ଲୋକନାଥଙ୍କୁ ଲାଗି ହେଲା ମକର ଚୂଳ

ପୁରୀ ଅଫିସ, ୧୫ା୧: ଶ୍ରୀଜଗନ୍ନାଥ ମନ୍ଦିରର ନୀତି ସହିତ ଶ୍ରୀଲୋକନାଥ ମନ୍ଦିର ନୀତି ଜଡ଼ିତ ରହିଛି। ପ୍ରସିଦ୍ଧ ମକର ପର୍ବ ଅବସରରେ ଲୋକନାଥ ଶୈବପୀଠରେ ମକର ପର୍ବ ପାଳିତ ହୋଇଛି। ଧନୁ ସଂକ୍ରାନ୍ତି ଦିନ ମା’ ପାର୍ବତୀ ବାପଘରକୁ ଯାଇଥିଲେ। ମକର ସଂକ୍ରାନ୍ତିରେ ମହାଦେବଙ୍କ ପାଇଁ ଆଭୂଷଣ ଓ ବ୍ୟଞ୍ଜନ ଧରି ଫେରିଥିଲେ। ଏହି ପରମ୍ପରା ସ୍ବରୂପ ବାଲିସାହିସ୍ଥିତ ବରାହୀ ମନ୍ଦିରରୁ ୨ଟି ମକର ଚୂଳ ଓ ମୁଅଁା ଲୋକନାଥଙ୍କ ପାଖକୁ ଯାଇଥିଲା। ମଧ୍ୟାହ୍ନ ଧୂପ ଏବଂ ବଡ଼ସିଂହାର ବେଶରେ ଠାକୁରଙ୍କୁ ମକର ଚୂଳ ଲାଗି କରାଯାଇଥିଲା। ସେହିପରି ବରାହୀଙ୍କ ପୀଠରୁ ଯାଇଥିବା ମକର ମୁଅଁା ଲୋକନାଥଙ୍କ ନିକଟରେ ଭୋଗ ହୋଇଥିଲା। ପଡ଼ିଯାତ୍ରା ଯୋଗାଣିଆ ଏବଂ ମନ୍ଦିର ପୂଜକ, ପାଳିଆ, ଘଣ୍ଟୁଆ, କାହାଳିଆଙ୍କ ଦ୍ୱାରା ଏହି କାର୍ଯ୍ୟ ସମ୍ପାଦିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମୁହାଁ ବିହାରୀ ମଦ ମାଫିଆ

ଭୋଗରାଇ,୨୦।୪(ଡି.ଏନ.ଏ.)-ବିହାରର ଦାଗୀ ମଦ ବେପାରୀ ଓ ମାଫିଆମାନେ ସେଠାରେ କଳା ତାଲିକାଭୁକ୍ତ ହେବା ପରେ ଏବେ ଓଡ଼ିଶା ମୁହଁା ହୋଇଛନ୍ତି। ନିକଟରେ ଓଡ଼ିଶା ସରକାର ପ୍ରଥମଥର...

ମହଙ୍ଗା ପଡ଼ିଲା ଏସ୍‌ଟିଏଫ୍‌ ନୋଟିସ୍‌ : ମେରିଟୋରିୟସ ପଦକ ହରାଇଲେ ଆଇଆଇସି

ଖୋର୍ଦ୍ଧା ଅଫିସ,୧୫।୮: ସ୍ବାଧୀନତା ଦିବସ ଅବସରରେ ଭୁବନେଶ୍ୱର ସୂଚନା ଭବନଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩୯ଜଣ ପୋଲିସ ଅଧିକାରୀ ଓ...

ଡେଲାଙ୍ଗରେ ଲୁଣାର ଉଗ୍ରରୂପ

ପୁରୀ ଅଫିସ/କଣାସ/ଡେଲାଙ୍ଗ/ନିମାପଡ଼ା (ସ୍ବ.ପ୍ର./ଡି.ଏନ୍‌.ଏ), ୨ା୯ : ଦୟା, ରାଜୁଆ, ଭାର୍ଗବୀ, ଧନୁଆ ପରେ ଏବେ ପୁରୀ ଜିଲାରେ ଲୁଣା ନଦୀ ଉଗ୍ରରୂପ ଧାରଣ କରିଛି। ଲୁଣା...

‘ମୁଁ ତୁମକୁ ଘୃଣା କରେ’

କପ୍ତିପଦା,୨୨ା୭(ଡି.ଏନ.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ଏସିଏଫ୍‌ ସାୈମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାକୁ ୮ ଦିନ ପୂରିଛି। ପାରଳାଖେମୁଣ୍ଡିରୁ ଭାୟା ବାଲେଶ୍ୱରର ଖଇରା ଓ ମୟୂରଭଞ୍ଜ ଜିଲା...

ଝରକା ଗ୍ରୀଲ୍‌ ତାଡ଼ି ୬ ଅନ୍ତେବାସୀ ଚମ୍ପଟ

ବ୍ରହ୍ମପୁର ଅଫିସ,୨୩।୧୧: ବାଳଅପରାଧୀଙ୍କୁ ସୁଧାରିବା ପାଇଁ ସରକାରଙ୍କ ଦ୍ୱାରା ପରିଚାଳିତ ବ୍ରହ୍ମପୁର ଜରଡ଼ା ବଙ୍ଗଳା ରାସ୍ତାରେ ଥିବା ବାଳସୁଧାର ଗୃହ ଏବେ ବିବାଦ ଘେରକୁ ଚାଲିଆସିଛି।...

ଚିନ୍ତା ବଢ଼ାଇଲାଣି ‘ଅମ୍ଫନ’: ମୁକାବିଲା ପାଇଁ ଧାମରାରେ ପହଞ୍ଚିଲା ଏନ୍‌ଡିଆର୍‌ଏଫ୍‌ ଟିମ୍‌

ଭଦ୍ରକ ଅଫିସ,୧୭।୫ – ଗୋଟିଏ ପଟେ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ସମ୍ଭାବ୍ୟ ବାତ୍ୟା ଅମ୍ଫନ୍‌କୁ ନେଇ ଜିଲାବାସୀ ଆତଙ୍କିତ ହୋଇପଡ଼ିଲେଣି।...

ବିନା ଇଞ୍ଜିନ୍‌ରେ ଗଡ଼ିଲା ମାଲ୍‌ବାହୀ ବଗି: ୧ କିଲୋମିଟର ଯିବା ପରେ ଓଲଟି ପଡ଼ିଲା, ଉଦ୍ଧାର କାର୍ଯ୍ୟ ଜାରି

ଝାରସୁଗୁଡ଼ା ଅଫିସ,୭ା୬: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଅଞ୍ଚଳରେ ରବିବାର ଭୋର୍‌ ସମୟରେ ଏକ ମାଲବାହୀ ଟ୍ରେନ୍‌ର କିଛି ବଗି ବିନା ଇଞ୍ଜିନ୍‌ରେ ପ୍ରାୟ ୧ କିଲୋମିଟର...

ସ୍କୁଲ ଅନୁଦାନ ଟଙ୍କା ଖାଇଗଲେ ପ୍ରଧାନ ଶିକ୍ଷକ

କୋକସରା,୧୭।୦୯(ଡି.ଏନ.ଏ):କଳାହାଣ୍ଡି ଜିଲା କୋକସରା ବ୍ଲକ ତୁନଗାଁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଉନ୍ନତିକରଣ ପାଇଁ ୨୦୧୯ରେ ୭୦ ହଜାର ଟଙ୍କା ଅନୁଦାନ ଆସିଥିଲା। ଅନୁଦାନରୁ ସ୍କୁଲର...

Advertisement


Archives

Model This Week