ଲିପ୍‌ ବାମ୍‌, ଫେସ୍‌ଓ୍ବାଶ ଓ ପରିଣିତି

ପରିଣିତି ଚୋପ୍ରାଙ୍କୁ ପ୍ରଥମେ ବ୍ରେକ୍‌ ମିଳିଥିଲା ‘ଲେଡିଜ୍‌ ଭର୍ସେସ ରିକି ବହଲ’ ସିନେମାରୁ। ପ୍ରଥମ ସିନେମାକୁ ନେଇ କାହିଁ କେତେ ଆଶା ବାନ୍ଧି ବସିଥିଲେ ସେ। ଫିଲ୍ମ ବି ସଫଳ ହେଲା । ପାଠ ପଢ଼ିବା ସମୟରେ ପରିଣିତି ନିଜକୁ ଜଣେ ମେଧାବୀ ଛାତ୍ରୀ ଭାବରେ ପରିଚିତ କରାଇପାରିଥିଲେ। ସେ ଟ୍ରିପିଲ୍‌ ଅନର୍ସ ଡିଗ୍ରୀ ହାସଲ କରିଥିଲେ। ଦ୍ୱାଦଶ ପରୀକ୍ଷାରେ ସେ ସର୍ବଭାରତୀୟସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିବା ସହ ରାଷ୍ଟ୍ରପତି ପୁରସ୍କାର ପାଇବାରେ ସକ୍ଷମ ହୋଇଥିଲେ। ଏରୋପ୍ଲେନ୍‌ ଲ୍ୟାଣ୍ଡିଂ କରିବା ସମୟରେ ତାଙ୍କୁ ଭାରି ଭୟ ଲାଗିଥାଏ। ଏହାବ୍ୟତୀତ ସେ ସାପ ଦେଖିଲେ ମଧ୍ୟ ଡରନ୍ତି। ଯୁଆଡେ ଗଲେ ପରିଣିତି ନିଜ ସାଙ୍ଗରେ ଲିପ୍‌ ବାମ୍‌ ଏବଂ ଫେସଓ୍ବାଶ ନେଇଥାଆନ୍ତି। ନିଜ କ୍ୟାରିୟର ସମ୍ପର୍କରେ ପରିଣିତି କହନ୍ତି, ‘ଲେଡିଜ୍‌ ଭର୍ସେସ ରିକି ବହଲ’ ଫିଲ୍ମ ଟି ମୋ ପାଇଁ ସ୍ମରଣୀୟ ହୋଇ ରହିବ। କାରଣ ଏହି ଚଳଚ୍ଚିତ୍ରଟି ପାଇଁ ମୁଁ ନବାଗତା ଅଭିନେତ୍ରୀ ଭାବରେ ସେହି ବର୍ଷ ୧୦ଟି ପୁରସ୍କାର ହାସଲ କରିଥିଲି। ଅଭିନୟକୁ କ୍ୟାରିୟର କରିବାକୁ ଏହା ମୋତେ ବେଶ୍‌ ପ୍ରେରଣାଦାୟକ ସାଜିଥିଲା।’


Enter your email to get our daily news in your inbox.

All Right Reserved By Dharitri.Com

ପୁଅ ସହ କ୍ରିକେଟ ଖେଳୁଛନ୍ତି ବଲିଉଡର ଏହି ଚର୍ଚ୍ଚିତ ଅଭିନେତ୍ରୀ

ମୁମ୍ବାଇ,୨୬।୧୧-ବଲିଉଡ ଅଭିନେତ୍ରୀ ମଲାଇକା ଆରୋରା ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହିଥାନ୍ତି। ସେ ଇନ୍‌ଷ୍ଟାଗ୍ରାମରେ ନିଜର ଫଟୋ ଶେୟାର କରି ଚର୍ଚ୍ଚାରେ ମଧ୍ୟ ରହିଥାନ୍ତି। ବର୍ତ୍ତମାନ...

କ’ଣ ପୁଣି ଏକାଠି ହେଲେ ଐଶ୍ୱର୍ଯ୍ୟା-ସଲମାନ୍‌? ଆଶିତାଙ୍କ ଭିଡିଓ ଦେଖି…

ବମ୍ବେ: ବଲିଉଡ୍‌ର କିଛି ସେଲିବ୍ରିଟିଙ୍କ ଭଳି ଅବିକଳ ଦେଖାଯାଉଥିବା ବ୍ୟକ୍ତିଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥାଏ। ହେଲେ ସେମାନଙ୍କ ମଧ୍ୟରୁ ନୀଳନୟନା ଐଶ୍ୱର୍ଯ୍ୟା ରାୟ...

ସୁଶାନ୍ତଙ୍କ ବିବାହ ସମ୍ପର୍କରେ ଶେଷଥର କଥା ହୋଇଥିଲେ ତାଙ୍କ ପିତା, କହିଲେ ବୋହୂ ହୋଇଥାନ୍ତେ…

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ଙ୍କ ଆତ୍ମହତ୍ୟା ଖବରକୁ ଆଜି ପର୍ଯ୍ୟନ୍ତ କେହି ସହଜରେ ବିଶ୍ୱାସ କରିପାରୁନାହାନ୍ତି। ଆଉ ତାଙ୍କୁ ଜନ୍ମ ଦେଇଥିବା ପିତା...

ଐଶ୍ୱର୍ଯ୍ୟାଙ୍କ ଘରୁ ଲକ୍ଷ ଲକ୍ଷ ଟଙ୍କାର ଗହଣା ଚୋରି

ଚେନ୍ନାଇ: ସାଉଥ ସୁପରଷ୍ଟାର ରଜନିକାନ୍ତଙ୍କ ବଡ ଝିଅ ଐଶ୍ୱର୍ଯ୍ୟା ରଜନିକାନ୍ତ ତେୟନମପେଟ ପୋଲିସ ଷ୍ଟେଶନରେ ଚୋରି ହୋଇଥିବା ଅଭିଯୋଗ କରିଛନ୍ତି । ସେ ତାଙ୍କ ଅଭିଯୋଗରେ...

ରଜନୀକାନ୍ତ ଚଳାଉଛନ୍ତି ଏହି ଦାମୀ ଗାଡ଼ି, ଦାମ୍‌ ରହିଛି…

ଅଭିନୟ କରି ଦର୍ଶକଙ୍କ ହୃଦୟ ଜିତିଥିବା ସୁପରଷ୍ଟାର ରଜନୀକାନ୍ତ ମଧ୍ୟ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି । ସୋସିଆଲ ମିଡିଆରେ ସର୍ବଦା ସକ୍ରିୟ...

ଫେରି ପାରନ୍ତି ଇସା

ମୁମ୍ବାଇ: ବଲିଉଡ୍‌ ନାୟିକା ଇସା ଦଓ୍ବେଲ ପୁଣିଥରେ ପରଦା ମୁହାଁ ହୋଇଛନ୍ତି ବୋଲି ଖବର ମିଳିଛି। ବିବାହ ଓ ମାତୃତ୍ୱଲାଭ ପରେ ସେ ବଡ ପରଦାରୁ...

ରାଜ କୁନ୍ଦ୍ରାଙ୍କ ପର୍ନୋଗ୍ରାଫି ମାମଲାରେ ୪ ଅଭିଯୁକ୍ତ ଗିରଫ

ମୁମ୍ବାଇ, ୨୨।୨: ବଲିଉଡ୍‌ର ଫିଟ୍‌ନେସ୍‌ କୁଇନ୍‌ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ତଥା ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କ ପର୍ନୋଗ୍ରାଫି ମାମଲାରେ ଏପର୍ଯ୍ୟନ୍ତ ପୋଲିସର ତଦନ୍ତ ଜାରି ରହିଛି।...

ସିନେମାରେ ରାଖୀ

ଦେବ ଆନନ୍ଦଙ୍କ ଅଭିନୀତ ‘ହରେ ରାମା ହରେ କ୍ରିଷ୍ଣା’ ସେ ସମୟରେ ହିଟ୍‌ ସାବ୍ୟସ୍ତ ହୋଇଥିଲା। ଭାଇ-ଭଉଣୀ ସମ୍ପର୍କକୁ ବେଶ୍‌ ସୁନ୍ଦର ଭାବରେ ଉପସ୍ଥାପନା କରିଥିଲେ...

Advertisement
Archives

Model This Week