Posted inଫୁରସତ

ଲୋକପ୍ରିୟତା ସାଉଁଟୁଛି ଷ୍ଟାଚ୍ୟୁ ଅଫ୍‌ ୟୁନିଟି

ନୂଆଦିଲ୍ଲୀ: ଭାରତର ପ୍ରଥମ ଉପପ୍ରଧାନମନ୍ତ୍ରୀ ତଥା ଗୃହମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ସ୍ମୃତିରେ ଗୁଜରାଟଠାରେ ତିଆରି ହୋଇଛି ଷ୍ଟାଚ୍ୟୁ ଅଫ୍‌ ୟୁନିଟି। ଏହା ଦୁନିଆର ସବୁଠୁ ଉଚ୍ଚ ପ୍ରତିମୂର୍ତ୍ତି। ୧୮୨ ମିଟର ଉଚ୍ଚତା ବିଶିଷ୍ଟ ଏହି ମୂର୍ତ୍ତିକୁ ଦେଖିବା ପାଇଁ ପ୍ରତିଦିନ ଦେଶବିଦେଶରୁ ପର୍ଯ୍ୟଟକଙ୍କ ଭିଡ଼ ଜମୁଛି। ବର୍ଷକ ପୂର୍ବେ ଅନାବରଣ କରାଯାଇଥିବା ଏହି ମୂର୍ତ୍ତି ଆମେରିକାର ୧୩୩ ବର୍ଷ ପୁରୁଣା ଷ୍ଟାଚ୍ୟୁ ଅଫ୍‌ ଲିବର୍ଟିଠାରୁ ଅଧିକ ଲୋକପ୍ରିୟ ହେବାରେ ଲାଗିଛି। ଦୈନିକ ଏଠାକୁ ପାଖାପାଖି ୧୫ ହଜାର ପର୍ଯ୍ୟଟକ ଆସୁଛନ୍ତି। ୧ ନଭେମ୍ବର ୨୦୧୮ରୁ ୩୧ ଅକ୍ଟୋବର ୨୦୧୯ ମଧ୍ୟରେ ପର୍ଯ୍ୟଟକଙ୍କ ସଂଖ୍ୟା ୭୪ ପ୍ରତିଶତ ବୃଦ୍ଧି ପାଇଥିଲା। ଏବେ ପ୍ରତିଦିନ ପ୍ରାୟ ୧୫,୦୩୬ ଜଣ ପର୍ଯ୍ୟଟକ ଷ୍ଟାଚ୍ୟୁ ଅଫ୍‌ ୟୁନିଟି ଦେଖିବାକୁ ଆସୁଛନ୍ତି ବୋଲି ସର୍ଦ୍ଦାର ସରୋବର ନର୍ମଦା ନିଗମ ଲିମିଟେଡ ପକ୍ଷରୁ କୁହାଯାଇଛି। ଏଥିସହ ସପ୍ତାହ ଶେଷ ବେଳକୁ ପର୍ଯ୍ୟଟକଙ୍କ ସଂଖ୍ୟା ୨୨,୪୩୦ରେ ପହଞ୍ଚୁଛି। ନ୍ୟୁୟର୍କର ଷ୍ଟାଚ୍ୟୁ ଅଫ୍‌ ଲିବର୍ଟି ଦେଖିବା ପାଇଁ ପ୍ରତିଦିନ ପ୍ରାୟ ୧୦ହଜାର ପର୍ଯ୍ୟଟକ ଆସିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଇୱେରେ ଏକୁଟିଆ ଦେଖି ଲୁଟୁଥିଲେ, ଚାରି ଲୁଟେରାଙ୍କ ସହ ଛଅ ବାଇକ ଜବତ କଲା ପୁଇଁନ୍ତଲା ପୋଲିସ

ବଲାଙ୍ଗୀର,୧୦।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁନ୍ତଲା ପୋଲିସକୁ ପୁଣି ମିଳିଛି ସଫଳତା । ପୁଣି ଏକ ବାଇକ୍ ଲୁଟେରା ଗ୍ୟାଙ୍ଗକୁ ଧରିବାରେ ସଫଳତା ହୋଇଛି ପୋଲିସ…

ଭାରତ ପରେ ଏହି ଦେଶ ପାଇଁ ଟାରିଫ କମ୍‌ କଲେ ଟ୍ରମ୍ପ, କିଛି ଉତ୍ପାଦନ ହେଲା ଡ୍ୟୁଟି ଫ୍ରି

ଓ୍ବାଶିଂଟନ,୧୦।୨: ଭାରତ ପରେ, ଆମେରିକା ଏବଂ ବାଂଲାଦେଶ ମଧ୍ୟରେ ଏକ ନୂତନ ବାଣିଜ୍ୟ ଚୁକ୍ତିନାମା ହୋଇଛି, ଯାହା ଅଧୀନରେ ଆମେରିକା ମଧ୍ୟ ବାଂଲାଦେଶୀ ଉତ୍ପାଦ ଉପରେ ଶୁଳ୍କ…

୫୦ ଲକ୍ଷ ଟଙ୍କାର ଚାକିରି ଛାଡିଲେ, ଏବେ ମୋମୋ ବିକ୍ରି କରି ରୋଜଗାର କରୁଛନ୍ତି ୫ କୋଟି, ଏହି ବ୍ୟକ୍ତିଙ୍କ କାହାଣୀ…

ନୂଆଦିଲ୍ଲୀ,୧୦।୨: ଗୁରଗାଓଁର ଜଣେ ଯୁବ ଉଦ୍ୟୋଗୀ ସାକେତ ସୌରଭଙ୍କ କାହାଣୀ ଆଜିକାଲି ସୋସିଆଲ ମିଡିଆରେ ର୍ଚ୍ଚାରେ ଅଛି। ସାକେତ ୨୦୨୩ରେ ତାଙ୍କର ବାର୍ଷିକ ୫୨ ଲକ୍ଷ ଲାଭଜନକ…

ପ୍ରେମକୁ ମଜଭୁତ କରିବ ଟେଡି ଡେ’

ଭୁବନେଶ୍ୱର,୧୦ା୨(ସୌମ୍ୟରଞ୍ଜନ ରାଉତ):ଭାଲେଣ୍ଟାଇନ୍ସ ସପ୍ତାହର ତୃତୀୟ ଦିବସ ସୋମବାର ଚକୋଲେଟ୍‌ ଡେ’ରେ ପ୍ରେମୀଯୁଗଳ ପରସ୍ପରକୁ ଚକୋଲେଟ ଦେଇ ସମ୍ପର୍କରେ ମଧୁରତା ବୃଦ୍ଧି କରିଥିଲେ। ମଙ୍ଗଳବାର ଚତୁର୍ଥ ଦିବସକୁ ଟେଡି…

ରାତିରେ ବିଷମିଶା କ୍ଷୀର ପିଇ ଶୋଇପଡ଼ିଲେ ପୁରା ପରିବାର, ସକାଳୁ ୫ଜଣଙ୍କ…

ଲକ୍ଷ୍ନୌ,୧୦।୨: ଉତ୍ତର ପ୍ରଦେଶର ମଥୁରାରେ ଗୋଟିଏ ପରିବାରର ପାଞ୍ଚ ଜଣଙ୍କ ଦୁଃଖଦ ମୃତ୍ୟୁ ହୋଇଛି । ଏହା ସମଗ୍ର ଅଞ୍ଚଳକୁ ଚକିତ କରିଦେଇଛି । ଜିଲାର ମହାବନ…

ତୈଳ ସଙ୍କଟ ଦେଖାଦେଲେ କେତେ ଦିନ ପର୍ଯ୍ୟନ୍ତ ରହିପାରିବ ଭାରତ? ଜାଣନ୍ତୁ ଦେଶରେ କେତେ ତେଲ ଗଚ୍ଛିତ ଅଛି

ନୂଆଦିଲ୍ଲୀ,୧୦।୨: ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ ସୋମବାର (୯ ଫେବୃଆରୀ, ୨୦୨୬) ରାଜ୍ୟ ସଭାରେ ସୂଚନା ଦେଇଛନ୍ତି ଯେ ଭାରତରେ ୭୪ ଦିନ ପାଇଁ ତୈଳ…

ନିଜ ଦଳର ମନ୍ତ୍ରୀଙ୍କୁ ଘେରିଲେ ମୈଥିଳୀ ଠାକୁର: ଗୃହରେ ସମସ୍ତେ ଆଶ୍ଚର୍ଯ୍ୟ

ପାଟନା,୧୦।୧: ବିହାର ବିଧାନସଭାର ବଜେଟ ଅଧିବେଶନରେ ସରକାରୀ ହସ୍ପିଟାଲଗୁଡ଼ିକର ଶୋଚନୀୟ ଅବସ୍ଥା ପୁଣି ଥରେ ଆଲୋଚନାର କେନ୍ଦ୍ରବିନ୍ଦୁ ପାଲଟିଛି। ଏଥର ଯୁବ ବିଧାୟକ ଏବଂ ପ୍ରସିଦ୍ଧ ଲୋକ…

‘ୟେ ଦୋସ୍ତି ହମ୍‌ ନେହିଁ ତୋଡେଙ୍ଗେ’, ଭାରତକୁ ନେଇ ରୁଷିଆର ବଡ଼ ବୟାନ, ପାକିସ୍ତାନ ଶୁଣିଲେ…

ନୂଆଦିଲ୍ଲୀ,୧୦।୨: “ୟେ ଦୋସ୍ତି ହମ୍‌ ନେହିଁ ତୋଡେଙ୍ଗେ” ଶୋଲେର ଜୟ ଏବଂ ବୀରୁଙ୍କ ବନ୍ଧୁତା ଉପରେ ଆଧାରିତ ଏହି ଗୀତଟି ରୁଷିଆ ଏବଂ ଭାରତ ପାଇଁ ଉପଯୁକ୍ତ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri