ଲୁହାମୁଣ୍ଡାରେ ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟିତ

ବଇଣ୍ଡା,୨୩।୯(ଡି.ଏନ.ଏ)- କିଶୋରନଗର ବ୍ଲକ ଲୁହାମୁଣ୍ଡା ଗ୍ରାମରେ ସୋମବାର ମା’ ହିଙ୍ଗୁଳାଇ ୟୁଥ କ୍ଲବର ନୂତନ ଗୃହ, ଯୁବ ବାହିନୀର ନୂତନ ଗୃହ, ମିଶନ ଶକ୍ତି ଗୃହ, ଭାଗବତୀ ଟୁଙ୍ଗି ଉଦ୍‌ଘାଟିତ ହୋଇଛି। ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ। ଆୟୋଜିତ ସଭାରେ ବିଧାୟକ ସାଏ ଯୋଗଦେଇ କହିଲେ, ଗ୍ରାମାଞ୍ଚଳର ବିକାଶ ପାଇଁ ସରକାର ଅନେକ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ସେଗୁଡ଼ିକ କିଭଳି ଗ୍ରାମାଞ୍ଚଳରେ ପହଞ୍ଚିପାରିବ ସେଥିପ୍ରତି ଜନପ୍ରତିନିଧି ଓ ପ୍ରଶାସନିକ ଅଧିକାରୀ ଅଧିକ ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ। ଅନ୍ୟତମ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ବବିତା ପ୍ରଧାନ, ପୂର୍ବତନ ସରପଞ୍ଚ ଅମିତା ପ୍ରଧାନ, ଲୁହାମୁଣ୍ଡା ସରପଞ୍ଚ ତିଲୋତମା ନାୟକ, ନୁନୁକାପଶି ସରପଞ୍ଚ ଜଳଧର ସାହୁ, ବ୍ଲକ ଉପାଧ୍ୟକ୍ଷ ସୁନିଲ ପ୍ରଧାନ, ପୂର୍ବତନ ସରପଞ୍ଚ ଧୋବେଇ ବେହେରା, ବାଳକୃଷ୍ଣ ପ୍ରଧାନ, ଅନ୍ତର୍ଯାମୀ ରାଉଳ, ସୁନିଲ ବିଶ୍ୱାଳ, ପ୍ରମଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେରଳ ଦାଦନ ଖଟିବାକୁ ଯାଇ ଯୁବକ ମୃତ: ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା

ଜି.ଉଦୟଗିରି,୨୮।୭(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲାରୁ ସୁଦୂର କେରଳରେ ଦାଦନ ଖଟିବାକୁ ଯାଇ ଯୁବକଙ୍କ ମୃତ୍ୟୁ ଘଟଣା ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା…

କଙ୍ଗନାଙ୍କ ବିବାଦୀୟ ବୟାନର ଜବାବ ରଖିଲା CJP

ନୂଆଦିଲ୍ଲୀ,୨୮।୭: ଭାଜପା ଏମପି କଙ୍ଗନା ରାଣାୱତଙ୍କ Gen-Z ସମ୍ପର୍କରେ ମନ୍ତବ୍ୟକୁ ନେଇ ବିବାଦ ଦେଖାଦେଇଛି; ସେ Gen-Zକୁ ‘ଜେନେରେଶନ ଗଟର’ ବୋଲି କହିଥିଲେ। ‘କକ୍ରୋଚ ଜନତା ପାର୍ଟି’ର…

ପୁଅ ନେଲା ବାପାଙ୍କ ଜୀବନ

କୁଚିଣ୍ଡା,୨୮।୭(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ଧୂଡିପାଲି ପଞ୍ଚାୟତ ମନାପାଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳହକୁ କେନ୍ଦ୍ର କରି ପୁଅର…

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ…

ଘରୁ ମା’, କେନାଲରୁ ଝିଅ: ଏକାସାଥିରେ ମିଳିଲା ଦୁଇ ମୃତଦେହ, ରହସ୍ୟମୟ ଘଟଣାରେ ଥରହର ଅଞ୍ଚଳ

ଉଦଳା, ୨୮।୭(ସନ୍ତୋଷ କୁମାର ବାଛିନୀ): ଘରୁ ମିଳିଲା ମା ଏବଂ ଦିବ୍ୟାଙ୍ଗ ଝିଅର ମୃତଦେହ । ଯାହା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଉଦଳା…

ଲଗାଣ ବର୍ଷାରେ ଗ୍ରାମବାସୀ ଜଳବନ୍ଦୀ

ଉଦଳା,୧୬ା୭(ସନ୍ତୋଷ କୁମାର ବାଛିନି): ଲଗାଣ ବର୍ଷା ଯୋଗୁ ବେହାଲ ହୋଇପଡିଛି ଉଦଳା। ଏପରି କି କପ୍ତିପଦା ଉପଖଣ୍ଡ ଉଦଳା, କପ୍ତିପଦା ଏବଂ ଗୋପବନ୍ଧୁନଗର ବ୍ଲକ ଅଞ୍ଚଳରେ ମଧ୍ୟ…

କୋଟିଆରେ ଚାଲୁଥିବା SIR-୨୦୨୬ କାର୍ଯ୍ୟକ୍ରମର ସମୀକ୍ଷା କଲେ ଉପ-ଶାସନ ସଚିବ, ଦେଲେ ଏଭଳି ନିର୍ଦ୍ଦେଶ

ପଟ୍ଟାଙ୍ଗି, ୨୮।୭(ଶରତ କୁମାର ଧଳ): କୋରାପୁଟ ଜିଲା ଗସ୍ତରେ ଆସିଥିବା ଉପ-ଶାସନ ସଚିବ ଜିତେନ୍ଦ୍ର କୁମାର ପାତ୍ର ଜିଲାର ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତରେ ପହଞ୍ଚିଛନ୍ତି।…

ପାଟପୁର କଲେଜରେ ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପ୍ରବେଶ ଉତ୍ସବ: ନୀତିନିୟମ ସମ୍ପର୍କରେ କରାଗଲା ସଚେତନ

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜରେ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ଯୁକ୍ତ ୨ ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri