Posted inଫୁରସତ

ଲୋକଙ୍କ ଧ୍ୟାନ ଆକର୍ଷଣ କରୁଛି ଏହି ପରିବା ଦୋକାନ

ମହାରାଷ୍ଟ୍ରର ଔରଙ୍ଗାବାଦ ସହରରେ ଥିବା ଏକ ପରିବା ଦୋକାନ ଲୋକଙ୍କ ଦୃଷ୍ଟି ଆକର୍ଷଣ କରୁଛି। ଏଠାରେ ଥିବା ଏକ ପରିବା ଦୋନ ଆଗରେ ଏକ ବୋର୍ଡ ରଖାଯାଇଛି। ଯେଉଁଥିଲେ ଲେଖାଯାଇଛି, ଯଦି ସମ୍ଭବ କିଣନ୍ତୁ, ନଚେତ୍‌ ମାଗଣାରେ ନେଇଯାନ୍ତୁ। ଏହି ପରିବା ଦୋକାନଟିକୁ ଜଣେ ଯୁବକ ଚଲାଇଛନ୍ତି। ରାହୁଲ ଲାଓ୍ବଡେ ନାମକ ଏହି ଯୁବକଙ୍କ ଜଣଙ୍କ ସ୍ନାତକ ପାସ୍‌ କରି ଏକ ଘରୋଇ କମ୍ପାନୀରେ କାମ କରନ୍ତି। ଏବେ ଦେଶରେ ଲକ୍‌ଡାଉନ୍‌ ଯୋଗୁ ଆର୍ଥିକ ଅସୁବିଧାର ସମ୍ମୁଖୀନ ହେଉଥିବା ଲୋକଙ୍କୁ ସେ ପନିପରିବା ଯୋଗାଉଛନ୍ତି। ଲକ୍‌ଡାଉନ୍‌ ସମୟରେ କମ୍ପାନୀ ତାଙ୍କୁ ଦରମା ଦେବା ବନ୍ଦ କରିଦେବାରୁ ରାହୁଲ ରୋଜଗାର ପାଇଁ ପିତାଙ୍କ ସହ ପନିପରିବା ବିକ୍ରୟ କରିବାକୁ ନିଷ୍ପତ୍ତି ନେଇଥିଲେ। ପ୍ରାରମ୍ଭରେ ସେ ଅନ୍ୟ ପନିପରିବା ବିକ୍ରେତାଙ୍କ ପରି ବଜାର ମୂଲ୍ୟରେ ପନିପରିବା ବିକ୍ରି କରୁଥିଲେ କିନ୍ତୁ ପରେ ସେ ଗରିବ ଲୋକଙ୍କୁ ମାଗଣାରେ ପନିପରିବା ଦେବାକୁ ସ୍ଥିର କଲେ ବୋଲି ରାହୁଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ବିଲେଇକୁ ଯିଏ ଦେଖୁଛି, ସେ ଘଡ଼ିଏ ଅଟକି ଚାହୁଁଛି; ଜାଣନ୍ତୁ ଏହାର ସ୍ବତନ୍ତ୍ରତା…

ଜାପାନର ରାଜଧାନୀ ଟୋକିଓରେ ବହୁତଳ ପ୍ରାସାଦ ବିଶିଷ୍ଟ କୋଠାର ଏକ ଫ୍ଲୋରର ବାଲ୍‌କୋନିରେ ଏକ ବିଲେଇ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି। ବିଲେଇଟିକୁ ଯିଏ ଦେଖୁଛି, ସେ...

୩୦ବର୍ଷ ହେଲା ସାପ ବିଷକୁ ଶରୀରକୁ ପ୍ରବେଶ କରାଉଛନ୍ତି ଏହି ବ୍ୟକ୍ତି

ଶୀର୍ଷକ ପଢ଼ି ଆଶ୍ଚର୍ଯ୍ୟ ହେଉଥିବେ, ମାତ୍ର ଏହା ସମ୍ପୂର୍ଣ୍ଣ ସତ। ରକ୍‌ ସିଙ୍ଗର୍‌ ଷ୍ଟିଭ୍‌ ଲୁଡ୍‌ୱିନ୍‌ ବିଷାକ୍ତ ସାପ ବିଷକୁ ଶରୀରରେ ପ୍ରବେଶ କରାଇ ମଧ୍ୟ...

ନୂଆ ଟ୍ରେଣ୍ଡ୍‌ : ଟ୍ରାଇବାଲ ଆର୍ଟ

ଭୁବନେଶ୍ୱର,୧୧।୧୦(ବ୍ୟୁରୋ) : ପଞ୍ଚତାରକା ହୋଟେଲରୁ ଆରମ୍ଭକରି ନାମୀଦାମୀ ଅଫିସର ଲବି ପର୍ଯ୍ୟନ୍ତ, ଲ୍ୟାଭିସ୍‌ ରେସ୍ତୋରାଁରୁ ଲୋକଙ୍କ ଡ୍ରଇଂ ରୁମ୍‌ ପର୍ଯ୍ୟନ୍ତ, ଆଜିକାଲି ଅଧିକାଂଶ ସ୍ଥାନରେ ଦେଖିବାକୁ...

କୁକୁରକୁ ଖାଇବାକୁ ଦେଇ ହ୍ରଦରେ ଫିଙ୍ଗିଦେଲେ ଯୁବକ: ଭିଡିଓ ଭାଇରାଲ

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଜଣେ ଯୁବକ ଏକ କୁକୁରକୁ ରାସ୍ତାରୁ ଉଠାଇ ହ୍ରଦକୁ ଫିଙ୍ଗି ଦେଉଥିବା ଭିଡିଓ ବେଶ...

ପାକିସ୍ତାନରେ ବି ରହିଛି ମନ୍ଦିର ପାଖରେ ମସଜିଦ୍‌: ଲୋକେ ପାଳନ୍ତି ଇଦ୍‌-ହୋଲି-ଦିଓ୍ବାଲି

ଇସଲାମାବାଦ୍‌: ପୃଥିବୀରେ ଭିନ୍ନ ଭିନ୍ନ ସମ୍ପ୍ରଦାୟର ମଣିଷ ମଣିଷ ମଧ୍ୟରେ ଭେଦଭାବ ବଢ଼ିଚାଲିଛି। ତେବେ ପାକିସ୍ତାନର ଏକ ସହର ସାମ୍ପ୍ରଦାୟିକ ସଦ୍‌ଭାବର ବାର୍ତ୍ତା ଦେଇଥାଏ। ସହରରେ...

୬ ଗୃହପାଳିତ ପ୍ରାଣୀଙ୍କ ଲାଗି ୯ ଲକ୍ଷ ୬୦ ହଜାରରେ ବିମାନ ବୁକ୍‌ କଲେ ମାଲିକ

ନୂଆଦିଲ୍ଲୀ, ୬।୬: କରୋନା ସଂକ୍ରମଣ ଯୋଗୁ ଦେଶରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଜଣେ ମାଲିକ ନିଜ ଗୃହପାଳିତ ପ୍ରାଣୀଙ୍କୁ ଦିଲ୍ଲୀରୁ ମୁମ୍ବାଇ ଆଣିବା ଲାଗି ୯...

ଡାକ୍ତରଖାନାରେ ଗରିବଙ୍କୁ ମିଳୁଛି ମାଗଣା ଖାଦ୍ୟ

ମହାରାଷ୍ଟ୍ରର ଅମରାବତୀର ହର୍ବିନ୍‌ ସରକାରୀ ଡାକ୍ତରଖାନାରେ ଗରିବଙ୍କୁ ମିଳୁଛି ମାଗଣା ଖାଦ୍ୟ ସୁବିଧା। ଶିଖ୍‌ ସଂପ୍ରଦାୟର ‘ଦଶବନ୍ଦ’ ଶିକ୍ଷା ମାଧ୍ୟମରେ ଆରମ୍ଭ ହୋଇଛି ‘ଜଲାରାମ ପାନପୋଇ...

ଚତୁରତାର ସହ ସାପ ପିଠିରେ ବସି ଯାଉଛି ବେଙ୍ଗ, ଆଉ ତା ପରେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା...

Advertisement
Archives

Model This Week