ଲୋକଙ୍କୁ ସଚେତନ କରିବା ସହ ମାସ୍କ ବାଣ୍ଟୁଛନ୍ତି ଡାବୁଗାଁ ବିଧାୟକ

ପାପଡ଼ାହାଣ୍ଡି, ୨୦।୩(ଡି.ଏନ୍‌.ଏ.): କରୋନା ମୁକାବିଲା ଲାଗି ରାଜ୍ୟ ସରକାର ଆଗୁଆ ଅନେକ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ନବରଙ୍ଗପୁର ଜିଲା ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ଲୋକଙ୍କୁ ସଚେତନ କରିବା ସହ ମାସ୍କ ବାଣ୍ଟୁଛନ୍ତି।
ଶୁକ୍ରବାର ସେ ପାପଡ଼ାହାଣ୍ଡି ଓ ମାଝୀଗୁଡାଠାରେ ପହଞ୍ଚିି ଲୋକଙ୍କୁ ପ୍ରଥମେ କରୋନା ରୋଗର ଲକ୍ଷଣ ସମ୍ପର୍କରେ ଅବଗତ କରାଇଥିଲେ। ସମସ୍ତେ ମାସ୍କ ପିନ୍ଧିବା ସହ ହାତକୁ ଭଲ ଭାବେ ଧୋଇବା ଉଚିତ। ଥଣ୍ଡା, ଖାସ, ଜ୍ୱରର ଲକ୍ଷଣ ଦେଖାଦେଲେ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନେବା ଲାଗି ସେ ଲୋକଙ୍କୁ ବୁଝାଇଥିଲେ। ଏ ନେଇ ଲୋକେ ତାଙ୍କୁୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଭାଗବଣ୍ଟାରୁ ସାନ ଭାଇଙ୍କୁ ହତ୍ୟା

ଧରାକୋଟ,୧୧ା୧୨(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବଡଗଡ଼ ଥାନା ଅଧୀନ ଜଗନ୍ନାଥପୁର ଶାସନ ଗ୍ରାମରେ ଜମି ଭାଗବଣ୍ଟାକୁ ନେଇ ନିଲୁ ବିଷୋୟୀଙ୍କୁ ହତ୍ୟା...

ଦୁର୍ଦ୍ଦାନ୍ତ ଅପରାଧୀ ସନ୍ତୁଙ୍କୁ ଏନ୍‌କାଉଣ୍ଟର

ପୁରୀ,୧୧।୧୨: ପୁରୀରେ ସୋମବାର ଏକ ଏନ୍‌କାଉଣ୍ଟର ହୋଇଛି। ଏଥିରେ ଦୁର୍ଦ୍ଦାନ୍ତ ଅପରାଧୀ ସନ୍ତୁ ବାରିକ ଆହତ ହୋଇଛନ୍ତି। ସନ୍ତୁଙ୍କ ଗୋଡ଼ରେ ଗୁଳି ବାଜିଥିବା ଜଣାପଡିଛି। ତାଙ୍କୁ...

କଳା ଟଙ୍କାରେ ଭୋଟ କିଣିବା ଥିଲା ଯୋଜନା: ଭାଜପା ନେତା

ଛତ୍ରପୁର,୧୧।୧୨(ସନ୍ତୋଷ ପାଢ଼ୀ ): କେନ୍ଦ୍ରୀୟ ଆୟକର ବିଭାଗ ଓଡ଼ିଶାରେ ଜବତ କରିଥିବା କଳା ଟଙ୍କାକୁ ନେଇ ରାଜନୀତି ତେଜିବାରେ ଲାଗିଛି। ଯେଉଁଭଳି ଭାବେ ଓଡ଼ିଶାରେ ବିଜେଡି...

ଆଇଡି ବିସ୍ଫୋରଣରେ ୨ ଯବାନ ଗୁରୁତର

ମାଲକାନଗିରି,୧୧।୧୨: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକମାରେ ମାଓବାଦୀଙ୍କ ଆଇଡି ବିସ୍ଫୋରଣରେ ୨ ଯବାନ ଗୁରୁତର  ହୋଇଛନ୍ତି। ସେମାନଙ୍କୁ ରାୟପୁର ସ୍ଥାନାନ୍ତର କରାଯାଇଛି। ସକାଳେ ଡ଼ାମବାମ...

ରଶି ଲଗାଇ ଜୀବନ ହାରିଲେ ଶିକ୍ଷକ: କାରଣ ଖୋଜୁଛି ପୋଲିସ

ଲାଞ୍ଜିଗଡ଼,୧୧।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ନର୍ଲା ଥାନା ସିକେରକୂପା ଫାଣ୍ଡି ଅଧୀନ କାଉଗୁଡା ଗ୍ରାମରେ ସୋମବାର ଜଣେ ଶିକ୍ଷକ ଘରେ ରଶି...

ଷଷ୍ଠ ଦିନରେ ଆୟକର ବିଭାଗର ଚଢାଉ: ଭାଟି ମ୍ୟାନେଜରଙ୍କୁ ପଚରାଉଚରା

ବଲାଙ୍ଗୀର,୧୧।୧୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ମଦଭାଟି, ଅଫିସ ଓ ମଦ ବ୍ୟବସାୟୀଙ୍କ ବାସଭବନରେ ଚଢ଼ାଉ କରି ଆୟକର ବିଭାଗ ଜବତ କରିଥିବା କୋଟି କୋଟି...

ବାପା ପୁଅଙ୍କୁ ଏସିଡ୍‌ ମାଡ଼ 

ପୁରୀ,୧୧।୧୨: ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଗୋମୁଣ୍ଡିଆ ପଞ୍ଚାୟତ ଉଆସପଦର ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିବାଡ଼ି ବିବାଦକୁ ନେଇ  ଏସିଡ୍‌ ମାଡ଼...

ପ୍ରାତଃଭ୍ରମଣରେ ଯାଇଥିବା ବେଳେ ବୃଦ୍ଧଙ୍କ ଗଳାକାଟି ହତ୍ୟା

ବ୍ରହ୍ମପୁର,୧୧ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ଅନ୍ତର୍ଗତ ଗାନ୍ଧୀନଗର ଦ୍ବିତୀୟ ଲାଇନ୍‌ରେ ସୋମବାର ଏକ ଘର ସମ୍ମୁଖରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଜଣେ ବୃଦ୍ଧଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri