନ୍ଦ୍ର ପାଢ଼ୀ) : ପୋଲିସ କନଷ୍ଟେବଳ ଆଶୁତୋଷ ମୁର୍ଦଙ୍ଗୟା (୩୧)ଙ୍କୁ ଗତ ୫ ତାରିଖରେ ବିଜିପୁର ପୋଲିସ କ୍ୱାଟରରେ ତାଙ୍କ ସ୍ତ୍ରୀ ସା ନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri