‘ଲୁପ୍‌ ଲପେଟା’ରେ ଆସିବେ ତାପସୀ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତାପସୀ ପନ୍ନୁ ଗୋଟିଏ ପରେ ଗୋଟିଏ ହିଟ୍‌ ଫିଲ୍ମ ଦର୍ଶକଙ୍କୁ ଦେଇଚାଲିଛନ୍ତି। ନିକଟରେ ତାଙ୍କ ଅଭିନୀତ ଫିଲ୍ମ ‘ଥାପ୍ପଡ’ର ଟ୍ରେଲର୍‌ ରିଲିଜ ହୋଇଥିଲା। ଦର୍ଶକଙ୍କୁ ଫିଲ୍ମର କନ୍ସେପ୍ଟ ବେଶ ଦମଦାର୍‌ ଲାଗୁଛି। ସୋସିଆଲ ମିଡିଆରେ ଏବେ ଦର୍ଶକ ତାପସୀଙ୍କୁ ପ୍ରଶଂସାରେ ପୋତି ପକାଇଲେଣି। ତାପସୀଙ୍କ ସହ ଫିଲ୍ମର କାହାଣୀକୁ ମଧ୍ୟ ସମସ୍ତେ ପସନ୍ଦ କରୁଛନ୍ତି। ଏହି ଫିଲ୍ମ ପରେ ଏକ ଥ୍ରୀଲର୍‌-କମେଡି ଫିଲ୍ମ ‘ଲୁପ୍‌ ଲପେଟା’ ରେ ନଜର ଆସିବେ ତାପସୀ। ଆକାଶ ଭାଟ୍ଟିଆଙ୍କ ନିର୍ଦ୍ଦେଶିତ ଏହି ଚଳଚ୍ଚିତ୍ରଟି ଜାନୁୟାରୀ ୨୯, ୨୦୨୧ରେ ରିଲିଜ୍‌ ହେବ। ଖୁବ୍‌ଶୀଘ୍ର ଫିଲ୍ମର ଶୁଟିଂ ଆରମ୍ଭ ହେବ ବୋଲି ଜଣାପଡିଛି। ତାପସୀ ଏବେ ‘ଥପ୍ପଡ’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଅନୁଭବ ସିହ୍ନା ଏହି ଫିଲ୍ମର ନିର୍ଦ୍ଦେଶନା ଦେବା ସହ କୃଷ୍ଣ କୁମାର ଓ ଭୂଷଣ କୁମାରଙ୍କ ସହ ମିଶି ଏହାର ପ୍ରଯୋଜନା ମଧ୍ୟ କରିଛନ୍ତି। ଫିଲ୍ମଟି ଫେବୃଆରୀ ୨୮ରେ ପରଦାକୁ ଆସିବ। ଏହି ଫିଲ୍ମ ରିଲିଜ୍‌ ପରେ ତାପସୀ ‘ଲୁପ୍‌ ଲପେଟା’ ର ଶୁଟିଂ ଆରମ୍ଭ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଗ୍ଧଚାଷୀଙ୍କୁ ବସାଇ ଟ୍ରଲି ଟାଣିଲେ ସୋନୁ ସୁଦ, କହିଲେ…

ମୁମ୍ବାଇ: ସୋନୁ ସୁଦ ବଲିଉଡ୍‌ର ଅଭିନେତାମାନଙ୍କ ମଧ୍ୟରୁ ଜଣେ। ଯିଏ କି କିଛି ନା କିଛି କାରଣ ପାଇଁ ଚର୍ଚ୍ଚାରେ ରହିଥାନ୍ତି। ସୋନୁ କରୋନା ମହାମାରୀ...

୧୩୪ କୋଟିର ମାଲିକାଣି

ବମ୍ବେ: ନୂଆ ବର୍ଷରେ ଜନ୍ମଦିନ ପାଳୁଛନ୍ତି ବଲିଉଡ୍‌ର ହଟ୍‌ ଅଭିନେତ୍ରୀ ବିଦ୍ୟା ବାଲାନ। ୧୯୭୮ ଜାନୁୟାରୀ ୧ରେ କେରଳରେ ତାଙ୍କର ଜନ୍ମ। ନିଜ ଅଭିନୟ ବଳରେ...

କଙ୍ଗନାଙ୍କୁ ହତ୍ୟା ଧମକ

ମୁମ୍ବାଇ,୩୦।୧୧:ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ ନିଜ ବିବାଦୀୟ ମନ୍ତବ୍ୟ ଯୋଗୁ ଚର୍ଚ୍ଚାରେ ଥାନ୍ତି। ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିର ଆଭ୍ୟନ୍ତରୀଣ ବ୍ୟାପାର ଠାରୁ ଆରମ୍ଭ କରି ଦେଶର ପ୍ରାୟ...

କରୋନାକୁ ହରାଇଲେ ମୋହିନା

ବମ୍ବେ: କରୋନାକୁ ହରାଇଛନ୍ତି ୟେ ରିସ୍ତା କ୍ୟା କେହଲାତା ହୈ ଫେମ୍‌ ମୋହିନା କୁମାରୀ ସିଂ। ଏକ ମାସ ତଳେ କୋଭିଡ-୧୯ରେ ସଂକ୍ରମିତ ହୋଇଥିଲେ ମୋହିନା।...

ଆମିରଙ୍କ ପାଇଁ କାନ୍ଦିବାକୁ ପଡ଼ିଥିଲା ଦିବ୍ୟାଙ୍କୁ

ବଲିଉଡ୍‌ରେ ମିଷ୍ଟର ପରଫେକ୍ଟ ଭାବେ ପରିଚିତ ଆମିର ଖାଁ ସୁନ୍ଦର ଅଭିନୟ ଏବଂ ଫିଲ୍ମ ଚୟନ କ୍ଷମତା ପାଇଁ ଅନ୍ୟ କଳାକାରଙ୍କଠାରୁ ସମ୍ପୂର୍ଣ୍ଣ ଭିନ୍ନ। ବ୍ୟକ୍ତିଗତ...

ରାଗିଣୀ ଏମ୍‌ଏମ୍‌ଏସ୍‌ ରିଟର୍ଣ୍ଣସ୍‌ର ଟ୍ରେଲର ରିଲିଜ, ବୋଲ୍ଡ ଭୂମିକାରେ ନଜର ଆସିଲେ ଦିବ୍ୟା-ବରୁଣ

ବମ୍ବେ: ରିଲିଜ୍‌ ହୋଇଛି ଓ୍ବେବ୍‌ ସିରିଜ୍‌ ରାଗିଣୀ ଏମ୍‌ଏମ୍‌ଏସ୍‌ ରିଟର୍ଣ୍ଣସ୍‌-୨ର ଟ୍ରେଲର। ୨.୫୧ ମିନିଟ୍‌ର ଏହି ଟ୍ରେଲର୍‌ରେ ସସ୍‌ପେକ୍ସ, ଆକ୍ସନ, ଥ୍ରିଲ୍‌, ବୋଲ୍ଡନେସ୍‌ ଏବଂ ହରର୍‌...

ସରିଲା ସବ୍ୟର୍ଚ୍ଚିତାଙ୍କ ‘ହଳଦୀ’

ଭୁବନେଶ୍ୱର,୧।୩(ବ୍ୟୁରୋ): ବିବାହ ବନ୍ଧନରେ ଆବଦ୍ଧ ହେବେ ଓଲିଉଡ୍‌ର ହିଟ୍‌ ଯୋଡ଼ି ସବ୍ୟ-ଅର୍ଚ୍ଚିତା। ରାଜସ୍ଥାନର ଏକ ବିଳାସପୂର୍ଣ୍ଣ ସ୍ଥାନରେ ସୋମବାର ଅଭିନେତା ସବ୍ୟସାଚୀ ମିଶ୍ର ଓ ଅଭିନେତ୍ରୀ...

ବରଫ ପାଣିରେ କାହିଁକି ମୁହଁ ଧୁଅନ୍ତି ବଲିଉଡ୍‌ ସେଲିବ୍ରିଟି

ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ବରଫ ପାଣି ଖୁବ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏହା ତ୍ୱଚାର ଅନେକ ସମସ୍ୟା ଦୂର କରି ପାରେ। ଏହା ତ୍ୱଚାକୁ କୋମଳ...

Advertisement
Archives

Model This Week