ଲିଭର ଏବଂ ଡାଇବେଟିସ୍‌ ସମସ୍ୟାରୁ ଦୂରେଇ ରହିବା ପାଇଁ ରାତିରେ ଶୋଇବା ପୂର୍ବରୁ ଖାଆନ୍ତୁ ଏଥିରୁ ୨ଟି…

ନୂଆଦିଲ୍ଲୀ: ଖାଦ୍ୟପେୟରେ ଅନିୟମିତତା ତଥା ପରିବର୍ତ୍ତିତ ଜୀବନଶୈଳୀ ଯୋଗୁ କେତେକଙ୍କଠାରେ ଲିଭର ଏବଂ ଡାଇବେଟିସ୍‌ ସମସ୍ୟା ଦେଖାଦେଇଥାଏ। ତେବେ ରାତିରେ ଶୋଇବା ପୂର୍ବରୁ ୨ଟି ଲବଙ୍ଗ ଖାଇଲେ ପାଚନ କ୍ରିୟା ନିୟନ୍ତ୍ରିତ ହେବା ସହିତ ଏସବୁ ସମସ୍ୟାରୁ ମୁକ୍ତି ମିଳିଥାଏ। ଏହା ଦ୍ୱାରା ହାଡ଼ ମଧ୍ୟ ମଜବୁତ୍‌ ହୋଇଥାଏ। ଲବଙ୍ଗ ଖାଇଲେ ଗ୍ୟାସ୍‌ ସମସ୍ୟା ଦୂର ହୋଇଥାଏ। ନିୟମିତ ରାତିରେ ଶୋଇବା ପୂର୍ବରୁ ଏପରି କଲେ ଥଣ୍ଡା ସମସ୍ୟା ହୋଇ ନ ଥାଏ ବୋଲି ଚିକିତ୍ସକ ପରାମର୍ଶ ଦେଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମରୁ ସମସ୍ତ ବ୍ୟକ୍ତିଙ୍କ ପାଖରେ ଥାଏ ଏହି ଗୁଣ, ଚାଣକ୍ୟ କହିଲେ ସଠିକ୍‌ ବ୍ୟବହାରରେ ମିଳିଥାଏ ସଫଳତା

ମହାନ ଅର୍ଥନୀତିଜ୍ଞ ତଥା ରାଜନେତା ଆଚାର୍ଯ୍ୟ ଚାଣକ୍ୟ କହିଛନ୍ତି ଯେ,କିଛି ଗୁଣ ଏପରି ଥାଏ ଯାହା ମଣିଷକୁ କେହି ଶିଖାଇପାରିବ ନାହିଁ। କାରଣ ସେହି ଗୁଣ...

ଥରା ରୋଗ ପାଇଁ ପ୍ରାରମ୍ଭିକ ଚିକିତ୍ସା ଜରୁରୀ

ଥରା ରୋଗର ଏଭଳି ଏକ ସ୍ନାୟୁଜନିତ ରୋଗ, ଯାହାର କୌଣସି ସ୍ଥାୟୀ ଚିକିତ୍ସା ନାହଁି। ଉକ୍ତ ରୋଗୀଙ୍କୁ ନିୟମିତ ଔଷଧ ଖାଇବା ସହ ଅଭିଜ୍ଞ ବିଶେଷଜ୍ଞଙ୍କ...

ଭୁଲ୍‌ରେ ବି ପିଅନ୍ତୁନି କଞ୍ଚା କ୍ଷୀର

ପ୍ରତିଦିନ ଗୋଟିଏ ଗ୍ଲାସ କ୍ଷୀର ପିଇବା ପାଇଁ ଡାକ୍ତର ପରାମର୍ଶ ଦେଇଥାନ୍ତି। କ୍ଷୀରରେ ଭରପୂର ମାତ୍ରାରେ କ୍ୟାଲସିୟମ ଓ ପ୍ରୋଟିନ ରହିଛି, ଯାହା ହାଡ଼ର ବିକାଶ...

ଅନୁଶାସନ

ପିଲାମାନଙ୍କର ବୟସ ବଢ଼ିବା ସହ ସେମାନଙ୍କର ଦାୟିତ୍ୱବୋଧ ବଢ଼ିଥାଏ। ନିଜ କାମ ନିଜେ କରିବା, ନିଜର ଅସୁବିଧା ମା’-ବାପାଙ୍କୁ କହିବା ଏବଂ ତାହାର ସମାଧାନ କରିବା...

ପଶ୍ଚିମ ନମସ୍କାର ଆସନ

ବ୍ୟାକ ପେନ୍‌ ସମସ୍ୟାରୁ ମୁକ୍ତି ପାଇଁ ଏକ୍ସରସାଇଜ୍‌ କରିବା ନିହାତି ଆବଶ୍ୟକ। ତେବେ ଏକ୍ସରସାଇଜ୍‌ କରିବା ପାଇଁ ଯଦି ସମୟ ନାହିଁ ତା’ହେଲେ ପଶ୍ଚିମ ନମସ୍କାର...

ମଧୁମେହ ରୋଗୀଙ୍କ ପାଇଁ ବେଶ୍‌ ଉପକାରୀ କଲରା

କଲରା ପାଟିକୁ ପିତା ଲାଗୁଥିଲେ ମଧ୍ୟ ଶରୀର ପାଇଁ ବେଶ୍‌ ଉପଯୋଗୀ ସାବ୍ୟସ୍ତ ହୋଇଥାଏ। କଲରାରେ ଆଇରନ୍‌, ମାଗ୍ନେସିୟମ ଏବଂ ଭିଟାମିନ୍‌-ସି ଭଳି ପୋଷକ ତତ୍ତ୍ୱ...

ସୁନ୍ଦରତା ବଢ଼ାଏ ଜାଇଫଳ

କବଳ ଖାଦ୍ୟରେ ନୁହେଁ ବରଂ ତ୍ୱଚାର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ଜାଇଫଳଔଷଧ ଭଳି କାମ କରିଥାଏ।  ଏଥିରେ ଥିବା ମ୍ୟାଗ୍ନେସିୟମ୍‌, ମାଙ୍ଗାନିଜ୍‌ ଭଳି  ପୋଷକ ତତ୍ତ୍ୱ...

ଏସିଡିଟିରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଅଧା ଗ୍ଲାସେ…

ସକାଳେ ଜିରା ମିଶା ଗୁଡ଼ପାଣି ପିଇଲେ ବହୁ ଉପକାର ହୋଇଥାଏ। ଏହା ଦ୍ୱାରା ପାଚନକ୍ରିୟା ସ୍ବାଭାବିକ ହେବା ସହିତ ରକ୍ତହୀନତାରୁ ମୁକ୍ତି ମିଳେ। ଏହା କୋଲେଷ୍ଟରଲସ୍ତର...

Coronavirus Update


Archives

Model This Week

Why Dharitri