ଲିବ୍ୟା ଗୃହଯୁଦ୍ଧରେ ୩ ମାସରେ ହଜାରେରୁ ଅଧିକ ମୃତ; ଆହତଙ୍କ ସଂଖ୍ୟା ୫ ହଜାରରୁ ବେଶି: ବିଶ୍ୱସ୍ବାସ୍ଥ୍ୟ ସଂଗଠନ

ତ୍ରିପୋଲି, ୧୦।୭: ଲିବ୍ୟା ଗୃହଯୁଦ୍ଧରେ ଏପ୍ରିଲ୍‌ଠାରୁ ଇତିମଧ୍ୟରେ ମୃତ୍ୟୁ ସଂଖ୍ୟା ହଜାରେ ଟପିଛି। ଏଥିରେ ଏକ ହଜାର ୪୮ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ୫ ହଜାର ୫ଶହ ଜଣ ଆହତ ହୋଇଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ପ୍ରକାଶ ପାଇଛି। କେବଳ ଏପ୍ରିଲ୍‌ ମାସରେ ଏଠାରେ ଶହେ ୬ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ବିଭିନ୍ନ ଘଟଣାରେ ୨ଶହ ୮୯ ଜଣ ଆହତ ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି। ଏଠାରେ ଥିବା ବିଭିନ୍ନ ହସ୍ପିଟାଲରେ ଖଣ୍ଡିଆ ଖାବରା ହୋଇ ଚିକିତ୍ସା ଲାଗି ଭର୍ତ୍ତି ହୋଇଥିବା ଲୋକଙ୍କ ମଧ୍ୟରୁ ୧୭ ଶହରୁ ଅଧିକ ଜଣଙ୍କର ଅପରେଶନ୍‌ କରାଯାଇଛି ବୋଲି ଏହି ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସେନା ଗୁଳିରେ ୬୦ ନିହତ

ଏନ୍‌ଜାମେନା(ଚାଦ୍‌),୨୨ା୧୦: କେନ୍ଦ୍ରୀୟ ଆଫ୍ରିକୀୟ ରାଷ୍ଟ୍ର ଚାଦ୍‌ରେ ସରକାର ବିରୋଧୀ ଆନ୍ଦୋଳନ ହିଂସ୍ର ହେବାରେ ଲାଗିଛି। ଗଣତାନ୍ତ୍ରିକ ଶାସନ ଦାବିରେ ରାସ୍ତାକୁ ଓହ୍ଲାଇଥିବା ବିକ୍ଷୋଭକାରୀମାନେ ରାଜଧାନୀ ଏନ୍‌ଜାମେନାରେ...

ସିଙ୍ଗାପୁରରେ ପ୍ରଥମ କରୋନା ମୃତ୍ୟୁ

ସିଙ୍ଗାପୁର,୨୧।୩: କରୋନା ଭାଇରସ କଥା ଉଠିଲେ ଆପଣାଛାଏଁ ମନକୁ ଆସି ଯାଉଛି ଏଥିରେ ବୃଦ୍ଧି ପାଇଛି ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା। ସାରା ବିଶ୍ୱ ପାଇଁ...

ତାଲିବାନ୍‌ ଶାସନରେ ଶିଶୁ ମୃତ୍ୟୁ ହାର ବଢୁଛି, ୟୁନିସେଫ ରିପୋର୍ଟ…

ନୂଆଦିଲ୍ଲୀ,୭।୧୧: ଆଫଗାନିସ୍ତାନରେ ତାଲିବାନ୍‌ କ୍ଷମତା ଦଖଲ କରିବାପରେ ଦେଶର ଶିଶୁମାନେ ଅବହେଳିତ ହେବାରେ ଲାଗିଛନ୍ତି। ଲଗାତାର ହିଂସା ଯୋଗୁ ୨୦୨୧ର ପ୍ରଥମ ଛଅ ମାସରେ ଆଫଗାନିସ୍ତାନରେ...

ଭାରତ ସହ ମିଳିମିଶି କାମ କରିବାକୁ ଆମେ ପ୍ରସ୍ତୁତ: ଚାଇନା ବୈଦେଶିକ ମନ୍ତ୍ରୀ…

ବେଜିଂ,୨୫।୧୨ : ନିକଟରେ ଅରୁଣାଚଳ ପ୍ରଦେଶର ତୱାଙ୍ଗରେ ଭାରତ ଏବଂ ଚାଇନା ସୈନ୍ୟଙ୍କ ମଧ୍ୟରେ ସଂଘର୍ଷ ଘଟିଥିଲା। ଏବେ ଚାଇନା ବୈଦେଶିକ ମନ୍ତ୍ରୀଙ୍କ ଏକ ବଡ...

ଅର୍ଥନୈତିକ ସଙ୍କଟ ଲୋକଙ୍କ ମନରୁ ପୋଛି ଦେଲା ସାମ୍ପ୍ରଦାୟିକତା ଭାବନା…

କଲମ୍ବୋ, ୧୦।୪ : ଆର୍ଥିକ ସଙ୍କଟ ଯୋଗୁଁ ଶ୍ରୀଲଙ୍କାରେ ଜନଅସନ୍ତୋଷ ଦେଖାଦେଇଛି। ଅତ୍ୟାବଶ୍ୟକ ସାମଗ୍ରୀର ଦାମ୍‌ ବୃଦ୍ଧି ପାଉଛି। ଲୋକମାନେ ସରକାରଙ୍କ ବିରୋଧରେ ରାସ୍ତାକୁ ଓହ୍ଲାଇଛନ୍ତି।...

କେରଳ-କର୍ନାଟକରେ ଲୁଚି ବସିଛନ୍ତି ଆଇଏସ୍‌ ଆତଙ୍କବାଦୀ: ଜାତିସଂଘ

ଜେନେଭା/ନୂଆଦିଲ୍ଲୀ, ୨୫।୭: ଭାରତରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର କରାଯାଉଛି। ଏନେଇ ଆଇଏସ୍‌ ଆତଙ୍କବାଦୀ କେରଳ ଏବଂ କର୍ନାଟକରେ ଲୁଚି ବସିଛନ୍ତି। ଏସମ୍ପର୍କରେ...

ମୋବାଇଲ୍‌ ଲାଇଟ୍‌ରେ ବ୍ରେନ୍‌ ଅପରେଶନ୍‌ କଲେ ଡାକ୍ତର

ସେନ୍‌ ମେଗୁଏଲ୍‌,୩୦।୧: ଚିଲିରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ହସ୍ପିଟାଲରେ ଜଣେ ଲୋକଙ୍କ ବ୍ରେନ୍‌ ଅପରେଶନ୍‌ ସମୟରେ ପାଓ୍ବାର କଟ୍‌ ହେବାରୁ ଡାକ୍ତରୀ ଦଳ...

ଭୂକମ୍ପ ଯୋଗୁ ତୁର୍କୀ ମୂଳ ସ୍ଥାନରୁ ୫ରୁ ୬ ମିଟର ସ୍ଥାନାନ୍ତରିତ…

ରୋମ/ଇସ୍ତାନବୁଲ,୯।୨ : ତୁର୍କୀ-ସିରିଆରେ ଭୟଙ୍କର ଭୂକମ୍ପ ଏପର୍ଯ୍ୟନ୍ତ ୧୫ ହଜାରରୁ ଅଧିକ ଲୋକଙ୍କ ଜୀବନ ନେଇଛି। ୮୦ ହଜାରରୁ ଅଧିକ ଲୋକ ଆହତ ହୋଇଛନ୍ତି। ହଜାର...

Advertisement
Archives

Model This Week