ଲିଭର ରୋଗ ଚିହ୍ନଟର ନୂଆ ଉପାୟ

ଲିଭର ରୋଗକୁ ଚିହ୍ନଟ କରିବାର ଏକ ନୂଆ ଉପାୟ ନିକଟରେ ଉଦ୍ଭାବିତ ହୋଇଛି। ଏ କ୍ଷେତ୍ରରେ ସଫଳତା ଅର୍ଜନ କରିଛନ୍ତି ଆମେରିକାସ୍ଥିତ ଜର୍ଜିଆ ୟୁନିଭର୍ସିଟିର ବିଶେଷଜ୍ଞମାନେ। ଉକ୍ତ ୟୁନିଭର୍ସିଟିର ପ୍ରଫେସର ୟାଙ୍ଗ୍‌ଙ୍କ ନେତୃତ୍ୱରେ ଏକ ବିଶେଷଜ୍ଞ ଗ୍ରୁପ୍‌ ଏ ନେଇ ଗବେଷଣା କରିଥିଲେ। ବର୍ତ୍ତମାନ ଆମେରିକାରେ ନୋନାଲକୋହୋଲିକ ଫ୍ୟାଟି ଲିଭର ରୋଗ କାୟା ବିସ୍ତାର କରିଚାଲିଛି। ଏହି ରୋଗକୁ ସହଜରେ ଚିହ୍ନଟ କରିବାର ଏକ ଉପାୟ ସେମାନେ ଖୋଜିପାଇଛନ୍ତି। ପ୍ରଥମେ ଏକ ମୂଷାର ଟିସୁକୁ ପରୀକ୍ଷା କରି ସେମାନେ ସଫଳ ହୋଇଥିଲେ। ମନୁଷ୍ୟମାନଙ୍କ କ୍ଷେତ୍ରରେ ଏପରି ପ୍ରଣାଳୀ ମଧ୍ୟ ସଫଳ ହେବ ବୋଲି ଦୃଢ଼ୋକ୍ତି ବ୍ୟକ୍ତ କରିଛନ୍ତି ପ୍ରଫେସର ୟଙ୍ଗ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଜାଣନ୍ତୁ ମଧୁମେହ ରୋଗୀଙ୍କ ଲାଗି ଘିଅ ଖାଇବା କେତେଦୂର ଉଚିତ..

ବିଶ୍ୱରେ ମଧୁମେହ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହି ରୋଗୀଙ୍କ ଲାଗି ଖାଦ୍ୟପେୟଜନିତ ଅନେକ କଟକଣା ଥାଏ। ଏଥିରେ ଅବହେଳା କଲେ ରକ୍ତରେ...

ଅବସାଦମୁକ୍ତ କରିବ ଏରୋବିକ୍ସ ବ୍ୟାୟାମ

ଦୈନନ୍ଦିନ ୪୫ ମିନିଟ୍‌ ପର୍ଯ୍ୟନ୍ତ ବ୍ୟାୟାମ୍‌ କରିବା ଦ୍ୱାରା ଅବସାଦ ଦୂରେଇଥାଏ। ଏଥିପାଇଁ ସପ୍ତାହକୁ ତିନି ଦିନ ଏରୋବିକ୍ସ ବ୍ୟାୟାମ୍‌ କରିବା ଉଚିତ୍‌। ଅବସାଦ ଏଭଳି...

ପ୍ରେମିକାଙ୍କ ନାମ ଏହି ଅକ୍ଷରରୁ ଆରମ୍ଭ ହେଉଥିଲେ, ରାଧା-କୃଷ୍ଣ ପରି ହୋଇଥାଏ ଯୋଡ଼ି

ଯେ କୌଣସି ସମ୍ପର୍କ ହୋଇଥାଉ ନା କାହିଁକି, ଛୋଟ କଥାରେ ତାହା ଭାଙ୍ଗିବାର ସମ୍ଭାବନା ଥାଏ। ବିଶେଷ କରି ସ୍ତ୍ରୀ-ସ୍ବାମୀ ସମ୍ପର୍କକୁ ଶ୍ରେଷ୍ଠ ବୋଲି କୁହାଯାଏ।...

ଗର୍ଭାବସ୍ଥାରେ କେଶର ଯତ୍ନ

ଗର୍ଭାବସ୍ଥା ସମୟରେ ଅଧିକାଂଶ ମହିଳାଙ୍କର କେଶ ଝଡ଼ିବା ଭଳି ସମସ୍ୟା ଦେଖା ଦେଇଥାଏ। ତେଣୁ ଏ ସମୟରେ କିପରି ଭାବରେ କେଶର ଉପଯୁକ୍ତ ଯତ୍ନ ନେବେ...

ରାତିରେ ହେଉନି ନିଦ; ତେବେ ପିଅନ୍ତୁ ଏହି ଜୁସ୍‌…

ବ୍ୟସ୍ତବହୁଳ ଜୀବନରେ କ୍ଲାନ୍ତି ଆସିବା ସ୍ବାଭାବିକ କଥା। ଏହା ସହିତ ବିଭିନ୍ନ ଚିନ୍ତାରେ ଯୋଗୁ କେତେକଙ୍କୁ ରାତିରେ ନିଦ ଆସେନାହିଁ। ନିଦ ଶରୀର ପାଇଁ ଅତି...

କଚି ମିର୍ଚି କା ମୁର୍ଗ

ପୁରୀକୁ ପ୍ରତିଦିନ ଦେଶ ବିଦେଶର ପର୍ଯ୍ୟଟକ ଆସିଥାନ୍ତି। ଏହାକୁ ଦୃଷ୍ଟିରେ ରଖି ସହରର ବିଭିନ୍ନ ହୋଟେଲ ଏବଂ ରେଷ୍ଟୁରାଣ୍ଟରେ ସୁଆଦିଆ ଖାଦ୍ୟ ପ୍ରସ୍ତୁତ କରାଯାଏ। ତେବେ...

ସ୍ଲିମ୍‌ ହେବା ପାଇଁ ଆପଣାନ୍ତୁ ଏହି ଉପାୟ…

ପରିବର୍ତ୍ତିତ ଜୀବନଶୈଳୀ ଏବଂ ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ମେଦବହୁଳତା ସମସ୍ୟା ଦେଖାଯାଇଥାଏ। ତେବେ ଏଥିରୁ ଦୂରେଇ ରହିବା ପାଇଁ ଅଭ୍ୟାସ କରି ପ୍ରତିଦିନ ସକାଳୁ...

ଥାଇରଏଡ୍‌ ସମସ୍ୟା ଥିଲେ ଖାଆନ୍ତୁ ଏସବୁ

ଅଧିକାଂଶ ଲୋକଙ୍କଠାରେ ବର୍ତ୍ତମାନ ଥାଇରଏଡ୍‌ ସମସ୍ୟା ଦେଖାଦେଉଛି। ମାନସିକ ଦୁଃଶ୍ଚିନ୍ତା, ଖାଦ୍ୟରେ ଆୟୋଡିନ୍‌ ମାତ୍ରା କମ୍‌ କିମ୍ବା ଅଧିକ ହେଲେ ଏହି ସମସ୍ୟା ଦେଖାଦେଇଥାଏ। ଏହା...

Advertisement
Archives

Model This Week