ଲୁଟେରାଙ୍କୁ କାବୁ କରି ନିର୍ଧୁମ୍‌ ମାଡ଼: ୨ ଗିରଫ, ବାଇକ୍‌ ଜବତ

ରୂପ୍‌ସା, ୧୬।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପ୍‌ସା ଥାନା ଆଙ୍କୋ ମାର୍କେଟ୍‌ ଛକରେ ଶନିବାର ସ୍ଥାନୀୟ ଲୋକେ ୨ଜଣ ଲୁଟେରାଙ୍କୁ କାବୁ କରି ନିର୍ଧୁମ ମାଡ଼ ମାରିଛନ୍ତି। ଥାନାଧିକାରୀ ସୁଚନ୍ଦ୍ର ମହାଳିକ ସଦଳବଳେ ପହଞ୍ଚତ୍ ୨ ଅଭିଯୁକ୍ତଙ୍କୁ ଗିରଫ କରିଛନ୍ତି।
ଆଙ୍କୋ ଗ୍ରାମର ରନତ୍ାକର ବେହେରା ଅପରାହ୍ନରେ ରୂପ୍‌ସା ୟୁନାଇଟେଡ଼ ବ୍ୟାଙ୍କରୁ ୨୦ହଜାର ଟଙ୍କା ଉଠାଇ ଘରକୁ ଫେରୁଥିଲେ। ୨ଜଣ ଲୁଟେରା ତାଙ୍କୁ ପିଛା କରି ଆଙ୍କୋ ୟୁପି ସ୍କୁଲ ନିକଟରୁ ୨୦ହଜାର ଟଙ୍କା ଲୁଟ୍‌ କରି ଦ୍ରୁତ ବେଗରେ ପଳାଉଥିଲେ। ମାତ୍ର ଭାରସାମ୍ୟ ହରାଇ ଆଙ୍କୋ ଛକଠାରେ ଅଭିଯୁକ୍ତଦ୍ୱୟ ବାଇକ୍‌ରୁ ପଡ଼ିଯିବାରୁ ସ୍ଥାନୀୟ ଲୋକେ ତାଙ୍କୁ କାବୁ କରିଥିଲେ। ଏହାପରେ ଲୁଟେରାଦ୍ୱୟଙ୍କୁ ନିର୍ଧୁମ୍‌ ମାଡ଼ ମାରି ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚତ୍ ଅଭିଯୁକ୍ତଦ୍ୱୟ ଗଞ୍ଜାମ ଜିଲା ଆସିକା ଥାନା ଅଞ୍ଚଳର ପି. ଅଜୟ ଓ କୋଦଳା ଥାନା ଅଞ୍ଚଳର ପି. ସୁଭାସଙ୍କୁ ଗିରଫ କରିଥିଲେ। ତାଙ୍କଠାରୁ ଏକ ଆପାଚି ବାଇକ୍‌ (ନଂ. ଓଡ଼ି୦୨ବିସି-୮୩୭୮) ଜବତ ହୋଇଛି। ଏନେଇ ଏକ ମାମଲା (ନଂ. ୮୪/୧୯) ରୁଜୁ ହୋଇ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍ତା ଅଞ୍ଚଳରେ ଲୋକଙ୍କ ନିଦ ହଜାଇ ଦେଇଥିଲା ଦୌରାତ୍ମ୍ୟ, ଧରାପଡିଲେ ୪ ଲୁଟେରା

ବସ୍ତା, ୨୭।୮(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବସ୍ତା ଅଞ୍ଚଳରେ ଲୁଟେରାଙ୍କ ଦୌରାତ୍ମ୍ୟ ଲୋକଙ୍କ ନିଦ ହଜାଇ ଦେଇଥିଲା। ଶେଷରେ ପୋଲିସ ୪ ବାଇକ୍‌ ଲୁଟେରାଙ୍କୁ କାବୁ କରିବାରେ ସକ୍ଷମ...

ସ୍ନାନଯାତ୍ରାରୁ ନୀଳାଦ୍ରିବିଜେ ଯାଏ ନୀତିନିର୍ଘଣ୍ଟ ଚୂଡ଼ାନ୍ତ

ପୁରୀ ଅଫିସ,୨୧ା୫: ଆସନ୍ତା ୩୦ତାରିଖରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ପଡୁଥିବା ବେଳେ ଜୁନ ୪ତାରିଖ ସ୍ନାନଯାତ୍ରା, ଜୁନ ୨୦ରେ ଘୋଷଯାତ୍ରା ଓ ୨୮ରେ ବାହୁଡ଼ା, ୨୯ରେ ସୁନାବେଶ...

ମା’ ପଡ଼ିଯିବାରୁ କୂଅକୁ ଡେଇଁଲେ ପୁଅ

ଛତ୍ରପୁର,୩୦।୮(ଡି.ଏନ୍‌.ଏ.): ବୃଦ୍ଧା ମା’ କୂଅରେ ପଡିଯିବାରୁ ତାଙ୍କୁ ଉଦ୍ଧାର କରିବାକୁ ଯାଇ କୂଅ ଭିତରକୁ ଡେଇଁଲେ ପୁଅ। ଏ ଭଳି ଘଟଣା ଘଟିଛି ଗଞ୍ଜାମ ଜିଲା...

ସରକାରୀ ମଦଭାଟି ସିଲ୍‌ କଲା ପ୍ରଶାସନ: ସିଲ୍‌ ପରେ ପଛପଟ ଖୋଲି ଚାଲିଥିଲା ମଦ ପ୍ରସ୍ତୁତ, ୩ ଅଟକ

ଦିଗପହଣ୍ଡି,୨୭ା୪(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ଗ୍ରାମ ନିକଟରେ ଥିବା ସରକାରୀ ବାହାର ଦେଶୀମଦ ଭାଟିରେ ସୋମବାର ଦିଗପହଣ୍ଡି ଏକ୍‌ଜିକ୍ୟୁଟିଭ୍‌ ମାଜିଷ୍ଟ୍ରେଟ ତଥା ତହସିଲଦାର ଅଦ୍ୱୈତ କୁମାର...

କନିଆ ଦେଖିବାକୁ ଯାଇ ଘରକୁ ଫେରିଲେନି ଯୁବକ

ବାରିପଦା ଅଫିସ,୨୬ା୩: କନିଆ ଦେଖିବାକୁ ଯାଇ ନଦୀରେ ବୁଡ଼ିଗଲେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ଯଶିପୁର ଜୁଳପୋଶି ଗ୍ରାମରେ।...

ପ୍ରେମ ବିବାହକୁ ବିରୋଧ କରି ହତ୍ୟା ଉଦ୍ୟମ ଅଭିଯୋଗ: ଶଳାଙ୍କ ଟାଙ୍ଗିଆ ଚୋଟରେ ଭିଣୋଇ ଗୁରୁତର

ପରଜଙ୍ଗ, ୨ା୫(ଡି.ଏନ.ଏ.)- ପରିବାରର ବିନା ସ୍ବୀକୃତିରେ ପ୍ରେମ ବିବାହ କରିଥିବା ଯୋଗୁ ମରଣାନ୍ତକ ଆକ୍ରମଣର ଶିକାର ହୋଇଛନ୍ତି ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କଳଦା ଗ୍ରାମର...

ସନ୍ତୋଷିନୀଙ୍କୁ ଭେଟି ଉତ୍ସାହିତ କଲେ ଜିଲାପାଳ

ସମ୍ବଲପୁର,୧୩ା୯(ବ୍ୟୁରୋ):ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗୋଷ୍ଠୀଗତ ୭ ଓ ବ୍ୟକ୍ତିଗତ ୩୦ ମୋଟ ୩୭ ଗୋଟି...

ମା’ବାପ୍‌ ଛେଉଁଡ୍‌ ତୁଷାରକୁଁ ଉଧାର କଲା ପରଶାସନ

  ଭବାନୀପାଟଣା, ୬ା୧୨ (ଡି.ଏନ.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଜୟନ୍ତପୁର ପଁଚେତ୍‌ ବାରିକପଡ଼ାର ମା’ବାପ୍‌ ଛେଉଁଡ୍‌ ତୁଷାର ବାରିକ(୧୧)କୁଁ ସାହାଯ୍‌ର ହାତ୍‌ ବଢ଼େଇଛେ ଜିଲା...

Advertisement
Archives

Model This Week