ଲୁହାପଥର ବୋଝେଇ ହାଇଓ୍ବା ଜବତ: ମାଷ୍ଟରମାଇଣ୍ଡ ସମେତ ୬ କୋର୍ଟ ଚାଲାଣ

ବଡ଼ବିଲ,୮।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ମଙ୍ଗଳବାର ବିଳମ୍ବିତ ରାତିରେ ଚୋରାଚାଲାଣ ହେଉଥିବା ୨୭ ମେଟ୍ରିକ ଟନ୍‌ ସାଇଜ ଲୁହାପଥର ବୋଝେଇ ହାଇଓ୍ବା ଜବତ କରିବା ସହ ଘଟଣାରେ ସଂପୃକ୍ତ ୬ ଜଣଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ମାଷ୍ଟରମାଇଣ୍ଡ ଝାଡ଼ଖଣ୍ଡ ପଶ୍ଚିମ ସିଂହଭୂମ ଜିଲା ମଝିଗାଁ ଥାନା ଖାରପଶି ଗ୍ରାମର ସମ୍ପ୍ରଦ କୁମାର କାଳନ୍ଦୀ, ଜବତ ହାଇଓ୍ବା ଟ୍ରକର ମାଲିକ ଝାଡ଼ଖଣ୍ଡର ପୂର୍ବ ସିଂହଭୂମ ଜିଲା ସିଧଗୋଡ଼ା ଥାନା ବିରିଡିହ ଗ୍ରାମର ଉମେଶ କୁମାର ପାଠକ, ହାଇଓ୍ବା ଟ୍ରକ୍‌ ଡ୍ରାଇଭର ଝାଡ଼ଖଣ୍ଡର ଲକ୍ଷ୍ମଣ ମାହାତୋ, ହାଇଓ୍ବା ବିକାଶ ମାହାତୋ ଏବଂ ଦଲାଲ ଦ୍ୱୟ ହେଲେ କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ କଳାପାହାଡ଼ ଅଞ୍ଚଳର ଶମ୍ଭୁ ବାହାଦୂର ଓ ବନେଇକଳା ଅଞ୍ଚଳର ରାଜେଶ ମୁଣ୍ଡା। ସମସ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ବଡ଼ବିଲ୍‌ ଥାନାଧିକାରୀ ସୁଶାନ୍ତ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯବାନଙ୍କ ପାଇଁ ରାଖୀ ପଠାଇଲେ ଛାତ୍ରୀଛାତ୍ର

ବାଲେଶ୍ୱର ଅଫିସ,୧୫।୮-ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର କ୍ୟାମ୍ପସ ଛାତ୍ର କଂଗ୍ରେସ କମିଟି ପକ୍ଷରୁ ଦେଶର ସୁରକ୍ଷା ଦାୟିତ୍ୱରେ ଥିବା ଯବାନଙ୍କ ପାଇଁ ରାଖୀ ପଠାଇବା...

୩ ଯୁଗ୍ମ ସଚିବଙ୍କ ବିଞ୍ଝାରପୁର ଗସ୍ତ

ବିଞ୍ଝାରପୁର, ୨୨।୫ (ଡି.ଏନ.ଏ.)-ରାଜ୍ୟ ସରକାରଙ୍କ ତିନି ପ୍ରମୁଖ ବିଭାଗର ଯୁଗ୍ମ ସଚିବ ଶୁକ୍ରବାର ବିଞ୍ଝାରପୁର ବ୍ଲକ ଗସ୍ତ କରି କରୋନା ସଂକ୍ରମଣ ଓ ବାତ୍ୟା ଅମ୍ଫନ...

ବାହାବଳପୁରରେ କୁଆପଥର ବର୍ଷା

ରୂପସା, ୧୯।୩(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅଧୀନ ବାହାବଳପୁର ସାମୁଦ୍ରିକ ଥାନା ଅଞ୍ଚଳରେ ଶନିବାର ପ୍ରବଳ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ଫଳରେ ରବିଧାନ ଓ...

ପିଚୁ ପାଇଁ ଅନନ୍ତପୁର-ନେନ୍ଧେରା ଢଳେଇ ରାସ୍ତା ବିପର୍ଯ୍ୟସ୍ତ: ସାଧାରଣରେ ତୀବ୍ର ଅସନ୍ତୋଷ

ବାଲିକୁଦା,୧୫ା୩(ସ୍ବ.ପ୍ର.): ବାଲିକୁଦା ବ୍ଲକ୍‌ର ସମୁଦ୍ର ଉପକୂଳକୁ ଯାତାୟାତ ପାଇଁ ଥିବା ଏକମାତ୍ର ରାସ୍ତା ଅନନ୍ତପୁର-ନେନ୍ଧେରା ଏବେ ବିପର୍ଯ୍ୟସ୍ତ। ଉକ୍ତ ରାସ୍ତାର କିଛି ଭାଗ ଟେଣ୍ଡର କରାଯାଇ...

ଭୋଜିରୁ ଫେରିବା ବାଟରେ ୪ ଜଣଙ୍କୁ ଅପହରଣ ଅଭିଯୋଗ

ଉମରକୋଟ,୧୨ା୧୨(ସ୍ବ.ପ୍ର.): ଛତିଶଗଡ଼ର କାଙ୍କେରରୁ ଭୋଜିଖାଇ ଫେରୁଥିବା ବେଳେ ଶନିବାର ରାତିରୁ ୪ ଜଣ ନିଖୋଜ ଅଛନ୍ତି। ସେମାନଙ୍କୁ ଅପହରଣ କରାଯାଇଥିବା ପରିବାର ଲୋକେ ସନ୍ଦେହ କରି...

ଓଡ଼ିଆ ଝିଅ ପାଇଲେ ମେକ୍‌ଅପ୍‌ କଳାକାର ଟାଇଟଲ

ସମ୍ବଲପୁର,୩୦ା୮(ବ୍ୟୁରୋ): ସମ୍ବଲପୁର ଝିଅ ମନିଶା ପଣ୍ଡା ଶ୍ରେଷ୍ଟ ମେକ୍‌ଅପ୍‌ କଳାକାର ଟାଇଟଲ ହାସଲ କରିଛନ୍ତି। ଗୋଆରେ ଭିକୋନେଟ ଷ୍ଟାର ଇଭେଣ୍ଟ ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ଭାଗ...

୩ ବର୍ଷ ଶିଶୁକନ୍ୟାଙ୍କୁ ବଳାତ୍କାର କଲେ ନାବାଳକ

ଚିକିଟି,୨୨ା୧(ଡି.ଏନ.ଏ.)-ବ୍ରହ୍ମପୁର ପୋଲିସ ଜିଲା କେ.ନୂଆଗାଁ ଥାନା ଅଞ୍ଚଳରେ ଜଣେ ୩ ବର୍ଷର ଶିଶୁକନ୍ୟାଙ୍କୁ ଅଷ୍ଟମ ଶ୍ରେଣୀ ଛାତ୍ର ବଳାତ୍କାର କରିଥିବା ମଙ୍ଗଳବାର ଅଭିଯୋଗ ହୋଇଛି। ପୀଡ଼ିତାଙ୍କ...

ଜୀବନ ବଞ୍ଚାଇଛି ଝରଣା ପାଣି

ବାରିପଦା ଅଫିସ,୯।୧୧:  ମୟୂରଭଞ୍ଜ ଜିଲା ଶାମାଖୁଣ୍ଟା ବ୍ଲକ ଭାଲକି ପଞ୍ଚାୟତର ଆମ୍ବଡାଳୀ ମହାଲୀ ସାହି ଓ ନୂଆସାହି ଗ୍ରାମବାସୀ ଜଳ କଷ୍ଟ ଭୋଗୁଛନ୍ତି ା ଦୀର୍ଘ...

Advertisement
Archives

Model This Week