Posted inଜାତୀୟ

ଲୁଧିଆନା ଓ୍ବାକ୍ସ ମ୍ୟୁଜିୟମରେ ଲାଗିଲା କେଜରିଓ୍ବାଲଙ୍କ ମହମ ପ୍ରତିମୂର୍ତ୍ତି

ଲୁଧିଆନା,୧୬।୨: ପଞ୍ଜାବର ଲୁଧିଆନାରେ ଥିବା ‘ପ୍ରଭାକର ଓ୍ବାକ୍ସ ମ୍ୟୁଜିୟମ’ରେ ଆମ ଆଦମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜରିଓ୍ବାଲଙ୍କ ଏକ ମହମ ପ୍ରତିମୂର୍ତ୍ତି ରବିବାର ସ୍ଥାପନ କରାଯାଇଛି। ତୃତୀୟ ଥର ଲାଗି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ କେଜରିଓ୍ବାଲ ଶପଥ ନେବା ପୂର୍ବରୁ ତାଙ୍କର ଏହି ମହମ ପ୍ରତିମୂର୍ତ୍ତି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ଲୋକେ ସେଠାକୁ ଯାଇ କେଜରିଓ୍ବାଲଙ୍କ ମୁର୍ତ୍ତି ନିକଟରେ ବିଭିନ୍ନ ଢଙ୍ଗରେ ଫଟୋ ଉଠାଉଥିବା ଦେଖାଯାଇଛି। କେବଳ କେଜରିଓ୍ବାଲ ନୁହେଁ ଏହି ମ୍ୟୁଜିୟମରେ ପାଖାପଖି ୫୨ ଜଣଙ୍କ ମହମ ପ୍ରତିମୂର୍ତ୍ତି ଲାଗିଥିବା ସୂଚନା ରହିଛି। ଏମାନଙ୍କ ମଧ୍ୟରେ ରହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କ୍ରିକେଟର ସଚ୍ଚିନ ତେନ୍ଦୁଲକର, ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀ, ମଦର ଟେରେସା, ମିଖାଇଲ ଜ୍ୟାକସନ, ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଓ କମେଡି କିଙ୍ଗ କପିଲ ଶର୍ମା ଇତ୍ୟାଦି।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଭଯନ୍ତ୍ରଣା ହେଉଥିବା ମହିଳାଙ୍କୁ ଥାନାକୁ ନେଇଗଲା ପୋଲିସ, ଆଉ ତା’ପରେ

ଗାନ୍ଧୀନଗର,୧୫।୭: ଗୁଜୁରାଟର ବନାଶକାଣ୍ଠାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୋଲିସ ଅବହେଳା ଯୋଗୁ ଜଣେ ନବଜାତ ଶିଶୁର ମୃତ୍ୟୁ ହୋଇଛି। ପୀଡିତାଙ୍କ ପରିବାର ଅନୁଯାୟୀ,...

୨୦୨୧-୨୨ ପାଇଁ ଜିଡିପି ଅଭିବୃଦ୍ଧି ୯.୨ ପ୍ରତିଶତ ଆକଳନ, ୨୦୨୨-୨୩ରେ ୮ ରୁ ୮.୫ ପ୍ରତିଶତ ଲକ୍ଷ୍ୟ…

ନୂଆଦିଲ୍ଲୀ, ୩୧।୧ : ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୋମବାର ଲୋକ ସଭାରେ ଆର୍ଥିକ ସର୍ବେକ୍ଷଣ ୨୦୨୧-୨୦୨୨ ଉପସ୍ଥାପନ କରିଛନ୍ତି। ଏଥିରେ ୨୦୨୧-୨୨ ଆର୍ଥିକ ବର୍ଷରେ ଦେଶର...

ଖଲିଙ୍କ ନିର୍ବାଚନ ପ୍ରଚାରକୁ ନେଇ ଅଭିଯୋଗ ଆଣିଲା ଟିଏମ୍‌ସି

କୋଲକାତା,୨୮।୪: ଲୋକ ସଭା ନିର୍ବାଚନ ପ୍ରଚାରକୁ ନେଇ ରେସ୍‌ଲର ଦଲିପ ସିଂ ରାନା ବା ଖଲିଙ୍କ ନାଁରେ ଜାତୀୟ ନିର୍ବାଚନ କମିଶନଙ୍କ ପାଖେ ଅଭିଯୋଗ ଆଣିଛି...

ଚାକିରି ମାଗୁଥିବା ମହିଳାଙ୍କୁ ଅଜବ ଉତ୍ତର ଦେଇ ବିବାଦରେ ହରିୟାଣା ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୭ା୯: ଚାକିରି ମାଗୁଥିବା ଜଣେ ମହିଳାଙ୍କୁ ଦେଇଥିବା ଅଜବ ଉତ୍ତରକୁ ନେଇ ହରିୟାଣା ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ଜନତା ଦଳ (ଭାଜପା) ନେତା ମନୋହର ଲାଲ...

ବିହାରରେ ମହାମେଣ୍ଟକୁ ଝଟ୍‌କା: କଂଗ୍ରେସରୁ ଇସ୍ତଫା ଦେଲେ କୁନ୍ତଲ କୃଷ୍ଣ…

ପାଟନା,୧୭।୬ : ବିହାରରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ନେତୃତ୍ୱରେ ମହାମେଣ୍ଟ ସରକାର ଆଉ ଏକ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। କଂଗ୍ରେସ ମୁଖପାତ୍ର କୁନ୍ତଲ କୃଷ୍ଣ ମଧ୍ୟ...

ଲକ୍‌ଡାଉନ ପ୍ରଭାବ: ସାଥିଙ୍କ କେଶ କାଟୁଛନ୍ତି ପୋଲିସ

ଯୋଧପୁର,୨୭।୪: କରୋନା ସଂକ୍ରମଣକୁ ନେଇ ସାରା ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ଏବେ ଏହାକୁ ନେଇ ଭିନ୍ନ ଭିନ୍ନ ଚିତ୍ର ସାମ୍ନାକୁ ଆସୁଛି। ଏହି ସମୟରେ...

ମନ୍ଦିରରେ ଝିଅ ବାହାକଲେ ମୁସ୍‌ଲିମ୍‌ ଦମ୍ପତି

କାସାରଗଡ଼: କେରଳରେ ଏକ ମୁସ୍‌ଲିମ୍‌ ପରିବାର ଝିଅର ବିବାହ ହିନ୍ଦୁ ପରମ୍ପରା ଅନୁଯାୟୀ କରାଇ ସମାଜ ପାଇଁ ଏକ ଉଦାହରଣ ସୃଷ୍ଟି କରିଛନ୍ତି। କାସାରଗଡ଼ ଜିଲାର...

ଉତ୍ତର ପରେ ଏବେ ଦକ୍ଷିଣ ଭାରତ ପାଳି: କର୍ନାଟକ,କେରଳରେ ରେଡ୍‌ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ,୨୨।୧୦: ଉତ୍ତର ଭାରତରେ ପ୍ରବଳ ବର୍ଷା ଜାରି ରହିବା ପରେ ଏବେ ଦକ୍ଷିଣ ଭାରତରେ ବନ୍ୟା ସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। କର୍ନାଟକ, କେରଳ...

Advertisement
Archives

Model This Week