Posted inଜାତୀୟ

ଲ୍ୟାଣ୍ଡିଂ ସମୟରେ ବିମାନ ଦୁର୍ଘଟଣାଗ୍ରସ୍ତ

ଲକ୍ଷ୍ନୌ,୨୭।୮: ଉତ୍ତରପ୍ରଦେଶର ଅଲୀଗଡ଼ରେ ଚାର୍ଟଡ କମ୍ପାନୀର ଏକ ଘରୋଇ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ମଙ୍ଗଳବାର ଧନୀପୁର ବିମାନ ବନ୍ଦରରେ ଲ୍ୟାଣ୍ଡିଂ କରୁଥିବା ସମୟରେ ଏକ ବିଦ୍ୟୁତ୍‌ ତାର ସହ ବିମାନଟି ଛନ୍ଦି ହୋଇଯାଇଥିବାରୁ ତଳେ ପଡ଼ିଯାଇଥିଲା। ଏହାପରେ ଉକ୍ତ ବିମାନଟିରେ ନିଆଁ ଲାଗିଯାଇଥିଲା। ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ତେବେ ବିମାନରେ ଥିବା ସମସ୍ତ ୬ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇ ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ତେବେ ବିମାନରେ ଥିବା ୬ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିସୋଡିଆ ପଛରେ ଏଏପି ଆଗରେ

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ନିର୍ବାଚନ ଫଳାଫଳକୁ ଦେଖି ମହାରାଷ୍ଟ୍ର ଓ ପଞ୍ଜାବରେ ଆମ ଆଦମୀ ପାର୍ଟି(ଏଏପି) କର୍ମୀମାନେ ବିଜୟ ପର୍ବ ପାଳନ କରିବା ଆରମ୍ଭ କରି ଦେଲେଣି।...

ସିନ୍ଦୂର ପିନ୍ଧିବାକୁ ମନାକରିବାରୁ ଛାଡ଼ପତ୍ର

ଗୁଆହାଟୀ,୧।୭: ଜଣେ ବିବାହିତା ହିନ୍ଦୁ ମହିଳା ଶଙ୍ଖା ଓ ସିନ୍ଦୂର ପିନ୍ଧିବାକୁ ମନା କରିବାରୁ ଶେଷରେ ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଛାଡ଼ପତ୍ର ଦିଆଯାଇଛି। ମୁଖ୍ୟ ବିଚାରପତି...

ଥାନାରେ ପହଞ୍ଚି ଯୁବକ କହିଲେ ମୁଁ କରୋନା ପଜିଟିଭ୍‌, ପୋଲିସ୍‌ ହେଲେ ଆଶ୍ଚର୍ଯ୍ୟ

କୋଲକତା,୨୫।୬: ପଶ୍ଚିମବଙ୍ଗରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି। ଏଠାରେ ଜଣେ ବ୍ୟକ୍ତି ନିଜ କରୋନା ରିପୋର୍ଟ ନେଇ ପୋଲିସ ଥାନାରେ ପହଞ୍ଚି କହିଥିଲେ ମୁଁ...

କୁଲଗାମ ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀ ନିହତ, ୩ ଯବାନ ଆହତ

ଶ୍ରୀନଗର,୧୭।୭: ଜମ୍ମୁ-କଶ୍ମୀରର କୁଲଗାମ ଅଞ୍ଚଳରେ ଶୁକ୍ରବାର ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏହି ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀ ଟଳିପଡ଼ିଥିବା ବେଳେ ୩ଜଣ ଯବାନ...

ଏଲ୍‌ଓସି-ଏଲ୍‌ଏସି ଉପରେ ମହାକାଶରୁ ରହିବ କଡ଼ା ନଜର

ହାଇଦ୍ରାବାଦ୍‌,୭।୧୧: ଏଲ୍‌ଓସି ଏବଂ ଏଲ୍‌ଏସିରେ ଶତ୍ରୁ ଉପରେ ମହାକାଶରୁ କଡ଼ା ନଜର ରଖିବା ଲାଗି ଇସ୍ରୋ ପକ୍ଷରୁ ଉପଗ୍ରହ ପ୍ରେରଣ କରାଯାଇଛି। କୁ ସକ୍ଷମ ହେବ।...

ହାରିଲେ ଊର୍ମିଳା ମାତୋଣ୍ଡକର

ମୁମ୍ବାଇ, ୨୪-୫:ମୁମ୍ବାଇ-ଉତ୍ତର ଲୋକ ସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ତଥା ଅଭିନେତ୍ରୀ ଊର୍ମିଳା ମାତୋଣ୍ଡକର ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ଭାଜପା ପ୍ରାର୍ଥୀ ଗୋପାଳ ଶେଟ୍ଟୀଙ୍କଠାରୁ...

ଐତିହାସିକ ରାୟ ପ୍ରକାଶ: ରାମ ଜନ୍ମଭୂମି ନ୍ୟାସ ଟ୍ରଷ୍ଟକୁ ୩ ମାସ ମଧ୍ୟରେ ମନ୍ଦିର ନିର୍ମାଣ ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୯।୧୧: ରାମ ଜନ୍ମଭୂମି ବାବରୀ ମସ୍‌ଜିଦ୍‌ ମାମଲାର ଐତିହାସିକ ରାୟ ଶନିବାର ପୂର୍ବାହ୍ନ ୧୦ଟା ୩୦ରେ ପ୍ରକାଶ ପାଇଛି। ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ...

ମୋଦିଙ୍କୁ ପତ୍ର ଲେଖିଲେ ସୁବ୍ରମଣ୍ୟନ: ରାମ ମନ୍ଦିର ପାଇଁ ଅଯୋଧ୍ୟା ଜମି ଦିଆଯାଉ

ନୂଆଦିଲ୍ଲୀ,୩ା୬(ପି.ଟି.): ରାମ ମନ୍ଦିର ନିର୍ମାଣ ଲାଗି ଅଯୋଧ୍ୟାରେ ଜମି ଯୋଗାଇ ଦେବା ସହ ରାମ ସେତୁକୁ ଜାତୀୟ ଐତିହ୍ୟ ସ୍ମାରକୀ ଭାବେ ଘୋଷଣା କରିବା ଲାଗି...


Coronavirus Update

Archives

Model This Week

Why Dharitri