ଲୋକସେବା ଭବନରେ ନିଆଁ

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ଲୋକସେବା ଭବନରେ ଥିବା ସାଧାରଣ ପ୍ରଶାସନ ବିଭାଗ ରେକର୍ଡ ରୁମ୍‌ରେ ଶନିବାର ଅଗ୍ନିକାଣ୍ଡ ଘଟିଥିଲା। ସକାଳ ପ୍ରାୟ ୭ଟାରେ କାର୍ଯ୍ୟାଳୟରୁ ନିଆଁ ସହ ଧୂଆଁ ବାହାରୁଥିବା ଦେଖି କେୟାରଟେକର ଅଗ୍ନିଶମ ବିଭାଗକୁ ଫୋନ୍‌ କରିଥିଲେ। ସଚିବାଳୟ ଅଗ୍ନିଶମ ବିଭାଗର କର୍ମଚାରୀମାନେ ୨ ଦମକଳ ଗାଡ଼ି ସହ ସେଠାରେ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ। ତେବେ ଅଗ୍ନିକାଣ୍ଡରେ କିଛି ରେକର୍ଡପତ୍ର ପୋଡ଼ିଯିବା ସହ ସିଲିଂ କ୍ଷତିଗ୍ରସ୍ତ ହୋଇଛି। ଫ୍ୟାନ୍‌ ସୁଇଚ୍‌ରେ ବିଦ୍ୟୁତ୍‌ ଶର୍ଟସର୍କିଟରୁ ନିଆଁ ଲାଗିଥିବା ଅଗ୍ନିଶମ ଅଧିକାରୀ ଅନୁମାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁନ ୧୩ରେ ବାଚସ୍ପତି ନିର୍ବାଚନ

ଭୁବନେଶ୍ୱର,୮।୬(ବ୍ୟୁରୋ): ଆସନ୍ତା ଜୁନ୍‌ ୧୩ରେ ବାଚସ୍ପତି ନିର୍ବାଚନ। ଏଥିଲାଗି ଶୁକ୍ରବାର ପ୍ରାର୍ଥୀପତ୍ର ଦାଖଲ କରାଯିବ। ବରିଷ୍ଠ ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ର ବାଚସ୍ପତି ପଦ ଛାଡ଼ିବା...

ଏସ୍‌ସିବିରୁ ଚିହ୍ନଟ ହେଲେ ଆଉ ୨୪ ପଜିଟିଭ

କଟକ ଅଫିସ,୨୬ା୮- ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରୁ ବୁଧବାର ଆଉ ୨୪ ଜଣ ପଜିଟିଭ ଚିହ୍ନଟ ହୋଇନ୍ତି। ସେହିପରି ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ...

ବୁଧବାର ବସିବ ଭାଜପାର କାର୍ଯ୍ୟକାରିଣୀ ବୈଠକ

ଭୁବନେଶ୍ୱର,୨୭।୬(ବ୍ୟୁରୋ): ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ବୁଧବାର ଅନୁଷ୍ଠିତ ହେବ। ଚାଷୀ ନୀତି, ଦାଦନ ଶ୍ରମିକଙ୍କ ସଂଖ୍ୟା ବଢିବା, ଆଇନ ଶୃଙ୍ଖଳା ପରିସ୍ଥିତି, ମହିଳା ନିର୍ଯାତନା...

୨୫ରୁ ଆହୁରି ବଢ଼ିବ ତାତି ୪୪ ଡିଗ୍ରୀକୁ ଛୁଇଁବ ପାରଦ

ଭୁବନେଶ୍ୱର,୨୨ା୩(ବ୍ୟୁରୋ):ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଆରମ୍ଭ ହୋଇଛି। ପାରଦ ୪୦ ଡିଗ୍ରୀ ସେଲସିୟସକୁ ଟପିଗଲାଣି। ଆସନ୍ତା ୨୫ ତାରିଖରୁ ସମଗ୍ର ରାଜ୍ୟ ଆହୁରି ଉତ୍ତପ୍ତ ହେବ। ଦିନର...

ଦେଶ ବିରୋଧୀ ଶକ୍ତିଙ୍କ ଆଗରେ ମୁଣ୍ଡ ନୁଆଁଇବେ ନାହିଁ ରାହୁଲ: ଶରତ

ଭୁବନେଶ୍ବର, ୨୪ା୩(ବ୍ୟୁରୋ):ଭାରତ ବର୍ଷର ଗଣତନ୍ତ୍ର ଆଜି ବିପନ୍ନ। ନରେନ୍ଦ୍ର ମୋଦି ସରକାର ବ୍ୟକ୍ତିର ବାକ୍‌ ସ୍ବାଧୀନତା ଉପରେ ସମ୍ପୂର୍ଣ୍ଣରୂପେ ରୋକ୍‌ ଲଗାଇବା ପାଇଁ ୮ ବର୍ଷ...

ଶୀତରେ ଥରୁଛନ୍ତି ଅନ୍ତେବାସୀ

ବାରିପଦା ଅଫିସ,୧୮।୧୨-ମୟୂରଭଞ୍ଜ ଜିଲା ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଅଧୀନରେ ଥିବା ଆବାସିକ ବିଦ୍ୟାଳୟର ଅନ୍ତେବାସୀମାନେ ଶୀତ କଷ୍ଟ ଭୋଗୁଛନ୍ତି। ବିଭାଗ ପକ୍ଷରୁ...

କିଶୋରନଗରରେ ୪୨ ଡିଗ୍ରୀ ତାପମାତ୍ରା: ପାଣି ପାଇଁ ଜନଜୀବନ ହନ୍ତସନ୍ତ

ବଇଣ୍ଡା,୧୧।୬(ଡି.ଏନ.ଏ.)-ସାରା ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବାବେଳେ ବିଶେଷ କରି ଅନୁଗୋଳ ଜିଲାରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର କିଶୋରନଗର ବ୍ଲକରେ ୪୨ ଡିଗ୍ରୀରୁ ଊର୍ଦ୍ଧ୍ୱ...

ଅସ୍ତରଙ୍ଗ ବେଳାଭୂମିରେ ଲାଗିଛି ୪୮ ଫୁଟ ତିମିର ମୃତଦେହ, ଦେଖିବାକୁ ଲୋକଙ୍କ ଭିଡ

ଅସ୍ତରଙ୍ଗ,୬।୩(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗ ବେଳାଭୂମି ଗୁଣ୍ଡଳବା ନିକଟରୁ ପ୍ରାୟ ୪୮ ଫୁଟର ଏକ ମୃତ ତିମି ଉଦ୍ଧାର ହୋଇଛି। ଘଟଣାସ୍ଥଳରେ ବନବିଭାଗ ଟିମ୍‌, ପ୍ରାଣୀ...

Advertisement
Archives

Model This Week