ଲିଭରର ବିଭିନ୍ନ ସମସ୍ୟାରୁ ଦୂରେଇ ରଖେ ଏହି ପତ୍ର…

ଅଶ୍ୱତ୍ଥ(ଓସ୍ତ)ପତ୍ରର ଅନେକ ଔଷଧୀୟ ଗୁଣ ରହିଛି। ଏହା ବିଭିନ୍ନ ଲିଭର ସମସ୍ୟାରୁ ଦୂରେଇ ରଖେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଅଶ୍ୱତ୍ଥ ପତ୍ରକୁ ଶୁଖାଇ ସେଥିରେ ଚିନି କିମ୍ବା ମିଶ୍ରି ମିଶାଇ ଗୁଣ୍ଡ କରିବା ପରେ ଏଥିରୁ ଅଧ ଚାମଚେ ଗ୍ଲାସେ ପାଣିରେ ମିଶାଇ ପିଇଲେ ଲିଭର ସ୍ବାଭାବିକ ଭାବେ କାମ କରିଥାଏ। ଜଣ୍ଡିସ୍‌ ରୋଗୀଙ୍କ ପାଇଁ ଏହା ମହୌଷଧୀ ସାବ୍ୟସ୍ତ ହୋଇଥାଏ। ଏହା ରକ୍ତ ସଫା କରିବାରେ ସହାୟକ ହୋଇଥାଏ। ଅଶ୍ୱତ୍ଥ ପତ୍ର ଗୁଣ୍ଡକୁ ମହୁରେ ମିଶାଇ ପ୍ରତିଦିନ ଦୁଇଥର ଖାଇଲେ ସମସ୍ତ ରକ୍ତ ବିକାର ନଷ୍ଟ ହୁଏ। ଏହା ରକ୍ତଚାପକୁ ସ୍ବାଭାବିକ କରିବା ସହିତ କୋଲେଷ୍ଟରଲସ୍ତରକୁ ନିୟନ୍ତ୍ରିତ କରିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପରାଷ୍ଟ୍ରପତି କରୋନା ପଜିଟିଭ୍‌…

ନୂଆଦିଲ୍ଲୀ, ୨୩।୧ : ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସେ ନିଜକୁ ଆଇସୋଲେଶନରେ ରଖିଥିବା ସମ୍ପର୍କରେ ନିଜ ଅଫିସିଆଲ...

ମୋବାଇଲରେ ଦୈନିକ ୪.୮ ଘଣ୍ଟା ବିତାଉଛନ୍ତି ଭାରତୀୟ

ନୂଆଦିଲ୍ଲୀ,୧୫ା୧୧: ସ୍ମାର୍ଟଫୋନରେ ସବୁଠାରୁ ଅଧିକ ସମୟ ବିତାଉଥିବା କ୍ଷେତ୍ରରେ ଭାରତର ସ୍ଥାନ ୪ର୍ଥରେ ରହିଛି। ମୋବାଇଲ ଆପ୍‌ ଆନାଲିଷ୍ଟ କମ୍ପାନୀ ଏପ୍‌ ଏନି ପକ୍ଷରୁ ପ୍ରକାଶିତ...

ଏସବୁ ଜିନିଷ କରନ୍ତୁ ନାହିଁ ଦାନ, ଛାଡି ପଳାଇବେ ଲକ୍ଷ୍ମୀ

ହିନ୍ଦୁ ଧର୍ମରେ ଦାନ କରିବା ପୁଣ୍ୟ ବୋଲି ଧରାଯାଏ। ଦାନ କରିବା ଦ୍ୱାରା କେବଳ ଇଶ୍ୱରଙ୍କ ଆଶୀର୍ବାଦ ମିଳେ ତାହା ନୁହେଁ, ଘରେ ସୁଖ-ଶାନ୍ତି ଆସିଥାଏ...

କାଢା ପିଇଲେ ଯକୃତ ନଷ୍ଟ ହେବାର କୌଣସି ପ୍ରମାଣ ନାହିଁ: ଆୟୁଷ ମନ୍ତ୍ରଣାଳୟ

ନୂଆଦିଲ୍ଲୀ, ୭।୧୦: ଅଧିକ ଦିନ ଧରି କାଢା ପିଇଲେ ଯକୃତ କ୍ଷତି ହେବାର କୌଣସି ପ୍ରମାଣ ନାହିଁ ବୋଲି ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ମନ୍ତ୍ରଣାଳୟ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ, ୧୫ ଆହତ

ଲକ୍ଷ୍ନୌ,୩୦।୧୧: ଉତ୍ତରପ୍ରସେଶ ବାହାରାଇଚର ତପ୍ପେଠାରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା...

ଦିଲ୍ଲୀ ନିର୍ବାଚନରେ ବୃଦ୍ଧ, ଦିବ୍ୟାଙ୍ଗଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା: ପୋଷ୍ଟାଲ ବାଲଟରେ ଦେଇପାରିବେ ଭୋଟ

ନୂଆଦିଲ୍ଲୀ,୬।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଗୁଲ ବାଜିଛି। ସୋମବାର ନିର୍ବାଚନ କମିଶନ ସୁନୀଲ ଅରୋରା ଖବରଦାତା ସମ୍ମିଳନୀ କରି ଆସନ୍ତା ବିଧାନସଭା ନିର୍ବାଚନ ଓ...

ଜଷ୍ଟିସ୍‌ ଇକ୍‌ବାଲଙ୍କ ଦେହାନ୍ତ

ନୂଆଦିଲ୍ଲୀ, ୮।୫: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ଏମ୍‌.ଓ୍ବାଇ. ଇକ୍‌ବାଲଙ୍କର ଗୁରୁବାର ରାତିରେ ଗୁରୁଗ୍ରାମର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି। ତାଙ୍କୁ ୭୦ ବର୍ଷ...

ବଜେଟ ପ୍ରସ୍ତୁତିରେ ନବରତ୍ନ…

ନୂଆଦିଲ୍ଲୀ,୭।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ୧ ଫେବୃଆରୀ ୨୦୨୩ ରେ ଶେଷ ପୂର୍ଣ୍ଣ କେନ୍ଦ୍ର ବଜେଟ ଉପସ୍ଥାପନ...

Advertisement
Archives

Model This Week