Posted inଖେଳ

ଲେକ୍‌ରେକ୍‌ଙ୍କୁ ପୋଲ୍‌ ପୋଜିଶନ

ମୋଞ୍ଜା (ଇଟାଲୀ), ୮ା୯ (ଏଏଫ୍‌ପି)- ଇଟାଲିଆନ ଫର୍ମୁଲା ଓ୍ବାନ ଗ୍ରାଁ ପ୍ରି ମୋଟର ରେସ୍‌ ପାଇଁ ଫେରାରିର ଚାଲର୍‌ସ ଲେକ୍‌ରେକ୍‌ ପୋଲ ପୋଜିଶନ ହାସଲ କରିଛନ୍ତି। ପ୍ରଥମ ସ୍ଥାନ ପାଇଁ ୫ଥର ଚାମ୍ପିୟନ ଲୁଇସ୍‌ ହାମିଲଟନଙ୍କ ସହିତ ତାଙ୍କର ତୀବ୍ର ପ୍ରତିଯୋଗିତା ହୋଇଥିଲା। ତେବେ ହାମିଲଟନ ଦ୍ୱିତୀୟ ସ୍ଥାନରେ ରହିଥିଲେ। ଫେରାରିର ସେବାଷ୍ଟିଆ ଭେଟେଲଙ୍କୁ ପଛରେ ପକାଇ ମର୍ସିଡିଜ୍‌ର ଭାଲ୍‌ଟେରି ବୋଟାସ ତୃତୀୟ ହୋଇଥିଲେ। ରେନଲ୍ଟର ଦୁଇ ଡ୍ରାଇଭର ଡାନିଏଲ ରିକାର୍ଡୋ ଏବଂ ନିକୋ ହକେନବର୍ଗ ୫ମ ଓ ୬ଷ୍ଠ ସ୍ଥାନ ଅଧିକାର କରିଥିଲେ। ସେହିପରି ମ୍ୟାକଲରେନର କାର୍ଲୋସ ସେଞ୍ଜ ଜୁନିୟର, ରେଡ୍‌ବୁଲ୍‌ରୁ ଆଲେକ୍‌ଜାଣ୍ଡର ଆଲ୍‌ବନ, ରେସିଂ ପଏଣ୍ଟର ଲାନ୍ସ ଷ୍ଟ୍ରୋଲ୍‌ ଏବଂ ଆଲ୍‌ଫା ରୋମିଓର କିମି ରାଇକୋନେନ ଯଥାକ୍ରମେ ୭ମ, ୮ମ, ୯ମ ଏବଂ ୧୦ମ ହୋଇଥିଲେ। ସୂଚନାଯୋଗ୍ୟ, ଗତ ସପ୍ତାହରେ ଅନୁଷ୍ଠିତ ବେଲଜିଆନ ଗ୍ରାଁ ପ୍ରିରେ ଲେକ୍‌ରେକ୍‌ ତାଙ୍କର ପ୍ରଥମ ଫର୍ମୁଲା ଓ୍ବାନ ଟାଇଟଲ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

ଚାଷୀଙ୍କୁ ଶୋଷଣ ଚଳିବ ନାହିଁ, ନଚେତ୍‌ ନିଆଁ ଜଳିବ: ପ୍ରଦୀପ ମାଝୀ

ଝରିଗାଁ, ୨୩।୧୨ (କିଶୋର ଚନ୍ଦ୍ର ମଣ୍ଡଳ):ନବରଙ୍ଗପୁର ଜିଲାର ଝରିଗାଁ, ଉମରକୋଟ ଓ ରାଇଘର, ଚନ୍ଦାହାଣ୍ଡି ବ୍ଲକ ଠାରେ ଚାଷୀ ମହାସଂଘ ପକ୍ଷରୁ ବ୍ଳକ ବନ୍ଦ କରାଯାଇଛି।...

ଦାରିଙ୍ଗବାଡି ଶୀତ ମହୋତ୍ସବ: ରାଜ୍ୟର ୪ ମୁଖିଆଙ୍କୁ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର...

ମେସିଙ୍କ ଉପରେ ଖସିଲା ଦୁଃଖର ପାହାଡ଼: ଘଟିଗଲା ଏମିତି କିଛି…

ନୂଆଦିଲ୍ଲୀ,୨୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କ ଭଉଣୀ ମାରିଆ ସୋଲ ମିଆମିରେ ତାଙ୍କ ଏସ୍ୟୁଭି ଚଲାଉଥିବା ସମୟରେ ଏକ ଦୁର୍ଘଟଣାର ଶିକାର ହୋଇଛ୍‌ତି। ତାଙ୍କୁ...

ଶୁଳିଆଯାତ୍ରାରେ ଶ୍ରଦ୍ଧାଳୁଙ୍କ ଭିଡ଼: ପହଞ୍ଚିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର, ପଶୁବଳିରେ…

ବଲାଙ୍ଗୀର,୨୩ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା, କୁମୁରିଆ ସାନଖଳାରେ ପାରମ୍ପରିକ ରୀତିନୀତି ଅନୁସାରେ ମଙ୍ଗଳବାର ଶାନ୍ତିଶୃଙ୍ଖଳା ସହ ପାଳିତ ହୋଇଛି...

କୋହଲିଙ୍କ ପ୍ରଶଂସକଙ୍କୁ ଲାଗିଲା ବଡ଼ ଝଟ୍‌କା: ଆଉ ଦେଖିପାରିବେନି…

ବେଙ୍ଗାଲୁରୁ,୨୩।୧୨: ବିଜୟ ହଜାରେ ଟ୍ରଫି ପୂର୍ବରୁ ବେଙ୍ଗାଲୁରୁର କ୍ରିକେଟ ପ୍ରେମୀଙ୍କ ପାଇଁ ନିରାଶାଜନକ ଖବର ଆସିଛି। ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଆଉ ଏମ. ଚିନ୍ନାସ୍ବାମୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri