ଲୁଣା ନଦୀରୁ ଅଜଣା ଯୁବତୀଙ୍କ ମୃତଦେହ ଉଦ୍ଧାର

ମାର୍ଶାଘାଇ,୨୬।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ମାର୍ଶାଘାଇ ଥାନା କୁଆଁରପାଳ ନିକଟ ଲୁଣା ନଦୀରେ ଗୁରୁବାର ଜଣେ ଅଜଣା ଯୁବତୀଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ଖବର ପାଇ ମାର୍ଶାଘାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି। ଯୁବତୀଜଣଙ୍କ କଲେଜ ୟୁନିଫର୍ମ ପିନ୍ଧିଥିବା ବେଳେ ତାଙ୍କ ପାଦରେ ଚପଲ ରହିଛି। ପୋଲିସ ଅଧିକ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ଏମିତି କହିଲେ ଚାମେଲି, ଚାରିଆଡ଼େ ଚର୍ଚ୍ଚା

କେନ୍ଦ୍ରାପଡ଼ା/ମହାକାଳପଡା,୧୭ା୬:  କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ ଜାମିନ ମିଳିଛି । ଏହି ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ…

ରଜ ଖେଳ ବିବାଦରୁ ରକ୍ତାକ୍ତ ସଂଘର୍ଷ

ରାଉରକେଲା,୧୭।୬ (ସଙ୍ଗୀତା ଜେନା): ରଜ ପର୍ବ ଆନନ୍ଦ ଉଲ୍ଲାସରେ ଚାଲିଥିବାବେଳେ ଇସ୍ପାତ ସହର ରାଉରକେଲାରେ ରକ୍ତାକ୍ତ ସଂଘର୍ଷ ହୋଇଛି। ରଜ ଖେଳ ଆୟୋଜନକୁ କେନ୍ଦ୍ର କରି ସୃଷ୍ଟି…

ପୁଣି ଗଜରାଜଙ୍କ ତାଣ୍ଡବ! ଜଣଙ୍କ ଜୀବନ ନେବା ପରେ ବି ଥମୁନି ଗୋଠଛଡ଼ା ଦନ୍ତାର ଉପଦ୍ରବ, ଚିନ୍ତାରେ ଗ୍ରାମବାସୀ

ବଞ୍ଚୋ,୧୭।୬(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳରେ ଗଜରାଜଙ୍କ ଉପଦ୍ରବ ଥମିବାର ନାଁ ନେଉନାହିଁ । ପୁଣିଥରେ ଜନବସତି ମୁହାଁ ହୋଇଛି ଗୋଠଛଡ଼ା ଦନ୍ତା…

ବାରିପଦାରେ ଲଭ୍‌ ଜିହାଦ୍‌କୁ ନେଇ ଉତ୍ତେଜନା: କୋର୍ଟ ମ୍ୟାରେଜ ପୂର୍ବରୁ ବର, ବରଯାତ୍ରୀକୁ ଟେକିନେଲା ପୋଲିସ

ବାରିପଦା,୧୭।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହରରେ ମଙ୍ଗଳବାର ‘ଲଭ୍‌ ଜିହାଦ୍‌’ ଭଳି ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିବା ପରେ ପୋଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।…

ଚାଷୀଙ୍କ ପ୍ରଶ୍ନବାଣରେ ଘାଇଲା ମନ୍ତ୍ରୀ: ଆଜିଠାରୁ ସବୁ ମଣ୍ଡିରୁ ଉଠିବ ଧାନ

ନୂଆପଡ଼ା,୧୭ା୬ (ମକାରୁ ବେମାଲ):ନୂଆପଡ଼ା ଜିଲା ଗସ୍ତରେ ଆସିଥିବା ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକଙ୍କୁ ଚାଷୀଙ୍କ ପ୍ରଶ୍ନବାଣର ସମ୍ମୁଖୀନ ହେବାକୁ ପଡିଛି। ଜିଲାରେ…

ଧାନବିକ୍ରି ଟୋକନ ନ ମିଳିଲେ ଆନ୍ଦୋଳନ: ଚାଷୀଙ୍କ ଚେତାବନୀ

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟ ସମୟ ଆସି ଯାଇଛି। ମାତ୍ର ଏପର୍ଯ୍ୟନ୍ତ ଟୋକନ ସମସ୍ୟା ଯୋଗୁ ଚାଷୀମାନେ ଗତ ରବିରେ ଅମଳ କରିଥିବା ଧାନ…

ନାବାଳିକା ଝାଡ଼ୁବିକାଳିଙ୍କୁ ଗଣବଳାତ୍କାର: ରାତିରେ ଉଠିଥିବା ବେଳେ…

କେନ୍ଦ୍ରାପଡ଼ା, ୧୭।୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଜଜାଙ୍ଗଠାରେ ଜଣେ ନାବାଳିକା ଝାଡୁ ବିକାଳି ଗଣବଳାତ୍କାରର ଶିକାର ହୋଇଛନ୍ତି। ଏନେଇ ପୀଡ଼ିତାଙ୍କ ପରିବାର ଥାନାରେ ଅଭିଯୋଗ କରିଛନ୍ତି।…

ଶୁଭାରମ୍ଭ ବେଳେ ଫୁଲତୋଡ଼ା, ନିଲମ୍ବନ ପରେ ଏତଲା: ଫିଟୁଛି ବକ୍ସ କଣ୍ଡୁଇଟ୍‌ ନିର୍ମାଣ ଅନିୟମିତତା ଗୁମର

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ):ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ ନିର୍ମାଣରେ ହୋଇଥିବା ଅନିୟମିତତାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ଏହି ଅନିୟମିତତା ଧରାପଡ଼ିବା ପରେ ଗତ ୮ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri