ଲୁଣା ନଦୀରୁ ମୃତ ଥଣ୍ଟିଆ କୁମ୍ଭୀର ଉଦ୍ଧାର

ମହାକାଳପଡ଼ା,୫|୪(ଡି.ଏନ୍.ଏ.)- କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜୟଚନ୍ଦ୍ରପୁର ଗ୍ରାମ ନିକଟ ଲୁଣା ନଦୀ ଗାଧୁଆ ତୁଠରୁ ଚାରି ଫୁଟ ଲମ୍ବର ମୃତ ଥଣ୍ଟିଆ କୁମ୍ଭୀରକୁ ଲୋକେ ଉଦ୍ଧାର କରିଛନ୍ତି। ଖବର ପାଇ କେନ୍ଦ୍ରାପଡ଼ା ବନ ବିଭାଗ କର୍ମଚାରୀ ଓ ମାର୍ଶାଘାଇ ପୋଲିସ ପହଞ୍ଚି ତାହାକୁ ଜବତ କରିଥିଲେ। କୁମ୍ଭୀର ଲାଞ୍ଜରେ ବନ ବିଭାଗର ଟ୍ରାଞ୍ଜିଷ୍ଟର ଲାଗିଥିବା ଜଣାପଡ଼ିଛି। ଧୀବରଙ୍କ ଜାଲରେ ପଡ଼ି କୁମ୍ଭୀରର ମୃତ୍ୟୁ ଘଟିଥିବା ସ୍ଥାନୀୟ ଅଞ୍ଚଳରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ କରୋନା ନେଲା ଆଉ ୨ଜୀବନ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ରାଜ୍ୟରେ କରୋନା ଜନିତ ଆଉ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଉଛନ୍ତି ଗଞ୍ଜାମ ଜିଲାର। ଏହାକୁ ମିଶାଇ ଗଞ୍ଜାମ ଜିଲାରେ ମୃତ୍ୟୁ ସଂଖ୍ୟା...

ଭଉଣୀଙ୍କ ସୁନା ଚୋରି କରି ଜେଲ ଗଲେ ଭାଇ, ବନ୍ଧା ରଖି ଆଣିଥିଲେ ଟଙ୍କା

ଗଞ୍ଜାମ,୧୬।୯(ଡି.ଏନ୍‌.ଏ.): ଭାଇ ସାଜିଲା ଭଉଣୀର ଭଗାରୀ । ନିଜ ଭଉଣୀର ସୁନା ନାନୁ ଓ ଚେନ ଚୋରି କରି ଧରା ପଡିବା ପରେ ଭାଇକୁ ଜେଲ୍‌...

ପୋଖରୀ କୂଳରେ ହତ୍ୟାକାଣ୍ଡର ଡେମୋ ଦେଖାଇଲେ ଅଭିଯୁକ୍ତ ସରୋଜ

ନୟାଗଡ଼ ଅଫିସ,୨୪।୧୨: ପରୀ ଅପହରଣ ଓ ହତ୍ୟା ଘଟଣାରେ ଗୁରୁବାର ଅଭିଯୁକ୍ତ ସରୋଜ ସେଠୀଙ୍କୁ ଯଦୁପୁର ଆଣି ସିନ୍‌ ରିକ୍ରିଏସନ କରିଛି ଏସ୍‌ଆଇଟି। ପରୀର ମୃତଦେହ...

କ୍ୟାବିନେଟ୍‌ ନିଷ୍ପତ୍ତି: ୨୪ରୁ ୪୮ ଘଣ୍ଟା ମଧ୍ୟରେ ଚାଷୀଙ୍କୁ ମିଳିବ ଟଙ୍କା, ଧାନ କିଣା ଟାର୍ଗେଟ କମିଲା

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଧାନ ବିକୁଥିବା ଚାଷୀଙ୍କୁ ଏଣିକି ୨୪ରୁ ୪୮ ଘଣ୍ଟା ମଧ୍ୟରେ ସେମାନଙ୍କର ପ୍ରାପ୍ୟ ମିଳିବ। ପୂର୍ବରୁ ସେମାନଙ୍କୁ ୨୪ରୁ ୭୨ ଘଣ୍ଟା ମଧ୍ୟରେ ଧାନ...

ଜାତିସଂଘ ମୁଖ୍ୟାଳୟରେ ପ୍ରଦର୍ଶିତ ହେଲା ‘ଦି ଲାଷ୍ଟ କଲର’

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଅନ୍ତର୍ଜାତୀୟସ୍ତରରେ ଖ୍ୟାତି ଅର୍ଜନ କରିଥିବା ଓଡ଼ିଶା ଜନ୍ମିତ ଫିଲ୍ମ ପ୍ରଯୋଜକ ଓ ପ୍ରମୋଟର ଜିତେନ୍ଦ୍ର ମିଶ୍ର ପୁଣିଥରେ ଓଡ଼ିଶାକୁ ବିଶ୍ୱସ୍ତରରେ ଗୌରବାନ୍ବିତ କରିଛନ୍ତି। ନିକଟରେ...

ରତ୍ନସିଂହାସନରୁ ପଥର ଉଭାନ

ପୁରୀ ଅଫିସ,୮ା୭: ଶ୍ରୀମନ୍ଦିର ରତ୍ନସିଂହାସନରୁ ଖଣ୍ଡିଏ ପଥର ଗାଏବ କରିଦିଆଯାଇଛି। ଏନେଇ ଏକ ସଙ୍ଗିନ ଅଭିଯୋଗ ଆଣିଛନ୍ତି ସେବାୟତ ଈପ୍‌ସିତ ପ୍ରତିହାରୀ। ମଙ୍ଗଳବାର ଗଣମାଧ୍ୟମକୁ ସୂଚନା...

CORONAVIRUS UPDATE: ରାଜ୍ୟରେ ଆଉ ୯୧ ପଜିଟିଭ୍‌ ଚିହ୍ନଟ; ମୋଟ ଆକ୍ରାନ୍ତ ସଂଖ୍ୟା ୮୨୮କୁ ବୃଦ୍ଧି

ଭୁବନେଶ୍ୱର,୧୭।୫(ବ୍ୟୁରୋ): ରାଜ୍ୟରେ ରବିବାର ନୂଆ ୯୧ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୮୨୮କୁ ବୃଦ୍ଧି ପାଇଛି। ନୂଆ ଆକ୍ରାନ୍ତଙ୍କ...

ଏସ୍‌ଟିଏଫ୍‌ ହାତରେ ଧରାପଡ଼ିଲେ ୱାଣ୍ଟେଡ୍‌ ଶିବୁ

ଭୁବନେଶ୍ୱର, ୨୨/୨(ବ୍ୟୁରୋ):ନୟାଗଡ଼ ଜିଲା ଟାଉନ୍‌ ଥାନା ଅନ୍ତର୍ଗତ ଉଦୟପଥ ଲେନ୍‌ର ଏକ ଭଡାଘରୁ ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ ମାମଲାର ମୁଖ୍ୟ ଅଭିଯୁକ୍ତ...

Advertisement
Archives

Model This Week