ଲିପ୍‌ଷ୍ଟିକ୍‌ରୁ ବାହାରିବ ଗୁଳି: ରୋଡ୍‌ ସାଇଡ୍‌ ରୋମିଓ ପାଇବେ ପାନେ !

ବାରାଣସୀ,୯।୧: ଏବେ ରୋଡ୍‌ ସାଇଡ୍‌ ରୋମିଓଙ୍କୁ ପାନେ ମିଳିବ। ବାରାଣସୀର ଜଣେ ଯୁବକ ମହିଳାଙ୍କ ସୁରକ୍ଷା ପାଇଁ ଏକ ନୂଆ ପ୍ରକାରର ଲିପ୍‌ ଷ୍ଟିକ୍‌ ତିଆରି କରିଛନ୍ତି। ଏହାର ନାମ ସ୍ମାର୍ଟ ଆଣ୍ଟି ଟିଜିଂ ଲିପ୍‌ଷ୍ଟିକ୍‌ ଗନ୍‌ ରଖାଯାଇଛି। ସ୍ଥାନୀୟ ଅଶୋକା ଇନଷ୍ଟିଚ୍ୟୁଟରେ ପାଠପଢୁଥିବା ଶ୍ୟାମ ଚୌରାସିଆ ନାମକ ଜଣେ ଯୁବକ ମହିଳାଙ୍କ ଉପରେ ହେଉଥିବା ଅତ୍ୟାଚାରକୁ ଦୃଷ୍ଟିରେ ରଖି ଏହାକୁ ତିଆରି କରିଛନ୍ତି। ଏଥିରୁ ଗୁଳି ଫୁଟିଲେ ଏହାର ଶବ୍ଦ ଆଖପାଖର ଏକ କିଲୋମିଟର ପର୍ଯ୍ୟନ୍ତ ଶୁଭିବ। ଫଳରେ ଆଖପାଖରେ ଥିବା ଲୋକ ଏବଂ ପୋଲିସ କର୍ମଚାରୀଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ଏହା ସକ୍ଷମ ହେବ ବୋଲି ଶ୍ୟାମ କହିଛନ୍ତି। ଏହାଦ୍ୱାରା ଏକୁଟିଆ ଯୁବତୀ ଏବଂ ମହିଳାଙ୍କୁ ହଇରାଣ କରୁଥିବା ରୋଡ୍‌ ସାଇଡ୍‌ ରୋମିଓ ସାବାଡ୍‌ ହୋଇପାରିବେ। ସୂଚନାଯୋଗ୍ୟ, ଏହା ପୂର୍ବରୁ ଶ୍ୟାମ ଏଭଳି ବହୁ ଉପଯୋଗୀ ଉପକରଣ ତିଆରି କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ଘରେ ଭୋଜନ: ଭାଜପାର ନିର୍ବାଚନୀ ଥୋପ

କୋଲକାତା,୧୫।୨: ଆଗକୁ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଭାଜପା ପକ୍ଷରୁ ରାଜ୍ୟରୁ ତୃଣମୂଳ କଂଗ୍ରେସର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାରଙ୍କୁ ହଟାଇବା ପାଇଁ ବିଭିନ୍ନ...

ମୋଦିଙ୍କର ଅର୍ଥନୀତିରେ ଜ୍ଞାନ ନାହିଁ: ରାହୁଲ

ହରିୟାଣା,୧୮।୧୦: ହରିୟାଣା ବିଧାନସଭା ନିର୍ବାଚନକୁ ନେଇ ଏବେ ଷ୍ଟାର ପ୍ରଚାରକମାନେ ମଇଦାନକୁ ଓହ୍ଲାଇଛନ୍ତି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହରିୟାଣାର ସୋନିପଥରେ ବିରୋଧୀ କଂଗ୍ରେସ ଉପରେ...

ଆଧାର ସଂଶୋଧନ ବିଲ୍‌ ଲୋକ ସଭାରେ ଗୃହୀତ

ନୂଆଦିଲ୍ଲୀ,୫।୭:ଆଧାର ସଂଶୋଧନ ବିଲ୍‌ ଗୁରୁବାର ଲୋକ ସଭାରେ ଗୃହୀତ ହୋଇଛି। ବ୍ୟାଙ୍କରେ ଜମା ଖାତା ଖୋଲିବା, ମୋବାଇଲ ଫୋନ୍‌ ପାଇଁ ସିମ୍‌କାର୍ଡ ସଂଗ୍ରହ ଲାଗି ଆଧାରକୁ...

ଜୀବନକୁ ବାଜି ଲଗାଇ କୁକୁରଛୁଆକୁ ବଞ୍ଚାଇଲେ ବ୍ୟକ୍ତି, ଭିଡିଓ ଭାଇରାଲ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା...

ଅଢ଼େଇ କୋଟି ଟଙ୍କାର ପେଣ୍ଟିଂକୁ ବିମାନବନ୍ଦରରେ ଭୁଲି ଯାଇଥିଲେ ବ୍ୟବସାୟୀ, ସଫେଇ କର୍ମଚାରୀ ଅଳିଆ ଭାବି…

ଜଣେ ବ୍ୟବସାୟୀ ଜର୍ମାନୀର ବିମାନବନ୍ଦରରେ ଫ୍ରାନ୍ସର ଡାକ୍ତର ୟେଭ ଟୁଙ୍ଗୁଙ୍କ ଏକ ମହଙ୍ଗା ଚିତ୍ର ଭୁଲିଯାଇଥିଲେ। ପରେ ପ୍ରାୟ ୨.୫ କୋଟିର ପେଣ୍ଟିଂ ସହିତ ଯାହା...

ଏମିତି ଦେଶ, ଯେଉଁଠି ଚାକିରି ପାଇଁ ଠେଲିବାକୁ ପଡ଼େ ଟ୍ରେନ୍‌

ସାଧାରଣତଃ ମଣିଷ ପାଇଁ ଖାଦ୍ୟ, ବସ୍ତ୍ର ଏବଂ ବାସଗୃହ ନିତାନ୍ତ ଆବଶ୍ୟକ। ଏହା ମୌଳିକ ଆବଶ୍ୟକତା। ଆଉ ଏହି ଆବଶ୍ୟକତା ପୂରଣ କରିବା ପାଇଁ ଜଣେ...

ଭାଜପା ମୂଳପୋଛ

ଚଣ୍ଡିଗଡ଼, ୧୮ା୨: କେନ୍ଦ୍ରର ୩ କୃଷି ଆଇନ ଭାଜପା ପାଇଁ ମହଙ୍ଗା ପଡ଼ିଛି। ଏହି ବିବାଦୀୟ ଆଇନ ହଟାଇବା ଦାବିରେ ଦିଲ୍ଲୀର ସିଙ୍ଘୁ, ଟିକ୍ରି ଓ...

କର୍ମକର୍ତ୍ତାଙ୍କୁ ମାଡ଼ ମାରିଲେ କମଲନାଥଙ୍କ ମନ୍ତ୍ରୀ

ଭୋପାଳ,୩୧।୧୨: କଂଗ୍ରେସରେ କନ୍ଦଳ। ନିଜ ଦଳର କର୍ମକର୍ତ୍ତାଙ୍କୁ ମାଡ଼ ମାରି ଏବେ ଚର୍ଚ୍ଚାକୁ ଆସିଛନ୍ତି ମନ୍ତ୍ରୀ। କମଲନାଥ ସରକାରରେ ଥିବା ଯୁବ ମନ୍ତ୍ରୀ ତଥା କ୍ରୀଡା...

Advertisement


Archives

Model This Week

Why Dharitri