ଲୁଣ କମ୍‌ ଖାଉଛନ୍ତି କି… ଦେଖାଯାଇପାରେ ଏସବୁ ସମସ୍ୟା

ଅଧିକ ଲୁଣ ଖାଇବା ସ୍ବାସ୍ଥ୍ୟ ପକ୍ଷେ କ୍ଷତିକାରକ ବୋଲି ଆପଣ ଜାଣିଥିବେ। ଏ ନେଇ ଅଧିକାଂଶ ଲୋକ କମ୍‌ ଲୁଣ ଖାଉଥିବା ବେଳେ କେହି କେହି ଲୁଣ ଖାଇ ନ ଥାନ୍ତି। ମାତ୍ର ଜାଣି ଆଶ୍ଚର୍ଯ୍ୟ ହେବେ କମ୍‌ ଲୁଣ ଖାଇଲେ ମଧ୍ୟ ମଧୁମେହ, କୋଲେଷ୍ଟରଲ ଭଳି ସମସ୍ୟା ନିୟନ୍ତ୍ରଣରେ ରହି ନ ଥାଏ। ତେବେ ଜାଣନ୍ତୁ କମ୍‌ ଲୁଣ ଖାଇଲେ ହେଉଥିବା ବିଭିନ୍ନ ରୋଗ ସମ୍ପର୍କରେ…

ରକ୍ତଚାପ: ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ କହିବାନୁଯାୟୀ, ଅଧିକ ଲୁଣ ଖାଇଲେ ଯେପରି ଉଚ୍ଚ ରକ୍ତଚାପ ସମସ୍ୟା ଦେଖାଯାଇଥାଏ। ସେହିପରି କମ୍‌ ଲୁଣ ଖାଇଲେ ନିମ୍ନ ରକ୍ତଚାପ ସମସ୍ୟା ସୃଷ୍ଟି ହୋଇଥାଏ।

ମଧୁମେହ: ଲୁଣରେ ପ୍ରଚୁର ପରିମାଣରେ ସୋଡିୟମ ରହିଥାଏ। ଏହାକୁ କମ୍‌ ଖାଇବା ଫଳରେ ଶରୀରରେ ସୋଡିୟମ୍‌ର ମାତ୍ରା କମ୍‌ ହୋଇଥାଏ। ଫଳରେ ଟାଇପ୍‌ ଟୁ ମଧୁମେହ ସମସ୍ୟା ହେବାର ଆଶଙ୍କା ରହିଥାଏ। ଅନେକ ଗବେଷଣାରୁ ଏହା ପ୍ରମାଣିତ ହୋଇଛି କମ୍‌ ଲୁଣ ଇନ୍‌ସୁଲିନ୍‌ ସହ ଜଡିତ। କମ୍‌ ଲୁଣ ଖାଇବା ଫଳରେ ଶରୀରରେ ଇନ୍‌ସୁଲିନ୍‌ ମାତ୍ରା କମ୍‌ ହୋଇଥାଏ।

କୋଲେଷ୍ଟରଲ: ଆମେରିକା ଜର୍ନାଲ୍‌ରେ ସ୍ଥାନ ପାଇଥିବା ଏକ ଗବେଷଣାରୁ ଜଣାପଡ଼ିଛି କମ୍‌ ଲୁଣ ଖାଇଲେ କୋଲେଷ୍ଟରଲ ସମସ୍ୟା ହୋଇଥାଏ ।

ଅଳସୁଆ: ଅଧିକ ଶାରୀରିକ ପରିଶ୍ରମ କରୁଥିବା ଲୋକଙ୍କୁ ଯେପରି ଠିକ୍‌ ମାତ୍ରାରେ ଲୁଣର ଆବଶ୍ୟକ ରହିଛି ସେହିଭଳି କମ୍‌ ଲୁଣ ଖାଉଥିବା ଲୋକଙ୍କଠାରେ ଅଳସୁଆ ସମସ୍ୟା ଦେଖାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍‌ ଗଲେ ବିଏସ୍‌ଏନଏଲ୍‌ ସେବା ଅଚଳ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ…

ଗୋଟିଏ ଦିନରେ ୧୨ ଅଟୋ ଜବତ କଲା ପୋଲିସ, ଏକାଧିକ ମାମଲା ରୁଜୁ କରି…

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଗୋଟିଏ ଦିନରେ ରବିବାର ୧୨ଟି ଯାତ୍ରୀବାହୀ ଅଟୋ ଉପରେ ନେଇଛି ଦୃଢ଼ କାର୍ଯ୍ୟାନୁଷ୍ଠାନ।…

ପ୍ରେମିକାଙ୍କୁ ଭେଟିବା ପାଇଁ କରିଥିଲେ ସୀମା ପାର୍, ଯୁବକଙ୍କୁ LOCରେ….

ଶ୍ରୀନଗର,୩୧ା୫: ଜମ୍ମୁ କଶ୍ମୀରର ବାରାମୁଲ୍ଲା ଜିଲ୍ଲାର ଉରି ସେକ୍ଟରରେ ନିୟନ୍ତ୍ରଣ ରେଖା ପାର କରି ଭାରତରେ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା ଜଣେ ପାକିସ୍ତାନୀ ଅନୁପ୍ରବେଶକାରୀଙ୍କୁ ଭାରତୀୟ…

‘ଜାତି-ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ, ଆଗକୁ ବଢ଼ିବାକୁ ହେଲେ କେବଳ ଏକତା ଜରୁରୀ’

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଜାତି ଏବଂ ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ। ଆଗକୁ ବଢ଼ିବାକୁ ହେଲେ ଏକତା ମନୋଭାବ ହିଁ ଜରୁରୀ ବୋଲି ନିଖିଳ ଉତ୍କଳ…

ବିଦେଶରେ ସୁନା ଶସ୍ତା କିନ୍ତୁ ଭାରତରେ ମହଙ୍ଗା କାହିଁକି? ଲକ୍ଷେ ଟଙ୍କାର ସୁନା କିଣିଲେ ୧୮ହଜାର ଅଧିକ କାହିଁକି ଦେବାକୁ ପଡ଼େ

ନୂଆଦିଲ୍ଲୀ,୩୧ା୫: ବିବାହ ହେଉ କିମ୍ବା ଦୀପାବଳି କିମ୍ବା ଧନତେରସ ଭଳି ପର୍ବ, ଲୋକମାନେ ଏପରି ପ୍ରତ୍ୟେକ ଅବସରରେ ସୁନା କିଣିବାକୁ ପସନ୍ଦ କରନ୍ତି । ତଥାପି, ବାସ୍ତବତା…

ଗୁଗଲକୁ ବଡ଼ ଝଟକା: ହାଇକୋର୍ଟ ଲଗାଇଲେ ୩୦ ଲକ୍ଷ ଟଙ୍କାର ଜରିମାନା

ନୂଆଦିଲ୍ଲୀ,୩୧।୫: ଗୁଗଲ (Google) ଏବେ ଭାରତରେ ବଡ଼ ଆଇନଗତ ଅସୁବିଧାରେ ପଡ଼ିଛି। ଟ୍ରେଡମାର୍କ ଉଲ୍ଲଂଘନ ମାମଲାରେ ଦିଲ୍ଲୀ ହାଇକୋର୍ଟ ଗୁଗଲ ଉପରେ ୩୦ ଲକ୍ଷ ଟଙ୍କାର ଜରିମାନା…

‘ଯଦି ତୁମେ ଭାଜପାକୁ ସମର୍ଥନ କରିବ ତୁମେ ଦେଶଭକ୍ତ’, ନଚେତ୍‌…

କୋଲକାତା,୩୧ା୫: ପଶ୍ଚିମବଙ୍ଗର ଦକ୍ଷିଣ ଚବିଶି ପ୍ରଗଣା ଜିଲାର ସୋନାରପୁରରେ ତୃଣମୂଳ କଂଗ୍ରେସ (TMC) ଏମ୍‌ପି ଅଭିଷେକ ବାନାର୍ଜୀଙ୍କୁ ଏକ ବଡ଼ ଧରଣର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।…

ସ୍ବାମୀଙ୍କ ନଜରରେ ପଡିଗଲା ସ୍ତ୍ରୀଙ୍କ ପରକୀୟା ପ୍ରୀତି, ପ୍ରେମିକଙ୍କ ସହ ମିଶି କରିଥିଲେ ହତ୍ୟା ଉଦ୍ୟମ, ଏବେ ଗଲେ ଜେଲ୍

ଦିଗପହଣ୍ଡି,୩୧|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗାଁ ଛକରେ ରହୁଥିବା ଏସ.ଶଙ୍କର ରେଡ୍ଡୀଙ୍କ  ଅନୁପସ୍ଥିତିରେ ତାଙ୍କ ସ୍ତ୍ରୀ ଏସ.ରଶ୍ମିତା ରେଡ୍ଡୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri