ଲୋକଙ୍କୁ ସଚେତନ କରିବା ସହ ମାସ୍କ ବାଣ୍ଟୁଛନ୍ତି ଡାବୁଗାଁ ବିଧାୟକ

ପାପଡ଼ାହାଣ୍ଡି, ୨୦।୩(ଡି.ଏନ୍‌.ଏ.): କରୋନା ମୁକାବିଲା ଲାଗି ରାଜ୍ୟ ସରକାର ଆଗୁଆ ଅନେକ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ନବରଙ୍ଗପୁର ଜିଲା ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ଲୋକଙ୍କୁ ସଚେତନ କରିବା ସହ ମାସ୍କ ବାଣ୍ଟୁଛନ୍ତି।
ଶୁକ୍ରବାର ସେ ପାପଡ଼ାହାଣ୍ଡି ଓ ମାଝୀଗୁଡାଠାରେ ପହଞ୍ଚିି ଲୋକଙ୍କୁ ପ୍ରଥମେ କରୋନା ରୋଗର ଲକ୍ଷଣ ସମ୍ପର୍କରେ ଅବଗତ କରାଇଥିଲେ। ସମସ୍ତେ ମାସ୍କ ପିନ୍ଧିବା ସହ ହାତକୁ ଭଲ ଭାବେ ଧୋଇବା ଉଚିତ। ଥଣ୍ଡା, ଖାସ, ଜ୍ୱରର ଲକ୍ଷଣ ଦେଖାଦେଲେ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନେବା ଲାଗି ସେ ଲୋକଙ୍କୁ ବୁଝାଇଥିଲେ। ଏ ନେଇ ଲୋକେ ତାଙ୍କୁୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଭିମାନ ଅଞ୍ଚଳରେ ଆରମ୍ଭ ହେଲା ବୋଟ୍‌ ଆମ୍ବୁଲାନ୍ସ ସେବା

ଚିତ୍ରକୋଣ୍ଡା,୨୬ା୧(ଡି.ଏନ୍‌.ଏ.): ୭୩ତମ ସାଧାରଣତନ୍ତ୍ର ଦିବସ ଅବସରରେ ଗୁରୁପ୍ରିୟା ସେତୁଠାରେ ବିଏସ୍‌ଏଫ୍‌ ଡିଆଇଜି ସଞ୍ଜୟ କୁମାର ସିଂ, ଚିତ୍ରକୋଣ୍ଡା ତହସିଲଦାର ଟି. ପଦ୍ମନାଭ ଦୋରା, ବିଡିଓ ରାହୁଲ...

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ଖୋର୍ଦ୍ଧା ଅଫିସ,୭।୧୨: ଜଳସେଚନ ବିଭାଗର ଅତିରିକ୍ତ ସହକାରୀ ନିର୍ବାହୀ ଯନ୍ତ୍ରୀ କାମଦେବ ବିଶ୍ବାଳଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଚଢାଉ କରିଛି। ବିଲ ପାସ କରାଇଦେବା ପାଇଁ...

ନିମାପଡ଼ା-କୋଣାର୍କ ରୁଟ୍‌ରେ ‘ମୋ ବସ୍‌’କୁ ବିରୋଧ

ନିମାପଡ଼ା,୨୦।୯(ଡି.ଏନ୍‌.ଏ.): ଭୁବନେଶ୍ୱରରୁ ଦୈନିକ ନିମାପଡ଼ା-କୋଣାର୍କ ରୁଟ୍‌ରେ ୮ଟି ମୋ ବସ୍‌ ଚଳାଚଳ କରୁଛି। ହେଲେ ଉକ୍ତ ରାସ୍ତାରେ ମୋ ବସ୍‌ଗୁଡ଼ିକର ରୋଡ୍‌ ପରମିଟ୍‌ ନ ଥାଇ...

ବ୍ରାଉନସୁଗାର ବେପାରରେ ୩ ଛାତ୍ର

ଜୟପୁର,୨୦ା୯(ନି.ପ୍ର.): ଗେଟଗୁଡ଼ା ନିକଟସ୍ଥ ଆମ୍ବତୋଟାରେ ସୋମବାର ଜୟପୁର ଟାଉନ ଥାନା ପୋଲିସ ଚଢ଼ାଉକରି ବ୍ରାଉନସୁଗାର ଜବତ କରିଛି। ଜବତ ବ୍ରାଉନସୁଗାରର ପରିମାଣ ୨.୭୧ ଗ୍ରାମ। ଏହି...

ପ୍ରତିଶ୍ରୁତି ପରେ ଭାଙ୍ଗିଲା ଆମରଣ ଅନଶନ

ଆନନ୍ଦପୁର,୧୩।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଢେଙ୍କା ପଞ୍ଚାୟତ ସଙ୍ଗମ ଗ୍ରାମର ଦୁଇ ପରିବାର ନ୍ୟାୟ ପାଇଁ ଆନନ୍ଦପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ...

ଲୁଣ କଳାବଜାର ଉପରେ ଚଢାଉ କଲେ ତହସିଲଦାର ଗୋଟିଏ ଦୋକାନ ସିଲ୍‌,ମାଲିକ ଥାନାରେ ଅଟକ

କାଲିମେଳା,୨୧ା୫(ଡି.ଏନ.ଏ.)-ମାଲାକନଗିରି ଜିଲାର ବିଭିନ୍ନ ସ୍ଥାନରେ ଲୁଣ କଳାବଜାର ହେଉଥିବା ଅଭିଯୋଗ ହୋଇଛି। ଲୁଣ ଏକ ଅତ୍ୟାବଶ୍ୟକୀୟ ସାମଗ୍ରୀ ହୋଇଥିବାରୁ ଗୁରୁବାର କାଲିମେଳାରେ ତହସିଲଦାର ଆଲୋକ କୁମାର...

କରୋନା ଦୁଃଖ: କ୍ୱାରାଣ୍ଟାଇନ୍‌ ଅବଧି ସରି ନ ଥିବାରୁ ମା’ଙ୍କ ମୁଁହରେ ମୁଖାଗ୍ନି ଦେଇପାରିଲେନି ପୁଅ

ଛତ୍ରପୁର, ୧୬।୫(ଡି.ଏନ୍‌.ଏ.)- କରୋନା ମୁକାବିଲାକୁ ନେଇ ସାରା ଦେଶରେ ଲକ୍‌ଡାଉନ୍‌ କଟକଣା। ଏପରିକି ସଂକ୍ରମଣ ଆଶଙ୍କାରେ ବାହାରୁ ଫେରୁଥିବା ପ୍ରବାସୀମାନଙ୍କୁ ରାଜ୍ୟର ବିଭିନ୍ନ କ୍ୱାରାଣ୍ଟାଇନ ସେଣ୍ଟରରେ...

ପଡିଆରେ ପଢ଼ୁଛନ୍ତି ଛାତ୍ରୀଛାତ୍ର

ଆନନ୍ଦପୁର/କଣ୍ଟିପାଳ,୨୦।୫ (ସ୍ବ.ପ୍ର./ଡି.ଏନ୍‌.ଏ.) ୫ଟି ଯୋଜନାରେ ବିଦ୍ୟାଳୟର ନୂତନ ରୂପରେଖ ଦିଆଯାଉଛି। ସରକାରୀ ବିଦ୍ୟାଳୟ ପ୍ରତି ଛାତ୍ରଛାତ୍ରୀମାନଙ୍କୁ ଆକୃଷ୍ଟ କରିବାକୁ ବିଦ୍ୟାଳୟକୁ ଏକ ଶୈକ୍ଷିକ ବାତାବରଣ ଦେବାକୁ...

Advertisement
Archives

Model This Week