ଲିଭିଲା ବିଜୁଳି, ଜଳିଲା ଦୀପ

ବାଲେଶ୍ୱର ଅଫିସ, ୫ା୪- କରୋନା ମହାମାରୀର ମୁକାବିଲା କରି ବିଜୟୀ ହେବା ଉଦ୍ଦେଶ୍ୟରେ ରବିବାର ରାତି ୯ଟାରୁ ୯ ମିନିଟ୍‌ ଯାଏ ଦେଶବାସୀଙ୍କୁ ବିଜୁଳି ବନ୍ଦ କରି ଦୀପ, ମହମବତୀ, ଟର୍ଚ୍ଚଲାଇଟ ଲଗାଇବା ପାଇଁ ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଥିଲେ। ବାଲେଶ୍ୱର ଜିଲାବାସୀ ଏହାକୁ ସମ୍ମାନର ସହ ଗ୍ରହଣ କରିଛନ୍ତି। ରାତି ୯ଟା ହେବା ମାତ୍ରେ ସମସ୍ତେ ଘର ଅଗଣା ଓ ବାଲକୋନିରେ ଦୀପ ଓ ମହମବତୀ ଲଗାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କୁ ବିଷ ପିଆଇଦେଲେ ଶ୍ୱଶୁରଘର ଲୋକେ, ଭିଡିଓ ଦେଖିଲେ ଆଖିରୁ…

ନୟାଗଡ଼/ରଣପୁର,୨।୧ (ଲୋକନାଥ ମିଶ୍ର /ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଥାନା ଖତିଆ ଗାଁର ବିପିନ ବିହାରୀ ଭୂୟାଁ(୩୦)ଙ୍କୁ ଶ୍ୱଶୁର ଘର ଲୋକେ ବିଷ...

ମୌଳିକ ସୁବିଧାରୁ ବଞ୍ଚିତ ଗାଁ ଭୂର୍ଷିପଡ଼ା: ଅନ୍ଧାର ଘେରରେ ୩୦ ଆଦିବାସୀ ପରିବାର

ନୂଆପଡ଼ା,୨ା୧ (ମକାରୁ ବେମାଲ):ଲୋକଙ୍କୁ ସର୍ବନିମ୍ନ ସୁବିଧା ଯୋଗାଇଦେବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ...

Iran Protests: ମୁଦ୍ରାସ୍ଫୀତିର ନିଆଁରେ ଜଳୁଛି ଇରାନ! ୬ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨।୧ବିଶ୍ୱର ବିଭିନ୍ନ ଦେଶ ନୂତନ ବର୍ଷ ପାଳନ କରୁଥିବା ବେଳେ, ଇରାନ ମୁଦ୍ରାସ୍ଫୀତିର ନିଆଁରେ ଜଳୁଛି । ଆର୍ଥିକ ସଙ୍କଟ ବିରୋଧରେ ଆରମ୍ଭ ହୋଇଥିବା ବିକ୍ଷୋଭ...

୫ରୁ ଉଠାଇବେନି ଧାନ, ଅଡୁଆରେ ଚାଷୀ: ସରକାରଙ୍କୁ ମିଲର୍ସଙ୍କ ଚେତାବନୀ

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ):ଆଉ ୨ଦିନ ପରେ ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରିବ। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସମସ୍ୟାର ସମାଧାନ...

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri