ଲୁଣର ଉପକାରୀ ଗୁଣ

ଲୁଣ ରୋଷେଇ ଘରର ସବୁଠାରୁ ବଡ଼ ମସଲା ବୋଲି କେହି କେହି କହିଥାଆନ୍ତି। କାରଣ ଲୁଣ ବିନା କୌଣସି ରନ୍ଧା ଖାଦ୍ୟ ସ୍ବାଦିଷ୍ଟ ହୋଇ ନ ଥାଏ। ହେଲେ କେବଳ ଖାଦ୍ୟ ରାନ୍ଧିବା ପାଇଁ ନୁହେଁ ଲୁଣର ଆହୁରି କିଛି ବ୍ୟବହାର ମଧ୍ୟ ରହିଛି। ଯାହାକୁ ଜାଣି ରଖିବା ଭଲ।
-ହାତର ଦୁର୍ଗନ୍ଧ ଦୂର କରିବା ପାଇଁ ଲୁଣର ବ୍ୟବହାର କରାଯାଇଥାଏ। ବେଳେବେଳେ ରସୁଣ ଛଡାଇବା ପରେ ଅବା ପିଆଜ ଛଡାଇବା ପରେ ହାତରେ ଏହାର ଗନ୍ଧ ରହିଯାଇଥାଏ। ଏହାକୁ ଦୂର କରିବାକୁ ଲୁଣ ସହ ସିରକା ମିଶାଇ ହାତରେ ଘଷିଲେ ଏହି ଗନ୍ଧ ଦୂର ହୋଇଥାଏ।
-ସିଙ୍କରେ ଲାଗିଥିବା ଦାଗ ନ ଛାଡିଲେ ଉଷୁମ ପାଣିରେ ଲୁଣ ପକାଇ ସେହି ସ୍ଥାନରେ ଢାଲିଦେଲେ ଦାଗ ଛାଡି ଯାଇଥାଏ।
-ଫଳକୁ ଅଧିକାଂଶ ସମୟ ତାଜା ରଖିବାକୁ ବା କଟା ଫଳରେ କଳା ପଡିଯାଉଥିବା ସମସ୍ୟାକୁ ଦୂରେଇବା ପାଇଁ ଏହା ଉପରେ ଅଳ୍ପ ଲୁଣ ଛିଞ୍ଚିଦେଲେ କଟା ଫଳ କଳା ପଡି ନ ଥାଏ।
-କପଡାରେ କିଛି ଦାଗ ଲାଗିଯାଇଥଲେ ଲୁଣା ବ୍ୟବହାର କରାଯାଇଥାଏ। ଲୁଣ ପାଣିରେ ଘଣ୍ଟାଏ ପର୍ଯ୍ୟନ୍ତ କପଡା ବୁଡାଇ ରଖିଲେ ଏହାର ରଙ୍ଗ ଚମକିବା ସହ ଦାଗ ଛାଡି ଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ହେବେ ପ୍ରଧାନମନ୍ତ୍ରୀ! ହେଲେ କିଏ ବାଛିଲା ତାଙ୍କୁ? ଜାଣନ୍ତୁ କଂଗ୍ରେସର ଏହି ଦାବି ସମ୍ପର୍କରେ

ନୂଆଦିଲ୍ଲୀ,୧।୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ପ୍ରଧାନମନ୍ତ୍ରୀ ପଦ ପାଇଁ ମେଣ୍ଟର ପ୍ରାର୍ଥୀ ଘୋଷଣା କରାଯାଇଛି। ତାମିଲନାଡୁ ବିଧାନସଭାରେ କଂଗ୍ରେସ ବିଧାୟକ ଦଳ (ସିଏଲପି)ର ନେତା…

‘କମିବ ତେଲ ଦର’, ଏମିତି ଘୋଷଣା କରି ଚମକାଇ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୧।୯: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ଜୋର ଦେଇ କହିଥିଲେ ଯେ ଭେନେଜୁଏଲା ସହିତ ତାଙ୍କର ତୈଳ ଚୁକ୍ତି ଯୋଗୁ ଗ୍ୟାସ ମୂଲ୍ୟରେ ଦ୍ରୁତ ହ୍ରାସ ଘଟିବ,…

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri