ଲୋକଙ୍କୁ ମାକ୍ସ ପିନ୍ଧାଇ ସଚେତନ କଲା ଗଞ୍ଜାମ ପୋଲିସ

ଗଞ୍ଜାମ,୨୯ା୪(ଡି.ଏନ୍‌.ଏ.)- ବର୍ତ୍ତମାନ କରୋନା ଭୂତାଣୁ ସାରା ବିଶ୍ୱରେ କାୟାବିସ୍ତାର କରି ଚାଲିଛି। ଏଥିପାଇଁ ସରକାର ଓ ଜିଲା ପ୍ରଶାସନ କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସାମାଜିକ ଦୂରତା, ସର୍ବସାଧାରଣ ସ୍ଥାନରେ ଛେପ ନ ପକାଇବା ଏବଂ ମାକ୍ସ ବ୍ୟବହାର ନେଇ କଟକଣା ଜାରି ହୋଇଛି। ଗଞ୍ଜାମ ଥାନା ଅଧିକାରୀ ଦିଲ୍ଲୀପ କୁମାର ସାହୁଙ୍କ ନେତୃତ୍ୱରେ ସେକେଣ୍ଡ ଅଫିସର ଶ୍ରୀଚନ୍ଦନ ବେହେରା, ଏଏସ୍‌ଆଇ ତ୍ରିନାଥ ପଟ୍ଟନାୟକ ପ୍ରମୁଖ ବୁଧବାର ଗଞ୍ଜାମ ସହରର ବିଭିନ୍ନ ୱାର୍ଡ, ସାହି ସାହି ବୁଲି ଲୋକଙ୍କୁ ସଚେତନ କରାଇବା ସହ ମାକ୍ସ ପିନ୍ଧାଉଥିବା ଦେଖିବାକୁ ମିଳିଥିଲା। ବର୍ତ୍ତମାନ ସୁରଟରୁ ପ୍ରବାସୀ ଓଡ଼ିଆ ଆସୁଛନ୍ତି। ସେମାନଙ୍କ ପାଇଁ ସମସ୍ତ ବ୍ୟବସ୍ଥା ସରିଥିବାବେଳେ ଏହିଭଳି ସଚେତନତା କାର୍ଯ୍ୟ ଜାରିରହିବ ବୋଲି ଆଇଆଇସି ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିନ୍ନକ୍ଷମ ସଶକ୍ତୀକରଣ ଯୋଜନା ବାଟବଣା

ଭଦ୍ରକ ଅଫିସ, ୩।୧୨- ଭିନ୍ନକ୍ଷମମାନଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ ସରକାରଙ୍କ ବିଭିନ୍ନ ଯୋଜନା କାର୍ଯ୍ୟ କରୁଛି। ମାତ୍ର ତୃଣମୂଳ ସ୍ତରରେ ଏହି ଯୋଜନାର...

ଅତିଥିଙ୍କୁ ମିଳୁନି ଆତିଥ୍ୟ

ବଇଣ୍ଡା, ୧୭ା୧୧(ପରିକ୍ଷିତ ସାହୁ) ନେତା, ମନ୍ତ୍ରୀ, ସରକାରୀ ଅଧିକାରୀ, ପର୍ଯ୍ୟଟକ ଏବଂ ଅନ୍ୟ ଅତିଥିଙ୍କୁ ସରକାରୀ ଆତିଥ୍ୟ ପ୍ରଦାନ ପାଇଁ ବିଭିନ୍ନ ସ୍ଥାନରେ ପୂର୍ତ୍ତ ବିଭାଗର...

ନାଲକୋରେ ଭାଙ୍ଗିଲା ପାଚେରୀ: ୪ଲକ୍ଷରୁ ଊର୍ଦ୍ଧ୍ୱ କ୍ଷୟକ୍ଷତି, ଗୋଟିଏ ଗାଁ ଅନ୍ଧାରରେ

ବଅଁରପାଳ,୨୭।୭(ଡି.ଏନ୍‌.ଏ): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଲକ୍ଷ୍ମଣପୁର ଗଁ। ନିକଟରେ ତିଆରି ହୋଇଥିବା ନାଲକୋ ପାଚେରୀ ଶନିବାର ସକାଳୁ ଭାଙ୍ଗିଯାଇଛି। ଲଗାତାର ବର୍ଷା ହେବା ଯୋଗୁ...

୪୪ ଲକ୍ଷ ଟଙ୍କାରେ ସରପଞ୍ଚ ପଦ ନିଲାମ

ବଲାଙ୍ଗୀର ଅଫିସ,୧୭ା୧: ଗଣତନ୍ତ୍ରର ସଶକ୍ତିକରଣ, ତୃଣମୂଳସ୍ତରରୁ ଲୋକଙ୍କ ଭାଗିଦାରୀ ଏବଂ ବିକାଶମୂଳକ କାର୍ଯ୍ୟରେ ଜନସାଧାରଣଙ୍କ ସହଭାଗିତାକୁ ସୁଦୃଢ଼ କରୁଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ...

ଆଇନ ସହାୟତା କ୍ଲିନିକ

କଟକ ଅଫିସ,୨୪ା୬: ଓଡ଼ିଶା ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ ପରିସରରେ ବୁଧବାର ନୂତନ ଆଇନ୍‌ ସହାୟତା କ୍ଲିନିକ୍‌ କୋଠା ଉଦ୍‌ଘାଟିତ ହୋଇଛି। ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି...

ଖଟିଆରେ ମୃତଦେହ ବୁହାହେବା ଘଟଣା : ଓ୍ବାର୍ଡ ଆଟେଣ୍ଡାଣ୍ଟ ନିଲମ୍ବିତ, ଡାକ୍ତରଙ୍କୁ କାରଣ ଦର୍ଶାଅ ନୋଟିସ

ଦାରିଙ୍ଗବାଡ଼ି, ୩୦।୬(ଡି.ଏନ.ଏ)-ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟନ୍ଦ୍ରେରେ ଶ୍ରାନିକେତା ଅଞ୍ଚଳର କିରଣ ପ୍ରଧାନଙ୍କର ଶୁକ୍ରବାର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା। ପରିବାରଲୋକେ ମୃତଦେହକୁ ପ୍ରାୟ ୩କିମି ଦୂର ଶ୍ରାନିକେତାକୁ...

ସର୍ଭିସ ବନ୍ଧୁକରୁ ଗୁଳିକରି ଆତ୍ମହତ୍ୟା

ରାଇଘର, ୨।୧୦(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଫୁଟାନଡ଼ା ସିଆର୍‌ପିଏଫ୍‌ କ୍ୟାମ୍ପର ଜଣେ ଯବାନ ଶନିବାର ରାତିରେ ସର୍ଭିସ ବନ୍ଧୁକରୁ ନିଜକୁ ଗୁଳିକରି ଆତ୍ମହତ୍ୟା କରିଛନ୍ତି।...

ଦୌଡ଼ରେ ବିଜେଡିର ୪ କାଉନସିଲର

ଖୋର୍ଦ୍ଧା ଅଫିସ,୭ା୪ : ଖୋର୍ଦ୍ଧା ପୌର ପରିଷଦ ଉପାଧ୍ୟକ୍ଷ ପାଇଁ ଗୁରୁବାର ନିର୍ବାଚନ ଅନୁଷ୍ଠିତ ହେବ। ୨୨ ଓ୍ବାର୍ଡ ବିଶିଷ୍ଟ ଖୋର୍ଦ୍ଧା ପୌରପାଳିକାରେ ବିଜେଡି ୧୩ଟି...

Advertisement
Archives

Model This Week