ଲିଭରର ବିଭିନ୍ନ ସମସ୍ୟାରୁ ଦୂରେଇ ରଖେ ଏହି ପତ୍ର…

ଅଶ୍ୱତ୍ଥ(ଓସ୍ତ)ପତ୍ରର ଅନେକ ଔଷଧୀୟ ଗୁଣ ରହିଛି। ଏହା ବିଭିନ୍ନ ଲିଭର ସମସ୍ୟାରୁ ଦୂରେଇ ରଖେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଅଶ୍ୱତ୍ଥ ପତ୍ରକୁ ଶୁଖାଇ ସେଥିରେ ଚିନି କିମ୍ବା ମିଶ୍ରି ମିଶାଇ ଗୁଣ୍ଡ କରିବା ପରେ ଏଥିରୁ ଅଧ ଚାମଚେ ଗ୍ଲାସେ ପାଣିରେ ମିଶାଇ ପିଇଲେ ଲିଭର ସ୍ବାଭାବିକ ଭାବେ କାମ କରିଥାଏ। ଜଣ୍ଡିସ୍‌ ରୋଗୀଙ୍କ ପାଇଁ ଏହା ମହୌଷଧୀ ସାବ୍ୟସ୍ତ ହୋଇଥାଏ। ଏହା ରକ୍ତ ସଫା କରିବାରେ ସହାୟକ ହୋଇଥାଏ। ଅଶ୍ୱତ୍ଥ ପତ୍ର ଗୁଣ୍ଡକୁ ମହୁରେ ମିଶାଇ ପ୍ରତିଦିନ ଦୁଇଥର ଖାଇଲେ ସମସ୍ତ ରକ୍ତ ବିକାର ନଷ୍ଟ ହୁଏ। ଏହା ରକ୍ତଚାପକୁ ସ୍ବାଭାବିକ କରିବା ସହିତ କୋଲେଷ୍ଟରଲସ୍ତରକୁ ନିୟନ୍ତ୍ରିତ କରିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟୁଇଟରର ପାସଓ୍ବାର୍ଡ କହିଲେ ମୋଦି

ନୂଆଦିଲ୍ଲୀ,୮।୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଟୁଇଟର ଆକାଉଣ୍ଟ ଚଲାଇବା ଦାୟିତ୍ୱ ୭ ଜଣ ମହିଳାଙ୍କୁ ଦିଆଯାଇଛି। ନାରୀ ଶକ୍ତି...

ଶତକ ହାସଲ ପରେ ମନ୍ତ୍ରୀଙ୍କ ରୋମାଣ୍ଟିକ୍‌ ଚିଠି ଭାଇରାଲ୍‌

କୋଲକତା,୧୬।୬: ରଣଜୀ ଟ୍ରଫିରେ ପଶ୍ଚିମବଙ୍ଗ କ୍ରୀଡ଼ା ମନ୍ତ୍ରୀ ମନୋଜ ତିୱାରୀ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଆଲୁର (କର୍ନାଟକ)ରେ ମଧ୍ୟପ୍ରଦେଶ ବିପକ୍ଷ ସେମିଫାଇନାଲ ମ୍ୟାଚରେ ମନୋଜ ତିୱାରୀ...

ଅଭିଭାବକଙ୍କୁ ଆଶ୍ୱସ୍ତି, କରୋନା କମିଲେ ଖୋଲିବ ସ୍କୁଲ

ନୂଆଦିଲ୍ଲୀ,୧୫।୮: ସ୍ବାଧିନତା ଦିବସ ଅବସରରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ସେ ଦିଲ୍ଲୀର ଅଭିଭାବକଙ୍କୁ ଆଶ୍ୱସ୍ତି ଦେଇଛନ୍ତି। କେଜରିଓ୍ବାଲ...

୨୦ତମ ପ୍ରସବ ପାଇଁ ପ୍ରଥମ ଥର ହସ୍ପିଟାଲ ଗଲେ ଲଙ୍କାବାଇ

ମୁମ୍ବାଇ,୧୦।୯: ମହାରାଷ୍ଟ୍ରର ବିଡ ଜିଲାରେ ଜଣେ ମହିଳା ୨୦ଥର ମା’ ହେବାକୁ ଯାଉଛନ୍ତି। ୩୮ବର୍ଷୀୟ ଲଙ୍କାବାଇ ୭ମାସର ଗର୍ଭବତୀ ଥିବା ବେଳେ ପ୍ରଥମ ଥର ପାଇଁ...

ସ୍ଥିତାବସ୍ଥାରେ ପରିବର୍ତ୍ତନ ଗ୍ରହଣୀୟ ନୁହେଁ

ନୂଆଦିଲ୍ଲୀ,୧୫ା୭: ଚାଇନା ଦ୍ୱାରା ସୀମାନ୍ତ ସ୍ଥିତାବସ୍ଥାରେ କୌଣସି ପ୍ରକାର ଏକପାଖିଆ ପରିବର୍ତ୍ତନକୁ ଭାରତ ଗ୍ରହଣ କରିବ ନାହିଁ। ଦ୍ୱିପାକ୍ଷିକ ସମ୍ପର୍କରେ ଉନ୍ନତି ପାଇଁ ପୂର୍ବାବସ୍ଥା ଫେରାଇ...

କଙ୍ଗନା ହେବେ ଭାଜପାର ଷ୍ଟାର ପ୍ରଚାରକ: ଉତ୍ତର ରଖିଲେ ଫଡନବିଶ

ପାଟନା,୧୪ ।୯: ବିହାର ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ହେଲାଣି ସରଗରମ । ଏଥର ଭାରତୀୟ ଜନତା ପାର୍ଟି(ଭାଜପା) ବାଜି ମାରିବାକୁ ଲକ୍ଷ୍ୟ ରଖିଥିବା ବେଳେ...

୨୫ ବର୍ଷ ପରେ ମହିଳାଙ୍କ ଶ୍ୱାସକ୍ରିୟା ନଳିରୁ ବାହାରିଲା ହ୍ବିସିଲ

କନ୍ନୁର, ୧୭।୨ : କେରଳର ସରକାରୀ ମେଡିକାଲର ଡାକ୍ତରମାନେ ଜଣେ ୪୦ ବର୍ଷୀୟା ମହିଳାଙ୍କ ଶ୍ୱାସକ୍ରିୟା ନଳିରୁ ଅସ୍ତ୍ରୋପଚାର ଜରିଆରେ ହ୍ବିସିଲ ବାହାର କରି ଦେଇଛନ୍ତି।...

ଭାରତ ସୀମାରେ ପ୍ରବେଶ କଲା ପାକିସ୍ତାନ ଡ୍ରୋନ୍‌

ଫିରୋଜପୁର,୮।୧୦: ପଞ୍ଜାବ ଫିରୋଜପୁରରେ ଥିବା ହୁସୈନିଓ୍ବାଲ ସୀମାନେ ପାକିସ୍ତାନର ଏହ ଡ୍ରୋନ୍‌ ମଙ୍ଗଳବାର ପ୍ରବେଶ କରିଥିବା ଜଣାପଡିଛି। ସାରା ଦେଶ ଦଶହରା ଉତ୍ସବରେ ବୁଡି ରହିଥିବା...

Advertisement
Archives

Model This Week