ଲୋକ ସଭା ନିର୍ବାଚନରେ କଂଗ୍ରେସ ପାଇବ ୫୦ରୁ କମ୍‌ ଆସନ: ମୋଦି

ମୁମ୍ବାଇ,୨୭।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସକୁ କରିଛନ୍ତି ଟାର୍ଗେଟ୍‌। ଲୋକ ସଭା ନିର୍ବାଚନରେ କଂଗ୍ରେସ ୫୦ରୁ କମ୍‌ ଆସନ ପାଇବ। ତେଣୁ କଂଗ୍ରେସକୁ ଭୋଟ ଦେଇ ନିଜର ବହୁମୂଲ୍ୟ ଭୋଟ ନଷ୍ଟ କରନ୍ତୁ ନାହିଁ ବୋଲି ପ୍ରଧାନମନ୍ତ୍ରୀ ମୁମ୍ବାଇର ଏକ ନିର୍ବାଚନୀ ସଭାରେ କହିଛନ୍ତି। ଦେଶର ସୁରକ୍ଷିତ ଭବିଷ୍ୟତ ପାଇଁ ଭାଜପାକୁ ବହୁମତରେ ଜିତାଇବା ଲାଗି ସେ ଭୋଟରଙ୍କୁ ଅନୁରୋଧ କରିଛନ୍ତି। କଂଗ୍ରେସ ଶାସନ ସମୟରେ ଆତଙ୍କବାଦୀ ଆକ୍ରମଣ ହେଉଥିଲେ ମଧ୍ୟ ଏହାର ଉଚିତ ଜବାବ ଦିଆଯାଉ ନ ଥିଲା। ତେବେ ଭାଜପା ନେତୃତ୍ୱାଧୀନ ଏନଡିଏ ସରକାର ଆତଙ୍କବାଦୀଙ୍କୁ ଜବାବ ଦେବାରେ ସକ୍ଷମ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମ୍‌ପିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ: ବୁଥ୍‌କୁ ଯିବା ଉପରେ ଲାଗିଲା କଟକଣା

ବୁଲନ୍ଦସହର,୧୮।୪: ଉତ୍ତରପ୍ରଦେଶରେ ୮ଟି ଆସନ ପାଇଁ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହୋଇଛି। ଏହି ନିର୍ବାଚନ ସମୟରେ କେତେକ ସ୍ଥାନରେ ନିର୍ବାଚନୀ...

ପରଜଙ୍ଗ ବିଧାନସଭା:ବିଭୂତି ପ୍ରଧାନ ୨୮୩୩ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-ପରଜଙ୍ଗ ବିଧାନସଭା ଆସନରେ ଭାଜପା ଭଲ ପ୍ରଦର୍ଶନ ଜାରି ରଖିଛି। ୮ର୍ଥ ରାଉଣ୍ଡ ଶେଷ ସୁଦ୍ଧା ଭାଜପା ପ୍ରାର୍ଥୀ ବିଭୂତି ପ୍ରଧାନ ଆଗରେ ରହିଛନ୍ତି।...

ପ୍ରବୀଣଙ୍କ ହାତରେ ରହିବ ପ୍ରଚାର ମଙ୍ଗ

ବାରିପଦା ଅଫିସ,୨୨।୪: ମୟୂରଭଞ୍ଜ ଜିଲାରେ ନିର୍ବାଚନ ପ୍ରଚାର କାର୍ଯ୍ୟକୁ ଜୋରଦାର କରିବା ଲାଗି ଭାଜପା ରଣନୀତି ପ୍ରସ୍ତୁତ କରିଛି। ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା...

ବୁଧବାର ନର୍ମଦାଞ୍ଚଳରେ ମୋଦିଙ୍କ ନିର୍ବାଚନୀ ସଭା: ଲାଗିବ ୩୮ ଏସି; ସ୍ପ୍ରେ ହେବ ଥଣ୍ଡା ପାଣି

ଭୋପାଳ,୨୮।୪: ମଧ୍ୟପ୍ରଦେଶ ନର୍ମଦାଞ୍ଚଳରେ ପଞ୍ଚମ ପର୍ଯ୍ୟାୟରେ ହେବ ଲୋକ ସଭା ନିର୍ବାଚନ। ମେ ୬ରେ ଏଠାରେ ମତଦାନ କରାଯିବ। ନିର୍ବାଚନୀ ପ୍ରଚାର ପାଇଁ ପ୍ରବଳ ଗରମ...

କରହଲରୁ ଜିତିଲେ ଅଖିଲେଶ

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶରେ ଭାଜପା ବୃହତ ବିଜୟ ଆଡକୁ ଅଗ୍ରସର ହେଉଥିବା ବେଳେ ବିରୋଧୀ ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ କରହଲ ବିଧାନସଭା ଆସନରୁ ବିଜୟୀ...

ଭାଜପା ପ୍ରାର୍ଥୀଙ୍କୁ ମାଡ଼ ମାରି ଅଟକ

କାକଟପୁର, ୨୭।୪(ଡି.ଏନ୍‌.ଏ.): କାକଟପୁରର ଭାଜପା ବିଧାୟକ ପ୍ରାର୍ଥୀ ରବି ମଲ୍ଲିକଙ୍କୁ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଶ୍ରୀରାମପୁର ଗ୍ରାମରେ କେତେଜଣ ଲୋକ ଗୁରୁବାର ବିଳମ୍ବିତ ରାତିରେ ମାଡ଼ ମାରିବା...

ଝାରସୁଗୁଡ଼ା ଉପନିର୍ବାଚନ: ଟଙ୍କଧର ଭାଜପା ପ୍ରାର୍ଥୀ

ଭୁବନେଶ୍ୱର, ୧୨।୪(ବ୍ୟୁରୋ)-ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବୁଧବାର ବିଳମ୍ବିତ ସନ୍ଧ୍ୟାରେ ଭାଜପା ପ୍ରାର୍ଥୀ ଘୋଷଣା କରିଛି। ରାଜ୍ୟ ଯୁବମୋର୍ଚ୍ଚାର ପୂର୍ବତନ ସଭାପତି ଟଙ୍କଧର ତ୍ରିପାଠୀଙ୍କୁ ଟିକେଟ ପ୍ରଦାନ...

ମହେଶ ସାହୁ ୧୦୩୦୩ ଭୋଟରେ ଆଗୁଆ

ଢେଙ୍କାନାଳ ଅଫିସ, ୨୩ା୫-ଢେଙ୍କାନାଳ ଲୋକ ସଭା ଆସନରେ ୧୦ମ ରାଉଣ୍ଡ ଭୋଟ ଗଣତି ଫଳାଫଳ ସ୍ପଷ୍ଟ ହୋଇଛି। ଅପରାହ୍ନ ୨ଟା ସୁଦ୍ଧା ୪ ଲକ୍ଷ ୫୧...

Advertisement
Archives

Model This Week