ଲୋକମାନ୍ୟ ତିଳକ ଏକ୍ସପ୍ରେସ ଦୁର୍ଘଟଣାର ବିସ୍ତୃତ ତଦନ୍ତ ହେବ

ଭୁବନେଶ୍ୱର,୧୮।୧(ବ୍ୟୁରୋ): କଟକ ନିର୍ଗୁଣ୍ଡି ପାଖରେ ଲୋକମାନ୍ୟ ତିଳକ ଏକ୍ସପ୍ରେସ ଦୁର୍ଘଟଣାର ବିସ୍ତୃତ ତଦନ୍ତ କରାଯିବ ବୋଲି ରେଲଓ୍ବେ ସେଫ୍‌ଟି କମିଶନର ଏ.କେ. ରାୟ ଶନିବାର କହିଛନ୍ତି। ଘଟଣା ସମ୍ପର୍କରେ ଜାଣିବା ଲାଗି ଶୁକ୍ରବାର ସକାଳେ ଘଟଣାସ୍ଥଳକୁ ଯାଇଥିଲୁ। ଦୁର୍ଘଟଣାଦିନ ଯେପରି କୁହୁଡ଼ି ଥିଲା, ସେମିତି ଅବସ୍ଥାରେ ଅନୁଧ୍ୟାନ କଲୁ। ସିଗ୍ନାଲ, ଟ୍ରାକ୍‌, କୁହୁଡ଼ି ଆଦି ସବୁ ବିଷୟରେ ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯାଉଛି। ରେଳ କର୍ମଚାରୀଙ୍କ ସହ ପ୍ରତ୍ୟକ୍ଷଦର୍ଶୀଙ୍କୁ ବି ପଚରାଉଚରା କରାଯିବ। ଏ ନେଇ ଯେକୌଣସି ସାଧାରଣବ୍ୟକ୍ତି ହାଜର ହୋଇ ମତାମତ ଦେଇପାରିବେ। ପ୍ରାୟ ୧ ମାସ ମଧ୍ୟରେ ପ୍ରାଥମିକ ତଦନ୍ତ ରିପୋର୍ଟ ପ୍ରସ୍ତୁତ ହୋଇଯିବ। ତଦନ୍ତ ସାରି ରେଳ ମନ୍ତ୍ରାଳୟକୁ ରିପୋର୍ଟ ପ୍ରଦାନ କରାଯିବ। ଘଟଣା ପଛରେ କିଏ ଦାୟୀ ଏବେ କହିବା ସମୀଚୀନ ହେବ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ବିଏମ୍‌ସିର ଅବମାନନା: ବର୍ଷକ ପରେ ବି ଉଚ୍ଛେଦ ହୋଇପାରୁନି…

ଭୁବନେଶ୍ୱର,୩୦ା୫(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବାପାଇଁ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା ହାତକୁ ନିଆଯାଇଛି। ଏଥିମଧ୍ୟରେ ୮,୧୦୬ କୋଟି ଟଙ୍କାର ରିଙ୍ଗ୍‌ ରୋଡ୍‌ ପ୍ରସ୍ତାବ ସହିତ ରାଜଧାନୀକୁ…

ଆଜି ସାରା ରାଜ୍ୟରେ ବର୍ଷିବ: ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୩୦ା୫(ବନ୍ଦନା ସେଠୀ):କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଏବେ ତାପମାତ୍ରା ସାମାନ୍ୟ କମ୍‌ ରହିଛି। ଆସନ୍ତା ୬ଦିନ ଅର୍ଥାତ୍‌ ଜୁନ୍‌ ୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ସେହିପରି…

ଭିଡ଼ ନିୟନ୍ତ୍ରଣ ପାଇଁ ବିଭିନ୍ନ ଟ୍ରେନ୍‌ରେ ଅସ୍ଥାୟୀ ଭାବେ କୋଚ୍‌ ସଂଖ୍ୟା ବୃଦ୍ଧି

ଭୁବନେଶ୍ୱର, ୩୦।୫ (ବନ୍ଦନା ସେଠୀ): ଯାତ୍ରୀମାନଙ୍କୁ ଆରାମଦାୟକ ଭ୍ରମଣ ସୁବିଧା ଯୋଗାଇଦେବା ଏବଂ ବଢୁଥିବା ଯାତ୍ରୀ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଭାରତୀୟ ରେଳପଥ ପକ୍ଷରୁ କେତେକ…

ଆଜିଠୁ ଓଡ଼ିଶାରେ ଏସ୍‌ଆଇଆର୍‌: ସାମାନ୍ୟ ତ୍ରୁଟି ଥିଲେ…

ଭୁବନେଶ୍ୱର,୩୦।୫ (ସୁନିତ୍‌ ମିଶ୍ର): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁଯାୟୀ ରାଜ୍ୟରେ ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌)-୨୦୨୬ ଶନିବାରଠାରୁ ଆରମ୍ଭ ହେବ। ଆସନ୍ତା ଜୁନ୍‌ ୨୮ ପର୍ଯ୍ୟନ୍ତ ବିଏଲ୍‌ଓମାନେ ଘରକୁ ଘର…

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼…

ବଡବନ୍ଧ ପୁନଃରୁଦ୍ଧାର କାର୍ଯ୍ୟକୁ ନେଇ ରାଜନୈତିକ ଛକାପଞ୍ଝା: ନିର୍ବାହୀ ଅଧିକାରୀଙ୍କୁ …

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର) :ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଐତିହ୍ୟ ସମ୍ପନ୍ନ ବଡବନ୍ଧ ପୋଖରୀ ପୁନଃରୁଦ୍ଧାର କାର୍ଯ୍ୟନେଇ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ପୋଖରୀରୁ  ପଙ୍କ ଉଦ୍ଧାର…

ସଫଳତା ଦିଗରେ ଗଞ୍ଜାମରେ ଲକ୍ଷ୍ୟ ନିକେତନ: ଓପିଏସସିରେ କୃତିତ୍ୱ ଅର୍ଜନ କରିଥିବା ଭଞ୍ଜନଗର ଉପଖଣ୍ଡର ୪ଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର, ୨୯/୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କ ପ୍ରୟାସରେ ଜିଲ୍ଲାର ଯୁବତୀ-ଯୁବକମାନଙ୍କୁ ୟୁପିଏସସି ଓ ଓପିଏସସି ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ…

ପ୍ରେମିକ ସହ ସ୍ତ୍ରୀ ରଖୁଥିଲେ ଶାରୀରିକ ସମ୍ପର୍କ: ପ୍ଲାନ ପକାଇ ଧରିଦେଲେ ସ୍ବାମୀ, ଗୋଟେ ଘରେ ଉଲଗ୍ନ କରି…

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡପଡ଼ା ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ଘଟିଛି। ଘରେ ସ୍ଵାମୀଙ୍କ ଅନୁପସ୍ଥିତିରେ ସ୍ତ୍ରୀ ତାଙ୍କ ପ୍ରେମିକ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri