ଲୋଇସିଂହା, ୭।୪(ଡି. ଏନ .ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ କରକାପାତ ହୋଇଛି। ଏଥିଯୋଗୁ ବ୍ଲକର ଉପାନ୍ତ ଅଞ୍ଚଳରେ ହୋଇଥିବା ପରିବା ଓ ଡାଲି ଜାତୀୟ ଫସଲ ବ୍ୟାପକ ନଷ୍ଟ ହୋଇଛି। ଲକଡାଉନରେ ଚାଷୀ ଯାହା କ୍ଷତି ସହୁଥିବାବେଳେ କରାମାଡ଼ରେ ଫସଲ ନଷ୍ଟ ହେବା ଚାଷୀଙ୍କ ଦୁଃଖକୁ ଦିଗୁଣିତ କରିଛି। ବ୍ଳକର କୁଟେନପାଲି, କନ୍ଦାଜୁରୀ, ଝାରମୁଣ୍ଡା ସମେତ ୩୪ ନଂ ଜୋନ ସରଗଡ଼, ତଲିଉଡାର, ରେଙ୍ଗାଲି, ଡୁଙ୍ଗରିପାଲି, ବାଦୀମୁଣ୍ଡା, ବାନୀପାଲି, କୁଶଙ୍ଗ, ରତାଖଣ୍ଡି, କୁଶମେଲ ପଞ୍ଚାୟତ ଅଞ୍ଚଳରେ ବ୍ୟାପକ ଫସଲ ନଷ୍ଟ ହୋଇଥିବା ଅଭିଯୋଗ ହୋଇଛି। କୃଷି ଓ ରାଜସ୍ବ ବିଭାଗ ପକ୍ଷରୁ ତଦନ୍ତ କରି ଚାଷୀଙ୍କୁ କ୍ଷତିପୂରଣ ଦେବାକୁ ସାଧାରଣରେ ଦାବି ହେଉଛି ।
Posted inଆମ ଜିଲା ଖବର, ବଲାଙ୍ଗୀର View All

ପ୍ରେମିକ ରାଜା ହତ୍ୟାକାରୀ: ବିବାହ କରିବାକୁ ଅମଙ୍ଗ ହେବାରୁ ନୀହାରିକାଙ୍କୁ ହତ୍ୟା
ଜଗତ୍ସିଂହପୁର ଅଫିସ,୨୧।୯: ନର୍ସ ନୀହାରିକା ପାତ୍ର ହତ୍ୟା ମାମଲାର ପର୍ଦ୍ଦାଫାଶ ହୋଇଛି। ପ୍ରେମିକ ତଥା ହାଜିପୁରର କିଶୋର ଚନ୍ଦ୍ର ଆଞ୍ଚଲ(ରାଜା) ହିଁ ହତ୍ୟାକାରୀ। ଏନେଇ ଶନିବାର...

୪୭ ପ୍ରତିଦ୍ୱନ୍ଦୀଙ୍କ ଭାଗ୍ୟ ପରୀକ୍ଷା
ଭଦ୍ରକ ଅଫିସ,୨୩ା୫: ଗୁରୁବାର ୪୭ ପ୍ରତିଦ୍ୱନ୍ଦୀଙ୍କ ଭାଗ୍ୟ ପରୀକ୍ଷାର ଫଳାଫଳ ନିର୍ଣ୍ଣୟ ହେବ। ୫ ବିଧାନସଭା ଓ ଗୋଟିଏ ଲୋକସଭା ପାଇଁ ପ୍ରାର୍ଥୀ ଚୂଡାନ୍ତ ହେବ।...

ଅଧାପନ୍ତରିଆ ମେହେରୁଣି ପୋଲ: ଆପ୍ରୋଚ୍ ବୁଲାଣି ରାସ୍ତା ନେଲାଣି ୨୦ ଜୀବନ
ମନମୁଣ୍ଡା, ୨୫।୭ (ଡି.ଏନ.ଏ) ବହୁ ପୁରାତନ ମେହେରୁଣି ପୋଲ ଦୁର୍ବଳ ହୋଇ ପଡିଥିବାରୁ ମନମୁଣ୍ଡାରେ ଏକ ନୂତନ ପୋଲ ନିର୍ମାଣ କାମ ଆରମ୍ଭ କରାଯାଇଛି ।...

ପଦଯାତ୍ରାରେ ଚାଷୀ: ବୁଲିବେ ୧୨୦୦ କିମି
ନୟାଗଡ ଅଫିସ, ୩ା୨: ପଦଯାତ୍ରାରେ ଗାଁକୁ ଗାଁ ବୁଲୁଛନ୍ତି ଚାଷୀ। ଚାଷୀ ଓ ସାଧାରଣ ଲୋକଙ୍କୁ ସେମାନଙ୍କ ସମସ୍ୟା ଅବଗତ କରାଉଛନ୍ତି । ୨୦ ବର୍ଷରୁ...

ମିଛ ଖବରରେ ଅଙ୍କୁଶ ଲଗାଇବ ମାର୍ଗଦର୍ଶିକା
ଢେଙ୍କାନାଳ ଅଫିସ, ୨୫।୪ – ସମ୍ପ୍ରତି ମିଛ, ତ୍ରୁଟିପୂର୍ଣ୍ଣ ଖବର ଭୟଙ୍କର ବିପଦ ଭାବେ ଉଭା ହୋଇଛି। ସୋସିଆଲ ମିଡିଆର ବହୁଳ ପ୍ରଚଳନ ଏପରି ମିଛ...

ଅର୍ଥ ଲଗାଣକାରୀ ସଂସ୍ଥା ଏଜେଣ୍ଟଙ୍କଠାରୁ ୫ ଲକ୍ଷ ଲୁଟ୍
ଭବାନୀପାଟଣା,୨।୧୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ବୋର୍ଡା ଫାଣ୍ଡି କାନ୍ଦୁଲଝର ଗାଁ ନିକଟରୁ ଅର୍ଥ ଲଗାଣକାରୀ ସଂସ୍ଥାର ଏଜେଣ୍ଟମାନଙ୍କଠାରୁ ୫ ଲକ୍ଷ ଟଙ୍କା...

୧୬ କୋଟି ୫୦ ଲକ୍ଷ ଟଙ୍କାର ଗଞ୍ଜେଇ ଗଛ ନଷ୍ଟ
ଆର.ଉଦୟଗିରି,୯ା୧୧(ଡି.ଏନ.ଏ.)-ଆର.ଉଦୟଗିରି ଥାନା କାଲିପଙ୍କ ଏବଂ ପାଇକରାୟ ଜଙ୍ଗଲରୁ ଅବକାରୀ, ପୋଲିସ, ବନ ବିଭାଗ ଏବଂ ରାଜସ୍ବ ବିଭାଗ ଚଢ଼ାଉ କରି ବିପୁଳ ଗଞ୍ଜେଇ ଗଛ ନଷ୍ଟ...

୬ ବଖରା ଜଳିଗଲା, ନଗଦ ୫୦ ହଜାର ଟଙ୍କା, ଆସବାବପତ୍ର ପୋଡ଼ି ପାଉଁଶ
ପଦ୍ମପୁର,୯।୮(ଡି.ଏନ୍.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମେଦ ପଞ୍ଚାୟତର ପୁରୁଷୋତ୍ତମପୁର ଗ୍ରାମରେ ଅଗ୍ନିକାଣ୍ଡ ଘଟି ୬ ବଖରା ଜଳିଯାଇଛି। ଗୁରୁବାର ବିଳମ୍ବିତ ରାତିରେ...