ଲୋକଙ୍କୁ ଦିଆଯାଉଛି କରୋନା ବର୍ଗର

ହାନୋଇ,୨୭।୩- ସମଗ୍ର ବିଶ୍ୱରେ କୋଭିଡ-୧୯ ଆତଙ୍କ ଖୋଳାଇଛି। ଫଳରେ କରୋନାକୁ ନେଇ ଲୋକଙ୍କ ମନରେ ଭୟ ସୃଷ୍ଟି ହୋଇଛି। ଏହି ଭୟକୁ ଦୂର କରି ଲୋକଙ୍କ ମନୋବଳ ବଢ଼ାଇବା ପାଇଁ ଭିଏତନାମାର ରୋଷେୟା ହୋଙ୍ଗ ତୁଙ୍ଗ ଏକ ଅଭିନବ ପ୍ରୟାସ କରିଛନ୍ତି। ହାନୋଇ ସହରର ଏକ ରେଷ୍ଟୁରାଣ୍ଟରେ ତୁଙ୍ଗ ଓ ତାଙ୍କ ଟିମ୍‌ କରୋନା ଭାଇରସ୍‌ ଆକୃତିର ବର୍ଗର ତିଆରି କରି ଲୋକଙ୍କୁ ଖାଇବାକୁ ଦେଉଛନ୍ତି। ଯାହାକି ସେଠାରେ ଚର୍ଚ୍ଚାର ବିଷୟ ହୋଇଛି। ସେମାନେ ପ୍ରସ୍ତୁତ କରୁଥିବା ବର୍ଗର ଲୋକଙ୍କୁ ମଧ୍ୟ ବେଶ୍‌ ପସନ୍ଦ ଆସୁଛି। ରୋଷେୟା ତୁଙ୍ଗ କହିଛନ୍ତି ଯେ, ଯଦି ଆପଣ କାହାକୁ ଡରୁଛନ୍ତି, ତେବେ ତାହାକୁ ଆପଣ ଖାଇବା ଉଚିତ୍‌। ତେଣୁ କରୋନା ଭାଇରସ ଆକୃତିର ବର୍ଗର ଖାଇବା ପରେ ଆପଣଙ୍କୁ ଆଉ କରୋନା ଭୟଭୀତ କରାଇ ପାରିବ ନାହିଁ।’ ଏଭଳି ଚିନ୍ତାଧାରା ଏହି ମହାମାରୀ ସମୟରେ ଅନେକଙ୍କୁ ଆନନ୍ଦର ଖୋରାକ ଯୋଗାଇବ ବୋଲି ତୁଙ୍ଗ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Watch:‘କେତେ କ୍ଷୀର ପିଉଛ’, ରବି ଶାସ୍ତ୍ରୀଙ୍କ ଏମିତି ପ୍ରଶ୍ନରେ ମଜାଦାର ଉତ୍ତର ଦେଲେ ବୈଭବ ସୂର୍ଯ୍ୟବଂଶୀ, ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଆଇପିଏଲ 2026 ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଆରସିବି ଗୁଜରାଟ ଟାଇଟନ୍ସକୁ ୫ ୱିକେଟରେ ପରାସ୍ତ କରିଛି। ୧୫ ବର୍ଷୀୟ ବୈଭବ…

ଏଇ ଭାରତରେ

ଭୂତଳ ଜଳ ସ୍ତର ନିମ୍ନଗାମୀ ହେଉଥିବାରୁ ବୋରଓ୍ବେଲ ଓ ପୋଖରୀଗୁଡ଼ିକ ଶୁଖିଯାଉଛି। ଫଳରେ ଲୋକେ ପାନୀୟ ଜଳ ପାଉନାହାନ୍ତି ଓ କୃଷିରେ ମଧ୍ୟ ବାଧା ଉପୁଜୁଛି। ତେବେ…

ସେ ଅସୁରର ମୃତ୍ୟୁ ନାହିଁ

ସମୁଦ୍ର ମନ୍ଥନରୁ ମିଳିଥିବା ଅମୃତ ଖାଇ ଦେବତାମାନେ ଅମର। ମନ୍ଥନ କାର୍ଯ୍ୟରେ ଅସୁରମାନେ ଭାଗ ନେଇଥିଲେ ବି ସେମାନଙ୍କୁ ତାହା ମିଳି ନ ଥିଲା। ଦେବତାମାନେ ସବୁ…

ସମବାୟ ବିକାଶ ଲକ୍ଷ୍ୟ

ଓଡ଼ିଶାର ସାମାଜିକ, ଅର୍ଥନୈତିକ ବିକାଶ କ୍ଷେତ୍ରରେ କୃଷିଋଣ ପ୍ରଦାନ, ଋଣ ଆଦାୟ, କୃଷିଜାତ ପଦାର୍ଥର ବିପଣନ ଏବଂ ଲୋକଙ୍କ ଗ୍ରାମୀଣ ଜୀବିକା ନିର୍ବାହ କ୍ଷେତ୍ରରେ ସମବାୟ ଆନ୍ଦୋଳନ…

ଆମେରିକା ସହିତ ଚୁକ୍ତି ଉପରେ ଆଲୋଚନା ମଧ୍ୟରେ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନ ଦେଲେ ଇସ୍ତଫା? ଦାବିର ଜବାବ ଦେଲା ତେହରାନ

ତେହରାନ,୧।୬: ଆମେରିକା ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ଆଲୋଚନା ମଧ୍ୟରେ, ଆଶ୍ଚର୍ଯ୍ୟଜନକ ରିପୋର୍ଟ ପ୍ରକାଶ ପାଇଛି ଯେଉଁଥିରେ ଦାବି କରାଯାଇଛି ଯେ ଇରାନ ରାଷ୍ଟ୍ରପତି ମାସୁଦ…

ଦୂରହେଉନି ଚୁକ୍ତିନାମା ଅନିଶ୍ଚିତତା

ଓ୍ବାଶିଂଟନ/ତେହରାନ୍‌,୧।୬: ଇରାନ ଓ ଆମେରିକା ମଧ୍ୟରେ ସ୍ଥାୟୀ ଯୁଦ୍ଧବିରତିକୁ ନେଇ ଅନିଶ୍ଚିତତାର ଅନ୍ତ ହେଉନାହିଁ। ଯୁଦ୍ଧ ବନ୍ଦ ଲାଗି ଆମେରିକା ଇରାନ ପାଖକୁ କେତେକ କଠୋର ସର୍ତ୍ତ ପଠାଇଥିଲା।…

କଟକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା

କଟକ,୧ା୬: ପ୍ରେସ୍‌ ଛକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ମାଛ ମାର୍କେଟ ଜଳି ପୋଡ଼ି ପାଉଁଶ ହୋଇଯାଇଥିବାବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri