ଶକ୍ତିପ୍ରଦର୍ଶନ କଲା ବିଜେଡି

ଭୁବନ, ୧୭।୪(ଡି.ଏନ୍‌.ଏ.)-ଭୁବନ ଏନ୍‌ଏସିରେ ବୁଧବାର ବିଜେଡି ଶକ୍ତିପ୍ରଦର୍ଶନ କରିଛି। ଶତାଧିକ କର୍ମୀ ଏନ୍‌ଏସିରେ ଶୋଭାଯାତ୍ରା କରି ବିଧାୟକ ପ୍ରାର୍ଥୀ ତଥା ମନ୍ତ୍ରୀ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ପାଇଁ ଭୋଟଭିକ୍ଷା କରିଥିଲେ। ପ୍ରାରମ୍ଭରେ ବିଜେଡି କାର୍ଯ୍ୟାଳୟରେ ନିର୍ବାଚନୀ ସଭା ହୋଇଥିଲା। ଏହାପରେ କାଳୀବଜାରଠାରୁ ବାହାରିଥିବା ରାଲି ୧୫ ଓ୍ବାର୍ଡ ପରିକ୍ରମା କରିଥିଲା। ଶୋଭାଯାତ୍ରାରେ ସାମିଲ ହୋଇଥିବା ୫୦୦ରୁ ଊର୍ଦ୍ଧ୍ୱ ମହିଳା ଏବଂ ପୁରୁଷ କର୍ମୀ ଘରଘର ବୁଲି ପୁଶିଂ କାର୍ଡ ବାଣ୍ଟିବା ସହ ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ନିବେଦନ କରିଥିଲେ। ଜିଲା ଯୁବ ବିଜେଡି ସମ୍ପାଦକ ଅଜୟ କୁମାର ସେଠୀଙ୍କ ନେତୃତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଜ୍ଞାନରଞ୍ଜନ ସାହୁ, ସୁଶାନ୍ତ ପୃଷ୍ଟି, ପ୍ରଭାକର ସାହୁ, ଚିକୁ ନାୟକ, ସଞ୍ଜୀବ କୁମାର ପୃଷ୍ଟି, ମହିଳା ନେତ୍ରୀ ବାସନ୍ତୀ ପୃଷ୍ଟି, ଜୟନ୍ତୀ ପୃଷ୍ଟିଙ୍କ ସମେତ ବହୁ କର୍ମୀ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ଆସିଥିଲେ, ଭଡ଼ା ଘରୁ ମିଳିଲା CDA ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍‌କୁ ନେଇ ବଢ଼ିଲା…

ବାଲେଶ୍ୱର,୧୭। ୭(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ ଆଜିମାବାଦ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯନ୍ତ୍ରୀ…

ସମୁଦ୍ରରେ ଟ୍ରଲର ଦୁର୍ଘଟଣା, ମିଳିଲା ଆଉ ଏକ ମତ୍ସ୍ୟଜୀବୀଙ୍କ ମୃତଦେହ

ଭୋଗରାଇ,୧୫।୭( ପ୍ରଦୀପ ଦାସ ): ବଙ୍ଗୋପସାଗରରେ ମା କାଳୀ ନାମକ ଟ୍ରଲର ଦୁର୍ଘଟଣାରେ ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ୧ ୩ ତାରିଖରେ ଦକ୍ଷିଣ…

ସତର୍କ ସଂକେତ ଉପରେ ଜଳକା ଜଳସ୍ତର, ଭୟଭୀତ ଅବସ୍ଥାରେ ତଳିଆ ଅଞ୍ଚଳବାସୀ

ବାଲେଶ୍ୱର,୧୫।୭( ବାଞ୍ଛାନିଧି ଦେ): ଉପର ମୁଣ୍ଡରେ ଲଘୁଚାପ ଜନିତ ପ୍ରବଳ ବର୍ଷା ପାଇଁ ଜଳକା ନଦୀରେ ବନ୍ୟା ଦେଖା ଦେଇଛି । ବାଲେଶ୍ଵର ଜିଲା ବସ୍ତା ବ୍ଲକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri