Posted inଜାତୀୟ

ଲୋକ ସଭା ବାଚସ୍ପତି ଦୌଡ଼ରେ ୫ ବରିଷ୍ଠ ସଦସ୍ୟ

ନୂଆଦିଲ୍ଲୀ,୧୭।୬: ନୂଆ ଲୋକ ସଭାର ବାଚସ୍ପତି ନିର୍ବାଚନ ଜୁନ୍‌ ୧୯ରେ ହେବ। ଏହି ପଦବୀ ପାଇଁ ଭାଜପାର ୫ ସଦସ୍ୟଙ୍କ ନାମ ନେଇ ବେଶ୍‌ ଚର୍ଚ୍ଚା ହେଉଛି। ସେମାନଙ୍କ ମଧ୍ୟରେ ରହିଛନ୍ତି ମାନେକା ଗାନ୍ଧୀ, ରାଧାମୋହନ ସିଂ, ଏସ୍‌ଏସ୍‌ ଆଲୁଓ୍ବାଲିଆ, ବୀରେନ୍ଦ୍ର କୁମାର ଏବଂ ରମାପତି ରାମ ତ୍ରିପାଠୀଙ୍କ ନାମ ନେଇ ବେଶ୍‌ ଚର୍ଚ୍ଚା ହେଉଛି। ମାନେକା ଗାନ୍ଧୀ ୮ ଥର ଲୋକ ସଭାକୁ ନିର୍ବାଚିତ ହୋଇଛନ୍ତି। ସେହିପରି ବୀରେନ୍ଦ୍ର କୁମାର ନିର୍ବାଚିତ ହୋଇ ୭ ଥର ଲୋକ ସଭାକୁ ଆସିଛନ୍ତି। ରାଧାମୋହନ ସିଂ ଏମ୍‌ପି ଭାବେ ୬ଥର ଲୋକ ସଭାକୁ ଆସିଛନ୍ତି। ସେହିପରି ଏସ୍‌ଏସ୍‌ ଆଲୁଓ୍ବାଲିଆ ଦ୍ୱିତୀୟ ଥର  ଲୋକ ସଭାକୁ ନିର୍ବାଚିତ ହୋଇଛନ୍ତି। ରମାପତି ରାମ ତ୍ରିପାଠୀ ପ୍ରଥମ ଥର ଲୋକ ସଭାକୁ ଆସିଛନ୍ତି। ସେ ଭାଜପା ସଂଗଠନକୁ ସୁଦୃଢ଼ କରିବା ପାଇଁ କାମ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

ରାଜନୀତିରେ ହଲଚଲ୍! ସରକାରଙ୍କ ଆଗରେ ୩ ଦାବି ରଖିଲେ ରାହୁଲ, ଜାଣିଲେ….

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପେପର ଲିକ୍ ଏବଂ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ସମ୍ପର୍କରେ ଦିଲ୍ଲୀର ଇନ୍ଦିରା ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି…

‘ମୋତେ ଘୋଷାଡି ନେଉଥିବା ପୋଲିସ କହିଲା, ଏ ସରକାରକୁ ହଟାନ୍ତୁ’, ରାହୁଲଙ୍କ ବିସ୍ଫୋରକ ବୟାନ

ନୂଆଦିଲ୍ଲୀ,୨୨।୭: ଲୋକ ସଭାର ବିରୋଧୀ ଦଳ ନେତା , କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ନିଟ୍ (NEET) ପରୀକ୍ଷାରେ ପେପର୍ ଲିକ୍, ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଏବଂ ଶିକ୍ଷା…

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

CJP ଆନ୍ଦୋଳନକୁ ନେଇ କଡ଼ା ନିର୍ଦ୍ଦେଶ ଦେଲେ ଦିଲ୍ଲୀ ହାଇକୋର୍ଟ, କେନ୍ଦ୍ରକୁ ମାଗିଲେ…

ନୂଆଦିଲ୍ଲୀ,୨୨।୭: ପ୍ରଦର୍ଶନକାରୀଙ୍କ ବିରୋଧରେ ପୋଲିସର କାର୍ଯ୍ୟାନୁଷ୍ଠାନ ଏବଂ ଲାଠିଚାର୍ଜ ସମ୍ପର୍କିତ ଏକ ଆବେଦନର ଶୁଣାଣି କରିଛନ୍ତି ଦିଲ୍ଲୀ ହାଇକୋର୍ଟ । କେନ୍ଦ୍ର ସରକାର ଏବଂ ଦିଲ୍ଲୀ ପୋଲିସକୁ…

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ବିକ୍ଷୋଭ ପ୍ରଦର୍ଶନକୁ ନେଇ ବିରୋଧୀଙ୍କ ଉପରେ ବର୍ଷିଲେ ରାଜନାଥ ସିଂ, ଛାତ୍ରଙ୍କୁ କରାଯାଉଛି…

ନୂଆଦିଲ୍ଲୀ,୨୨।୭: ସୋନମ ୱାଙ୍ଗଚୁକଙ୍କ ଅନଶନ, ସିଜେପିର ପ୍ରତିବାଦ ଏବଂ ବିରୋଧୀଙ୍କ ଆକ୍ରମଣାତ୍ମକ ଆଭିମୁଖ୍ୟ ପରେ ସରକାର ପଛକୁ ହଟିଥିବା ପରି ମନେ ହେଉଛି। ଏହି ସମୟରେ, ପ୍ରତିରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri