ଲେହ୍‌ରେ ଏସ୍‌ବିଆଇ ଖୋଲିଲା ନୂଆ ବ୍ରାଞ୍ଚ

ଲେହ୍‌,୧୫-୯: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ(ଏସ୍‌ବିଆଇ) କ୍ରମାଗତ ନିଜର ସୁବିଧା ବଢ଼ାଇବା ସହିତ ସୁଦୂର କ୍ଷେତ୍ରରେ ଉପସ୍ଥିତି ଜାହିର କରିବାରେ ଲାଗିଛି। ଏହି କ୍ରମରେ ଲଦାଖର ଲେହ୍‌ରେ ଏକ ବ୍ରାଞ୍ଚ ଖୋଲିଛି। ଏସ୍‌ବିଆଇ ଅଧ୍ୟକ୍ଷ ରଜନୀଶ କୁମାର ଲେହ୍‌ ଜିଲ୍ଲାର ନୁବ୍ରା ଉପତ୍ୟକାର ଦିସ୍କିତ୍‌ ଗାଁରେ ୧୪ତମ ବ୍ରାଞ୍ଚକୁ ଉଦ୍‌ଘାଟନ କରିଛନ୍ତି। ଏହି ଗାଁ ସମୁଦ୍ର ପତ୍ତନଠାରୁ ପ୍ରାୟ ୧୦,୩୧୦ଫୁଟ ଉଚ୍ଚରେ ଅବସ୍ଥିତ। ଜମ୍ମୁ-କଶ୍ମୀରରୁ ୩୭୦ ଅନୁଚ୍ଛେଦ ଉଚ୍ଛେଦ ପରେ ଏସ୍‌ବିଆଇ ପକ୍ଷରୁ ପ୍ରଥମ ବ୍ରାଞ୍ଚ ସ୍ଥାପନ କରାଯାଇଛି। ଏହି ଗଁାରେ ପ୍ରାୟ ୧୭୬୦ ଜଣ ବସବାସ କରୁଛନ୍ତି। ନୂଆ ବ୍ରାଞ୍ଚ ଖୋଲିବା ପରେ ଏହି ଗ୍ରାମବାସୀମାନେ ବ୍ୟାଙ୍କିଙ୍ଗ୍‌ ଓ ଆର୍ଥିକ ସେବା ସହଜରେ ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

HDFC ଓ PNB ବ୍ୟାଙ୍କର ୟୁଜର୍ସଙ୍କ ପାଇଁ ବଡ଼ ଖବର, ଏପ୍ରିଲ ୧ରୁ ବଦଳିଯିବ…

ନୂଆଦିଲ୍ଲୀ,୧୯।୩: ମାର୍ଚ୍ଚ ମାସର ଅଧାରୁ ଅଧିକ ସମୟ ବିତିଗଲାଣି, ଏବଂ ଆଉ କିଛି ଦିନ ପରେ ଏପ୍ରିଲ ମାସ ଆରମ୍ଭ ହେବାକୁ ଯାଉଛି। ୧ ଏପ୍ରିଲରୁ, ଦେଶର…

ଭାରତରେ ବଢୁଛି ରହିବା ଖର୍ଚ୍ଚ: ୨୦୨୬ରେ ଏହି ସହର ସବୁଠୁ ମହଙ୍ଗା, ଜାଣନ୍ତୁ କେଉଁ ସହରରେ କେତେ ?

ନୂଆଦିଲ୍ଲୀ,୧୮।୩: ୨୦୨୬ ମାର୍ଚ୍ଚ ମାସର ସଦ୍ୟତମ ‘ନମ୍ବିଓ’ ରିପୋର୍ଟ ଅନୁଯାୟୀ, ଭାରତରେ ଜୀବନଶୈଳୀ ଏବଂ ସହର ଅନୁସାରେ ରହିବା ଖର୍ଚ୍ଚରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ବର୍ତ୍ତମାନର…

ଏହି ୬ ସହରରେ ଆରମ୍ଭ ହେଲା ଇଣ୍ଡିଆ ପୋଷ୍ଟ’ର ୨୪ ଘଣ୍ଟିଆ ଗ୍ୟାରେଣ୍ଟେଡ୍‌ ଡେଲିଭରି ସେବା

ନୂଆଦିଲ୍ଲୀ ,୧୮ା୩:ଭାରତୀୟ ଡାକ ସେବା ପକ୍ଷରୁ ଦେଶର ୬ ସହରରେ ୨୪ ଘଣ୍ଟିଆ ନିଶ୍ଚିତ ଡେଲିଭରି(ସ୍ପିଡ୍‌ପୋଷ୍ଟ) ସେବା ଆରମ୍ଭ ହୋଇଛି। କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ…

ଇଣ୍ଡିଆ ପୋଷ୍ଟର ବଡ଼ ପଦକ୍ଷେପ: ଏସବୁ ସହରରେ ମିଳିବ ‘ନେକ୍ସଟ୍ ଡେ ଗ୍ୟାରେଣ୍ଟିଡ୍ ଡେଲିଭରି’ ସେବା

ନୂଆଦିଲ୍ଲୀ,୧୭।୫: ଡାକ ସେବାକୁ ଅଧିକ ଦ୍ରୁତ ଓ ଭରସାଯୋଗ୍ୟ କରିବା ପାଇଁ ଭାରତୀୟ ଡାକ ବିଭାଗ ପକ୍ଷରୁ ଏକ ନୂତନ ସେବାର ଶୁଭାରମ୍ଭ କରାଯାଇଛି। ମଙ୍ଗଳବାର, ମାର୍ଚ୍ଚ…

ସୁନା ୩୬,୦୦୦ ଟଙ୍କା; ରୁପା ହେଲା ୧୮୭,୦୦୦ ଟଙ୍କା ଶସ୍ତା; ଏକ୍ସପର୍ଟ ଚକିତ, ଆଗକୁ…   

ନୂଆଦିଲ୍ଲୀ,୧୭।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ବିଶ୍ୱ ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ସାମ୍ନାକୁ ଆସିଛି। ସାଧାରଣତଃ ଯୁଦ୍ଧ ସମୟରେ ସୁନା…

ବଡ଼ ଦାବି କଲେ ରାଘବ ଚଢ଼ା: ୩ ବର୍ଷରେ ୧୯,୦୦୦ କୋଟି ଲୁଟିଲେଣି ବ୍ୟାଙ୍କ!

ନୂଆଦିଲ୍ଲୀ,୧୭।୫: ସଂସଦରେ ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥା ଏବଂ ସାଧାରଣ ଜନତାଙ୍କୁ ନେଇ ଏକ ବଡ଼ ପ୍ରସଙ୍ଗ ଉଠିଛି। ସର୍ବନିମ୍ନ ଜମା ରାଶି ନ ରଖିପାରିବାରୁ ଦେଶର ବ୍ୟାଙ୍କଗୁଡ଼ିକ ଗ୍ରାହକଙ୍କଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri