Posted inଜାତୀୟ

ଲୋକ ସଭା, ରାଜ୍ୟ ସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଏଆଇଏଡିଏମ୍‌କେ

ଚେନ୍ନାଇ,୬।୭: ଅଲ ଇଣ୍ଡିଆ ଆନ୍ନା ଦ୍ରାଭିଡ ମୁନେତ୍ରା କାଜଗମ(ଏଆଇଏଡିଏମ୍‌କେ) ଶନିବାର ତା’ର ଲୋକ ସଭା ଓ ରାଜ୍ୟ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଜୟାଲଳିଥାଙ୍କ କ୍ୟାବିନେଟର ମନ୍ତ୍ରୀ ଥିବା ଏ ମହମ୍ମଦ ଜାନ ଓ ଅନୁସୂଚିତ ଜାତିର ସ୍ଥାନୀୟ ନେତା ଏନ୍‌ ଚନ୍ଦ୍ରଶେଖରନଙ୍କୁ ରାଜ୍ୟ ସଭା ପ୍ରାର୍ଥୀ ଭାବେ ମନୋନୟନ କରାଯାଇଛି। ରାଜ୍ୟ ସଭା ପାଇଁ ଖାଲି ହୋଇଥିବା ୬ଟି ଆସନ ପାଇଁ ଆସନ୍ତା ୧୮ରେ ନିର୍ବାଚନ ହେବ। ସେହିପରି ଦଳ ଏ ସି ସନମୁଗମଙ୍କୁ ଭେଲୋର ଲୋକ ସଭା ଆସନରୁ ପ୍ରାର୍ଥୀ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଫେରିବ ରାମାୟଣ

ନୂଆଦିଲ୍ଲୀ,୧୪।୪: ରାମାନନ୍ଦ ସାଗରଙ୍କ ‘ରାମାୟଣ’ ପୁଣି ଥରେ ପରଦାକୁ ଫେରୁଛି। ପ୍ରତିଦିନ ସନ୍ଧ୍ୟା ୭ଟାରେ ଷ୍ଟାର ଭାରତରେ ଏହାକୁ ପ୍ରସାରିତ କରାଯିବ। ଏନେଇ ବୁଧବାର ଷ୍ଟାର...

ପାକିସ୍ତାନକୁ ବିଏସ୍‌ଏଫ୍‌ର କଡ଼ା ଜବାବ: ୫ ଅନୁପ୍ରବେଶକାରୀଙ୍କ ମୁଣ୍ଡ ଗଡ଼ିଲା

ଚଣ୍ଡିଗଡ଼, ୨୨।୮: ପଞ୍ଜାବର ଭାରତ ପାକିସ୍ତାନ ସୀମାରେ ବିଏସ୍‌ଏଫ୍‌କୁ ଏକ ବଡ଼ ସଫଳତା ମିଳିଛି। ବିଏସ୍‌ଏଫ୍‌ ପାକିସ୍ତାନକୁ କଡ଼ା ଜବାବ ଦେଇଛି। ସୀମାବର୍ତ୍ତୀ ତାରନ ତରାନ...

ପଞ୍ଜାବରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ: ହାଇଆଲର୍ଟ ଜାରି

ଚଣ୍ଡିଗଡ,୩୦।୯:ପଞ୍ଜାବର ୪ଟି ସହରରେ ଆତଙ୍କବାଦୀମାନେ ଆକ୍ରମଣ ଯୋଜନା କରିଛନ୍ତି। ଗୁଇନ୍ଦା ସୁତ୍ରରୁ ମିଳିଥିବା ଖବର ଅନୁଯାୟୀ, ଅମୃତସର, ପଠାନକୋର୍ଟ, ବାଟଲା ଏବଂ ଗୁରୁଦାସପୁରରେ ଆତ୍ମଘାତୀ ଆକ୍ରମଣ...

ସମଝୌତା ପରେ ଏବେ ଥର୍‌ ଏକ୍ସପ୍ରେସ୍‌କୁ ବନ୍ଦ କଲା ପାକିସ୍ତାନ

ନୂଆଦିଲ୍ଲୀ/ଇସଲାମାବାଦ,୯।୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଯିବା ପରେ ପାକିସ୍ତାନ ଭାରତରୁ ଗୋଟିଏ ପରେ ଗୋଟିଏ ସମ୍ପର୍କ ଛିନ୍ନ କରିବାରେ ଲାଗିଛି। ଗୁରୁବାର ପାକିସ୍ତାନ ସମଝୌତା ଏକ୍ସପ୍ରେସ୍‌...

ମମି ମମି କହି ୧୬୦ ଫୁଟ୍‌ ଉଚ୍ଚ ମୋବାଇଲ୍‌ ଟାଓ୍ବାର ଉପରେ ଚଢିଗଲେ ଯୁବକ, ଆଉ ତା’ପରେ

ଲକ୍ଷ୍ନୌ,୧୦।୮: ଉତ୍ତର ପ୍ରଦେଶର କନୌଜରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ଯୁବକ ମୋବାଇଲ୍‌ ଟାଓ୍ବାର୍‌ ଉପରେ ଚଢି ଆତ୍ମହତ୍ୟା କରିଛନ୍ତି। ପୋଲିସ ମୃତ୍ୟୁଦେହ...

ଇନ୍ଦିରା ଗାନ୍ଧୀଙ୍କୁ ଗିରଫ କରିଥିବା ପୂର୍ବତନ ଡିଜିପିଙ୍କ ପରଲୋକ

ଚେନ୍ନାଇ,୨୪।୬(ପି.ଟି.): ୧୯୭୭ରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କୁ ଏକ ଦୁର୍ନୀତି ମାମଲାରେ ଗିରଫ କରିଥିବା ତାମିଲନାଡୁର ତତ୍କାଳୀନ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭି.ଆର୍‌. ଲକ୍ଷ୍ମୀନାରାୟଣନ୍‌ଙ୍କର ରବିବାର...

ଭାଜପା ବିଧାୟକଙ୍କ ଦାଦାଗିରି: ଏସ୍‌ଡିଏମ୍‌ଙ୍କୁ ଧମକ ଦେଉଥିବା ଭିଡ଼ିଓ ଭାଇରାଲ

ଭୋପାଳ,୧୬।୭: ମଧ୍ୟପ୍ରଦେଶରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଜଣେ ବିଧାୟକ ଏସ୍‌ଡିଏମ୍‌ଙ୍କ ଆଗରେ ଦାଦାଗିରି ଦେଖାଇଛନ୍ତି। ସେ ଏସ୍‌ଡିଏମ୍‌ଙ୍କୁ ଧମକଚମକ ଦେଇଥିବାବେଳେ ତାଙ୍କ ସମର୍ଥକ...

ଦ୍ରୌପଦୀଙ୍କୁ ସମର୍ଥନ ଦେବେ ଶିନ୍ଦେଙ୍କ ସମର୍ଥକ

ମୁମ୍ବାଇ,୧୨।୭: ଦେଶରେ ରାଷ୍ଟ୍ରପତି ନିର୍ବାଚନକୁ ନେଇ ରାଜନୀତି ବେଶ୍‌ ସରଗରମ ରହିଛି। ରାଷ୍ଟ୍ରପତି ନିର୍ବାଚନରେ ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଶିବସେନା ସମ୍ପୂର୍ଣ୍ଣ ସମର୍ଥନ କରିବ।...

Advertisement
Archives

Model This Week