ଲୁଚିଛପି ବାହାହେଲେ କ୍ୟାଟ୍ରିନା!

ମୁମ୍ବାଇ: ବଲିଉଡ୍‌ କୁଇନ୍‌ କ୍ୟାଟ୍ରିନା କୈଫ କିଛି ନା କିଛି କାରଣ ପାଇଁ ଥାଆନ୍ତି ଚର୍ଚ୍ଚାରେ। ନିଜ ଫିଲ୍ମ ପାଇଁ ହେଉ ଅବା ରିଲେସନଶିପ ପାଇଁ ହେଉ ଏହି ନାୟିକା ସବୁବେଳେ ଥାଆନ୍ତି ଚର୍ଚ୍ଚାରେ। ଏଥର କିନ୍ତୁ କ୍ୟାଟ୍ରିନାଙ୍କ ଏମିତି ଏକ ଭିଡିଓ ଭାଇରାଲ ହୋଇଛି ଯାହାକୁ ଦେଖି ତାଙ୍କ ଫ୍ୟାନମାନେ ବିଗିଡି ଯାଇଛନ୍ତି। ଉକ୍ତ ଭିଡିଓରେ କ୍ୟାଟ୍ରିନା ବଧୂବେଶରେ ସଜେଇ ହେବା ସହ ହେଭି ଜୁଏଲାରୀ ମଧ୍ୟ ପିନ୍ଧିଛନ୍ତି। ହେଲେ ସମସ୍ତଙ୍କ ମନରେ ପ୍ରଶ୍ନ ଉଠିଛିି ଯଦି କ୍ୟାଟ୍ରିନା ବିବାହ କରିଛନ୍ତି ତେବେ କାହାକୁ ବିବାହ କରିଛନ୍ତି। କାରଣ ଉକ୍ତ ଭିଡିଓରେ ସେମିତି ଅଧିକ କିଛି ନଜର ଆସୁନାହିଁ। ଏବେ କିନ୍ତୁ ଏହି ଭିଡିଓକୁ ଦେଖି ତାଙ୍କ ଫ୍ୟାନଙ୍କର ହୃଦୟ ଭାଙ୍ଗି ଯାଇଛି ବୋଲି କୁହାଯାଉଛି। କାରଣ ସୋସିଆଲ ମିଡିଆରେ ଏହା ଭାଇରାଲ ହେବା ପରେ ଏହା କେବେକାର ଓ କେତେବେଳର ଭିଡିଓ ତାହା ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅପେରା ନାୟିକା କରାଇବାକୁ କହି ଯୁବତୀଙ୍କୁ ହୋଟେଲ୍‌ ଡାକି ବଳାତ୍କାର: ଭିଡିଓ କରି ବ୍ଲାକମେଲିଂ, ଯାତ୍ରାପାର୍ଟି ମ୍ୟାନେଜର ଗିରଫ

ପଟ୍ଟାମୁଣ୍ଡାଇ, ୩୧ା୫(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଯାତ୍ରା ପାଟି ନାୟିକା କରାଇ ଦେବାକୁ ପ୍ରଲୋଭନ ଦେଖାଇ ତାଙ୍କଠାରୁ ଅର୍ଥ…

ଅଭିଷେକ ବାନାର୍ଜୀଙ୍କ ଉପରେ ଆକ୍ରମଣ ଘଟଣାରେ ବଙ୍ଗଳା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ; ୫ ଅଭିଯୁକ୍ତ ଗିରଫ

ସୋନାରପୁର,୩୧।୫: ତୃଣମୂଳ କଂଗ୍ରେସ (ଟିଏମସି)ର ଜାତୀୟ ସାଧାରଣ ସମ୍ପାଦକ ଏବଂ ଏମପି ଅଭିଷେକ ବାନାର୍ଜୀଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାରେ ପୋଲିସ ପାଞ୍ଚ ଜଣଙ୍କୁ ଗିରଫ କରିଛି।…

କେନ୍ଦ୍ରାପଡ଼ା ସହରରେ ଫୁଟିଲା ଗୁଳି

କେନ୍ଦ୍ରାପଡା, ୩୧ା୫ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ସହରସ୍ଥ ରଣପଡା ନିକଟ ଟାଉନ ହାଇସ୍କୁଲ ପଡ଼ିଆ ପାଖରେ ଶନିବାର ସନ୍ଧ୍ୟାରେ ଗୁଳି ଫୁଟିଛି। ଏଥିରେ କାହାରି…

ଖୁସି ଖବର, ପେଟ୍ରୋଲ-ଡିଜେଲ ଉପରେ ଟିକସ ହ୍ରାସ କଲେ ସରକାର: ସାଧାରଣ ଲୋକଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୫: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ATF ରପ୍ତାନି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଶନିବାର, ୩୦ ମଇରେ ଜାରି ଏକ ବିବୃତ୍ତି ଅନୁଯାୟୀ,…

ଏଇ ଭାରତରେ

ନାଗପୁର ନିବାସୀ ଅଶୋକ ତେଭାନି ଅଦରକାରୀ ଓ୍ବେଡିଂ କାର୍ଡରୁ ଘରଚଟିଆଙ୍କ ପାଇଁ ବସା ତିଆରି କରୁଛନ୍ତି। ତାଙ୍କୁ ବୟସ ଏବେ ୭୪। ସେ ବ୍ୟାଙ୍କ ଚାକିରିରୁ ଅବସର…

୯ କିଲୋମିଟରର ଅକୁହା କାହାଣୀ

ଖର ରୌଦ୍ରତାପ। ପାଦ ପୋଡ଼ିଯାଉଛି, ଓଠ ଶୁଖିଯାଉଛି। ତା’ରି ଭିତରେ ଜଣେ ମହିଳା ନିଜର ୯୦ ବର୍ଷୀୟା ବୃଦ୍ଧା ଶାଶୁଙ୍କୁ ପିଠିରେ ବୋହି ପାହାଡ଼ିଆ ରାସ୍ତା, ପଥୁରିଆ…

ପ୍ରାଥମିକ ବିଦ୍ୟାଳୟରେ ଲେସନ ପ୍ଲାନ୍‌

ଦି କୌଣସି ଶିକ୍ଷା ଅଧିକାରୀ ବିଦ୍ୟାଳୟ ପରିଦର୍ଶନ ସମୟରେ ଲେସନ ପ୍ଲାନ ଦେଖିବା ପାଇଁ ଚାହାନ୍ତି ଏବଂ ଲେସନ ପ୍ଲାନକୁ ଆଧାରି କରି ଶ୍ରେଣୀଗୃହକୁ ସମୀକ୍ଷା କରିବାକୁ…

ଦ୍ୱନ୍ଦ୍ୱ ଦୂର ହେଉ

ଗାଈକୁ ଜାତୀୟ ପ୍ରାଣୀ ଘୋଷଣା କରିବା ସହ ସାରା ଭାରତରେ ଏହାର ହତ୍ୟା ନିଷେଧ ପାଇଁ ପ୍ରମୁଖ ମୁସଲିମ୍‌ ବ୍ୟକ୍ତିବିଶେଷ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ସର୍ବବୃହତ୍‌ ମୌଲବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri