ଶକ୍ତି ବିତରଣ କମ୍ପାନୀଙ୍କ୨୭ ହଜାର କୋଟି ଟଙ୍କାର କ୍ଷତି

ନୂଆଦିଲ୍ଲୀ,୩୦-୧୨: ଦେଶର ବିଦ୍ୟୁତ ବିତରଣ କରୁଥିବା କମ୍ପାନୀଗୁଡିକ ୨୦୧୮-୧୯ ଆର୍ଥତ୍କ ବର୍ଷରେ ୨୭,୦୦୦ କୋଟି ଟଙ୍କାର କ୍ଷତି ସହିଥିବା ଶକ୍ତି ମନ୍ତ୍ରୀ ଆର୍‌.କେ. ସିହ୍ନା କହିଛନ୍ତି। ବିଦ୍ୟୁତ ଶକ୍ତି ବିତରଣ ଏବଂ ବଣ୍ଟନ ବ୍ୟବସ୍ଥାରେ କମ୍ପାନୀଗୁଡିକ ସହୁଥିବା କ୍ଷତିକୁ କମାଇବା ୧୫%କୁ ହ୍ରାସ କରିବା ଲାଗି କେନ୍ଦ୍ର ସରକାର ଯୋଜନା ଧାର୍ଯ୍ୟ କରିଥିବା ସିହ୍ନା ମତ ଦେଇଛନ୍ତି। କମ୍ପାନୀଗୁଡିକ ଲଗାତାର ଭାବେ କ୍ଷତି ସହୁଥିବାରୁ ଏହା ସେମାନଙ୍କ ଚିନ୍ତାକୁ ବଢାଉଛି। କମ୍ପାନୀଗୁଡିକର କ୍ଷତିକୁ କମ୍‌ କରିବା ସହ ସେମାନଙ୍କ କାର୍ଯ୍ୟକ୍ଷମତାକୁ ବଢାଇବା ଦିଗରେ ବିଭିନ୍ନ ପ୍ରକାରର କାର୍ଯ୍ୟକ୍ରମ ହାତକୁ ନିଆଯିବ ବୋଲି ସେ ମତ ଦେଇଛନ୍ତି। କମ୍ପାନୀଗୁଡିକ ମିଟରିଂ, ବିଲିଂ ଏବଂ ବିଲ୍‌ ସଂଗ୍ରହ କ୍ଷେତ୍ରରେ ମଧ୍ୟ କ୍ଷତି ସହୁଛନ୍ତି। ପୂର୍ବରୁ ଦେଶରେ ବିଦ୍ୟୁତ ଶକ୍ତି ନିଅଣ୍ଟ ରହୁଥିଲା। ହେଲେ ସରକାର ଗତ କିଛି ବର୍ଷରେ ବିଭିନ୍ନ ପଦକ୍ଷେପ ନେବା ଯୋଗୁ ଏହି ସମସ୍ୟା ଦୂର କରାଯାଇଥିବା ସେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri