ଏଲ ମାର୍କସ,୩।୮: ମେକ୍ସିକୋର ଉତ୍ତରରେ ଥିବା କୁରେଟାରୋ ସହରରେ ଏକ ଟ୍ରେନ୍ କ୍ରସିଂ ଗେଟ୍ରେ ଏକ ଛୋଟ ଯାତ୍ରୀବାହୀ ବସକୁ ଧକ୍କା ଦେଇଛି ଟ୍ରେନ। ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୭ଜଣ ଆହତ ହୋଇଛନ୍ତି। ଏଲ ମାର୍କସ ଟାଉନସିପର ନାଗରିକ ସୁରକ୍ଷା ମୁଖ୍ୟ ଏଲେଜାଣ୍ଡ୍ରୋ ଭାଜେକବେଜ ମେଲାଡୋ କହିଛନ୍ତି ୧୭ଜଣଙ୍କ ଅବସ୍ଥା ଗୁରୁତର ରହିଛି।
Posted inHome, Home Left, ଅନ୍ତର୍ଜାତୀୟ View All
ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ
ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…
ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ
ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…
ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…
ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…
ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ
ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…
ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି
ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…
ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି
ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…
ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ
କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…
ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍ୟୁ ସମ୍ବଲପୁର
ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍ ପକ୍ଷରୁ ଆୟୋଜିତ ଏହି…
Archives

