Advertisement

ଲିଭିଲା ବିଜୁଳି, ଜଳିଲା ଦୀପ

ବାଲେଶ୍ୱର ଅଫିସ, ୫ା୪- କରୋନା ମହାମାରୀର ମୁକାବିଲା କରି ବିଜୟୀ ହେବା ଉଦ୍ଦେଶ୍ୟରେ ରବିବାର ରାତି ୯ଟାରୁ ୯ ମିନିଟ୍‌ ଯାଏ ଦେଶବାସୀଙ୍କୁ ବିଜୁଳି ବନ୍ଦ କରି ଦୀପ, ମହମବତୀ, ଟର୍ଚ୍ଚଲାଇଟ ଲଗାଇବା ପାଇଁ ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଥିଲେ। ବାଲେଶ୍ୱର ଜିଲାବାସୀ ଏହାକୁ ସମ୍ମାନର ସହ ଗ୍ରହଣ କରିଛନ୍ତି। ରାତି ୯ଟା ହେବା ମାତ୍ରେ ସମସ୍ତେ ଘର ଅଗଣା ଓ ବାଲକୋନିରେ ଦୀପ ଓ ମହମବତୀ ଲଗାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଲରାପତରିଆ ବାଘ ଆକ୍ରମଣରେ ଦିଅର ଭାଉଜ ଗୁରୁତର

ବାରିପଦା ଅଫିସ,୧୬।୩: ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଞ୍ଚଳରେ କଲରାପତରିଆ ବାଘ ଆକ୍ରମଣରେ ଦିଅର ଭାଉଜ ଗୁରୁତର ହୋଇଛନ୍ତି । ସେମାନେ ହେଲେ ଖଡମବେଡ଼ା ପଞ୍ଚାୟତ...

ଇଦ୍‌ ପାଳନକୁ ନେଇ ସତର୍କତା: ମସ୍‌ଜିଦ୍‌ରେ ୧୪୪ ଧାରା ଜାରି

ରସୁଲପୁର, ୨୪।୫ (ଡି.ଏନ୍‌.ଏ.)-ଇଦ୍‌ ଉଲ୍‌ ଫିତର ପାଇଁ ରସୁଲପୁର ବ୍ଲକ ଅଧୀନ ବିଭିନ୍ନ ମସ୍‌ଜିଦ୍‌ରେ ୧୪୪ ଧାରା ଜାରି କରାଯାଇଛି। ବ୍ଲକର ମୁସଲମାନ ବହୁଳ ଅଞ୍ଚଳ...

ଲକ୍‌ଡାଉନ୍‌ ଯୋଗୁ ଟଙ୍କା ଉଠାଣରେ ଉପୁଜୁଥିଲା ସମସ୍ୟା, ଚୈାଦ୍ୱାରରେ ଆରମ୍ଭ ହେଲା ଭ୍ରାମ୍ୟମାଣ ଏଟିଏମ୍‌ ସେବା

ଚୌଦ୍ୱାର,୧୧ା୪(ଡି.ଏନ୍‌.ଏ.): କରୋନା ଭୟାବହତାକୁ ନଜରରେ ରଖି ସାରା ଦେଶ ତଥା ରାଜ୍ୟକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଲକ୍‌ଡାଉନରେ ସହାରାଞ୍ଚଳଠୁ ଆରମ୍ଭ କରି ଗ୍ରାମାଞ୍ଚଳ ଲୋକେ ପ୍ରଭାବିତ...

୩ ଦିନ ବାବା ଆଖଣ୍ଡଳମଣିଙ୍କ ଦର୍ଶନ ବନ୍ଦ

ଭଦ୍ରକ ଅଫିସ,୨୯।୧୨: ଶ୍ରଦ୍ଧାଳୁଙ୍କ ପାଇଁ ବାବା ଆଖଣ୍ଡଳମଣିଙ୍କ ଦର୍ଶନ ୩ ଦିନ ବନ୍ଦ ରହିବ। ଏ ନେଇ ମନ୍ଦିର ଓ ପୀଠ ପରିସରରେ ପ୍ରଶାସନ ପକ୍ଷରୁ...

କଟକର ଘରୋଇ କଲେଜରୁ ୧୨ ଆକ୍ରାନ୍ତ ଚିହ୍ନଟ ଘଟଣା: କଣ୍ଟାକ୍ଟ ଟ୍ରେସିଂ କରିବ ସିଏମ୍‌ସି

କଟକ ଅଫିସ,୧୮।୩: କଟକରେ ଧିରେ ଧିରେ ବଢ଼ିବାରେ ଲାଗିଲାଣି କରୋନା ସଂକ୍ରମଣ। ସହରର ଏକ ଘରୋଇ କଲେଜରୁ ୧୨ଜଣ କୋଭିଡ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ...

ପଞ୍ଚାୟତ ସମିତି ଅଧିବେଶନରେ ଷ୍ଟାଣ୍ଡିଂ କମିଟି ଗଠନକୁ ନେଇ ହଟ୍ଟଗୋଳ

ଗଞ୍ଜାମ,୧୬ା୧୧(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ କନ୍‌ଫରେନ୍ସ ହଲ୍‌ଠାରେ ଚତୁର୍ଥ ପଞ୍ଚାୟତ ସମିତି ଅଧିବେଶନ ବୁଧବାର ଅନୁଷ୍ଠିତ ହୋଇଥିଲା। ଏଥିରେ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ ଅଧ୍ୟକ୍ଷତା କରିଥିଲେ।...

ବୋତଲ କଳାରେ କରୋନା ସଚେତନତା ବାର୍ତ୍ତା ଦେଲେ ଶିଳ୍ପୀ ଇଶ୍ୱର : କହିଲେ ‘ ଘରେ ରୁହନ୍ତୁ ସୁସ୍ଥ ରୁହନ୍ତୁ’

ଭୁବନେଶ୍ବର, ୪।୪(ବ୍ୟୁରୋ): ବୋତଲ କଳାରେ କରୋନା ସଚେତନତା ବାର୍ତ୍ତା ‘ ଘରେ ରୁହନ୍ତୁ ସୁସ୍ଥ ରୁହନ୍ତୁ’ l ଶିଳ୍ପୀ ଏଲ୍ ଇଶ୍ୱର ରାଓ ଏଭଳି କିଛି...

କ୍ୱାରାଣ୍ଟାଇନ କେନ୍ଦ୍ରରେ କଳାର ସ୍ପର୍ଶ

ବଅଁରପାଳ,୧୩ା୬(ଡି.ଏନ.ଏ.) – ସ୍କୁଲରେ ପଢ଼ିଲା ବେଳେ ଭଲ ଚିତ୍ର ଆଙ୍କୁଥିଲେ। ଏହା ସେତେବେଳେ ତାଙ୍କ ପରିଚୟ ପାଲଟିଥିଲା। ହେଲେ ସେହି ପ୍ରତିଭାର ବିକାଶ ପୂର୍ବରୁ ପରିବାରର...

Advertisement
Archives

Model This Week