ଲୁହା ପଥର ପରିବହନକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ ଘଟଣା: ଜଣେ ଅଭିଯୁକ୍ତ ଗିରଫ

ଯୋଡ଼ା, ୭।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ାଠାରେ ଲୁହା ପଥର ପରିବହନକୁ କେନ୍ଦ୍ରକରି ହୋଇଥିବା ଗୋଷ୍ଠୀ ସଂଘର୍ଷ ମାମଲାରେ ଯୋଡା ଥାନା ପୋଲିସ ଗୁରୁବାର ଜଣେ ଅଭିଯୁକ୍ତଙ୍କୁ ଗିରଫକରି କୋର୍ଟଚାଲାଣ କରିଛି। ସେ ହେଲେ କମାରଯୋଡା ଅଞ୍ଚଳର ବୁଦ୍ଧଦେବ ବାନାର୍ଜୀ। ଏ ନେଇ ଥାନା ଏସ୍‌ଆଇ ବିଶ୍ୱଜିତ୍‌ ବେହେରା ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ଲୁହା ପଥର ପରିବହନକୁ କେନ୍ଦ୍ରକରି ଦୁଇ ଗୋଷ୍ଠୀ ପକ୍ଷରୁ ଅଭିଯୋଗ ପରେ ଥାନାରେ ମାମଲା ରୁଜୁ ହୋଇଥିଲା। ପୋଲିସ ସକାଳ ପ୍ରାୟ ୭ରେ ଅଭିଯୁକ୍ତ ବୁଦ୍ଧଦେବଙ୍କୁ ଗିରଫକରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ: ପ୍ରଧାନଶିକ୍ଷକ ନିଲମ୍ବିତ

ଉମରକୋଟ, ୩୧।୭(ସନ୍ତୋଷ ସତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ୍‌ର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଫ୍ରାନ୍ସିସ୍…

ଭାରତ ଆସୁଛନ୍ତି ଜିନ୍‌ପିଙ୍ଗ୍, ନୂଆଦିଲ୍ଲୀରୁ ବେଜିଂ ହଲଚଲ

ନୂଆଦିଲ୍ଲୀ,୩୧।୭: ଚାଇନା ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ୍ ସେପ୍ଟେମ୍ବର ମାସରେ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ଭାରତ ଆସିବାର ସମ୍ଭାବନା ରହିଛି। ୨୦୨୦ରେ…

ନୂଆଦିଲ୍ଲୀରେ ରେଳମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଗସ୍ତରେ ଯାଇ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ରାଜ୍ୟର ରେଳ ସଂଯୋଗୀକରଣ…

‘ଯୁଦ୍ଧରେ ମୃତ ଭାରତୀୟଙ୍କ ପରିବାରକୁ କେନ୍ଦ୍ର ସାହାଯ୍ୟ କରିବା ଉଚିତ’: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୧।୭: ସୁପ୍ରିମକୋର୍ଟ ରୁଷିଆ-ୟୁକ୍ରେନ ଯୁଦ୍ଧରେ ଶୁକ୍ରବାର ଆହତ ହୋଇଥିବା ଭାରତୀୟଙ୍କ ପରିବାରକୁ ସହାୟତା କରିବା ପାଇଁ ଜଣେ ନୋଡାଲ ଅଧିକାରୀଙ୍କୁ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି…

ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା କରିବାକୁ ଷଡଯନ୍ତ୍ର; ଜୈଶ ଆତଙ୍କବାଦୀ ଗିରଫ

କୋଲକାତା,୩୧।୭: ପଶ୍ଚିମବଙ୍ଗର ସ୍ପେଶାଲ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ (JeM) ସହିତ ଜଡିତ ଜଣେ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିଙ୍କୁ ହମିମ ମଣ୍ଡଳ ଭାବରେ…

ସ୍ତ୍ରୀଙ୍କୁ ଛାଡ଼ିବା ପାଇଁ ସୁପ୍ରିମକୋର୍ଟରେ ପହଞ୍ଚିଲେ ଓମାର ଅବଦୁଲ୍ଲା: ଆଗକୁ…

ଶ୍ରୀନଗର,୩୧।୭: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଖୁବଶୀଘ୍ର ତାଙ୍କ ପତ୍ନୀ ପାୟଲ ଅବଦୁଲ୍ଲାଙ୍କଠାରୁ ଛାଡପତ୍ର ନେବାକୁ ଯାଉଛନ୍ତି। ଏନେଇ ସେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ…

ଭାରତ ସହ ମିଶି ବାଂଲାଦେଶ-ରୁଷିଆ ନେଲା ବଡ଼ ନିଷ୍ପତ୍ତି, ଆମେରିକା ହୋଇଗଲା କାବା!

ନୂଆଦିଲ୍ଲୀ,୩୧।୭: ରୁଷ୍‌ର ପୁଟିନ୍ ସରକାର ବାଂଲାଦେଶକୁ ଭାରତୀୟ ଟଙ୍କା (INR)ରେ ବ୍ୟାପାରିକ ନେଣଦେଣ ଏବଂ ଋଣ ପରିଶୋଧ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହି ପ୍ରସ୍ତାବ ଅଧୀନରେ ବାଂଲାଦେଶରେ…

Odisha Floods: ବନ୍ୟାଜଳ ହ୍ରାସ ପରେ ଶହ ଶହ ଏକର ଜମିରେ ବାଲିଚର, କ୍ଷତିପୂରଣ ଦାବି କଲେ ଚାଷୀ

କେସିଙ୍ଗା,୩୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଲଗାଣ ଲଘୁଚାପଜନିତ ବର୍ଷାରେ ଶହ ଶହ ଏକର ଜମିରେ ଜଳମଗ୍ନ ହୋଇଥିଲା। ଗତ ରାତ୍ରିରୁ ପାଣି କମି ଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri