ଶକ୍ତି ସୁଗାର କାରଖାନା ଫାଟକ ସମ୍ମୁଖରୁ ୨ ଟ୍ୟାଙ୍କର ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର, ଜଣେ କଟକ ସ୍ଥାନାନ୍ତର, କାରଣ ଅସ୍ପଷ୍ଟ

ଢେଙ୍କାନାଳ ଅଫିସ,୮ା୫: ଢେଙ୍କାନାଳ ସଦର ଥାନା ୫୫ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଶକ୍ତି ସୁଗାର କମ୍ପାନୀ ଫାଟକ ସମ୍ମୁଖରେ ପାର୍କିଂ ହୋଇଥିବା ୩ ସ୍ପିରିଟ୍‌ ଟ୍ୟାଙ୍କର ମଧ୍ୟରୁ ଶୁକ୍ରବାର ୨ ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଅନ୍ୟ ଜଣେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଖୋର୍ଦ୍ଧାସ୍ଥିତ ଏକ ମଦ କମ୍ପାନୀରୁ ଶକ୍ତି ସୁଗାରକୁ ସ୍ପିରିଟ୍‌ ପାଇଁ ଆସି ଲକ୍‌ଡାଉନ୍‌ ଯୋଗୁ ଟ୍ୟାଙ୍କରଗୁଡ଼ିକ ଅଟକି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସିମୁଳିଆରେ ଜମୁଛି ପୂଜା

ସିମୁଳିଆ, ୭।୧୦ (ଡି.ଏନ.ଏ.)- ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ୫ଟି ମଣ୍ଡପରେ ଶାରଦୀୟ ଦୁର୍ଗା ପୂଜା ଉତ୍ସବ ମହା ଆଡ଼ମ୍ବରରେ ପାଳିତ ହେଉଛି। ବିଭିନ୍ନ ସ୍ଥାନରେ...

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା

ରାଜନଗର,୧ା୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲାର ବିଶ୍ୱପ୍ରସିଦ୍ଧ ଭିତରକନିକା ସୋମବାର ଖୋଲିଛି। କୁମ୍ଭୀର ପ୍ରଜନନ ଋତୁ ପାଇଁ ପ୍ରତିବର୍ଷ ମେ’ ୧ରୁ ଜୁଲାଇ ୩୧, ଏହି ୩ ମାସ...

ପୁଣି ଦବିଲା ଆନନ୍ଦପୁର ବୈତରଣୀ ସେତୁ

ଆନନ୍ଦପୁର,୩୦। ୯(ସ୍ବ.ପ୍ର.)- କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ନଦୀ ସେତୁର ଗୋଟିଏ ପିଲର ଯୋଡେଇ ସ୍ଥାନ ପୁନର୍ବାର ଦବିଯିବା ପରିଲକ୍ଷିତ ହୋଇଛି। ପିଲର ଉପରେ ଥିବା...

ଏନ୍‌କାଉଣ୍ଟରରେ ୨ ଅଭିଯୁକ୍ତ ଗୁରୁତର

ରାଉରକେଲା, ୧୪।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବିଶ୍ରା ଥାନା ଅନ୍ତର୍ଗତ ବିଶ୍ରା ମଣ୍ଡପ ନିକଟରେ ପୋଲିସ ଏନ୍‌କାଉଣ୍ଟରରେ ଦୁଇ ଅପରାଧୀ ଗୁରୁତର ହୋଇଛନ୍ତି। ଉଭୟଙ୍କୁ ଗୁରୁତର ଅବସ୍ଥାରେ...

ଆତ୍ମସମର୍ପଣ କରିଥିବା ମାଓବାଦୀ କମାଣ୍ଡରଙ୍କ ଅଭିନବ ପ୍ରୟାସ : ସାଥୀ ମାଓବାଦୀଙ୍କୁ ଆତ୍ମସମର୍ପଣ ପାଇଁ ଗୀତ ମାଧ୍ୟମରେ ଦେଲେ ଆହ୍ବାନ

ମାଲକାନଗିରି,୨୫।୮(ସ୍ବ.ପ୍ର.): ଜିଲାର ସୀମାନ୍ତ ଛତିଶଗଡ଼ ସୁକମା ପୋଲିସ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ଆତ୍ମସମର୍ପଣ କରିଥିବା ମାଓବାଦୀ କମାଣ୍ଡର ଅର୍ଜୁନ ସାଥୀ ମାଓବାଦୀଙ୍କୁ ହିଂସା ଛାଡ଼ି...

ଟ୍ରକ୍‌ ଜାଳିଦେଲେ ମାଓବାଦୀ

ମାଲକାନଗିରି,୨୯।୧(ଡି.ଏନ୍‌.ଏ.): ମାଲକାନଗିରି-ଛତିଶଗଡ଼ ସୀମାନ୍ତ ନାରାୟଣପୁର ଜିଲାରେ ମାଓହିଂସା ଦେଖିବାକୁ ମିଳିଛି। ୩ଟି ଟ୍ରକ୍‌କୁ ନିଆଁ ଲଗାଇ ମାଓବାଦୀ ପୋଡ଼ି ଦେଇଛନ୍ତି। ଧନରା ଥାନା ଅନ୍ତର୍ଗତ ରାଜପୁର...

ଚିନ୍ତା ବଢ଼ାଇଲା ଅଦିନିଆ ବର୍ଷା

କେନ୍ଦୁଝର, ୧୪।୧୧ (ସ୍ବ.ପ୍ର.) କେନ୍ଦୁଝର ଜିଲାରେ ଅଦିନିଆ ବର୍ଷା ଚାଷୀଙ୍କ ଚିନ୍ତା ବଢ଼ାଇଛି। ପାଚିଲା ଧାନ ନଷ୍ଟ ହେବାକୁ ବସିଥିବାରୁ ଚାଷୀ ମୁଣ୍ଡରେ ହାତ ଦେଇ ବସିଛନ୍ତି।...

ପରପାରିରେ ଶତାୟୁ ପଣ୍ଡିତ

ଖଇରା, ୨୦।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ମହତୀପୁର ପଞ୍ଚାୟତ ଅଧୀନ ଫଗୁଣା ଗ୍ରାମର ଦିନବନ୍ଧୁ ଶତପଥୀ (୧୧୦)ଙ୍କ ମଙ୍ଗଳବାର ସନ୍ଧ୍ୟାରେ ପରଲୋକ ହୋଇଯାଇଛି। ସେ ଜଣେ...

Advertisement
Archives

Model This Week