Posted inଜାତୀୟ

ଲୋକଙ୍କ ପାଇଁ ବନ୍ଦ ହେଲା ରାଷ୍ଟ୍ରପତି ଭବନ

ନୂଆଦିଲ୍ଲୀ,୧୩।୩(ପି.ଟି.): କରୋନା ଭୟରେ ରାଷ୍ଟ୍ରପତି ଭବନରେ ବାହାର ଲୋକଙ୍କ ପ୍ରବେଶକୁ ଶୁକ୍ରବାରଠାରୁ ବନ୍ଦ କରିଦିଆଯାଇଛି। ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ରାଷ୍ଟ୍ରପତି ଭବନ ପରିସରକୁ କୌଣସି ପର୍ଯ୍ୟଟକ ଯାଇପାରିବେ ନାହିଁ ବୋଲି ଏକ ବିବୃତିରେ କୁହାଯାଇଛି। ରାଷ୍ଟ୍ରପତି ଭବନ ମ୍ୟୁଜିୟମ କମ୍ପ୍ଲେକ୍ସ ଓ ଚେଞ୍ଜ୍‌ ଅଫ୍‌ ଗାର୍ଡ ଉତ୍ସବ ସର୍ବସାଧାରଣଙ୍କ ଲାଗି ବନ୍ଦ ରହିବ ବୋଲି ମୁଖପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri