Posted inଜାତୀୟ

ଶଗଡ ଗାଡିରେ ବିବାହ କରିବାକୁ ଗଲେ ବର

ଭୋପାଳ, ୩୦।୫: ବିବାହରେ ଅଯଥା ଖର୍ଚ୍ଚ ରୋକିବା ପାଇଁ ଜଣେ ଯୁବକ ଅଭିନବ ପ୍ରନ୍ଥା ଆପଣାଇଛନ୍ତି। ପୁରୁଣା ପ୍ରଥା ଏବଂ ପରମ୍ପରାକୁ ବଜାୟ ରଖି ଶଗଡ ଗାଡିରେ ବସି ବିବାହ ମଣ୍ଡପକୁ ଯାଇଥିଲେ। ମଧ୍ୟପ୍ରଦେଶର ଛପ୍ରା ଗାଁରେ ରହୁଥିବା ସୋନେବନ ନିଜ ପୁଅଙ୍କ ବିବାହ ସାଧାସିଧା କରିବାକୁ ଚାହୁଁଥିଲେ। ତେଣୁ ବାଣ, ଲାଇଟ୍‌ରୁ ପରିବର୍ତ୍ତେ ଗୋଟିଏ ଶଗଡ ଗାଡିକୁ ଫୁଲରେ ସଜେଇ ବର ବସି ବାହାରିଥିଲେ। ଏଭଳି ଅଜବ ବିବାହକୁ ଦେଖିବା ପାଇଁ ରାସ୍ତାରେ ଭିଡ ଜମିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଦିନ ଗୋଟିଏ ସିଝାଅଣ୍ଡା ନପୁଂସକତାରୁ ରଖେ ଦୂରେଇ…

ସମ୍ପ୍ରତି ପରିବର୍ତ୍ତିତ ଜୀବନ ଶୈଳୀରେ ତଥା ମାନସିକ ଚାପ ଯୋଗୁ କେତେକଙ୍କଠାରେ ନପୁଂସକତା ଦେଖିବାକୁ ମିଳୁଛି। ଆୟୁର୍ବେଦରେ ଏହାର ଘରୋଇ ଉପଚାର ସମ୍ପର୍କରେ ଉଲ୍ଲେଖ କରାଯାଇଛି।...

ସାମ୍ବିଧାନିକ ବ୍ୟବସ୍ଥାକୁ ସୁଦୃଢ଼ କରିଥାଏ ନ୍ୟାୟପାଳିକା: ମୋଦି

ନୂଆଦିଲ୍ଲୀ, ୬।୨: ସାମ୍ବିଧାନିକ ବ୍ୟବସ୍ଥାକୁ ସୁରକ୍ଷା ଯୋଗାଇ ଦେବା ଏବଂ ସୁଦୃଢ଼ କରିବା କ୍ଷେତ୍ରରେ ନ୍ୟାୟପାଳିକା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଏହା ଦ୍ୱାରା ନାଗରିକ...

ଆଶ୍ୱସ୍ତ ହେଲେ ସଲମାନ

ନୂଆଦିଲ୍ଲୀ,୨୯।୧୧: ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ ସାମାନ୍ୟ ଆଶ୍ୱସ୍ତ ହୋଇଛନ୍ତି। ଗତବର୍ଷ ସଲମାନଙ୍କ ନାଁରେ ଏକ ମାମଲା କରାଯାଇଥିଲା। ଗତବର୍ଷ ସେ ଫିିଲ୍ମ ‘ଲଭ ୟାତ୍ରୀ’...

କେବିସି-୧୨ର ପ୍ରଥମ କୋଟିପତି

ମୁମ୍ବାଇ ୧୦।୧୧: କୌନ୍‌ ବନେଗା କରୋଡ୍‌ପତି (କେବିସି)ର ଦ୍ୱାଦଶ ସଂସ୍କରଣର ପ୍ରଥମ ପ୍ରତିଯୋଗୀ ଭାବେ ଦିଲ୍ଲୀର ନାଜିଆ ନସିମ୍‌ ୧ କୋଟି ଟଙ୍କା ପୁରସ୍କାର ଜିତିବାକୁ...

କର୍ନାଟକ ଉପ ମୁଖ୍ୟମନ୍ତ୍ରୀଙ୍କ ପରିବାରର ୮ ସଦସ୍ୟଙ୍କୁ କରୋନା

ବେଙ୍ଗାଲୁରୁ, ୧୯।୧୦-କର୍ନାଟକ ଉପମୁଖ୍ୟମନ୍ତ୍ରୀ ଗୋବିନ୍ଦ କାରଜୋଲଙ୍କ ପରିବାରର ୮ ଜଣ ସଦସ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଗୋବିନ୍ଦଙ୍କ ପୁଅ ଗୋପାଲ କାରଜୋଲଙ୍କ ଅବସ୍ଥା ଖରାପ ହେବାରୁ...

କୁକୁର ବେଲ୍ଟରେ କ୍ୟାମେରା

ନୂଆଦିଲ୍ଲୀ, ୨୮।୧: ଭାରତୀୟ ସୁରକ୍ଷା ବ୍ୟବସ୍ଥାରେ ଡଗ୍‌ ସ୍କ୍ବାଡ୍‌କୁ ନିୟୋଜିତ କରାଯାଇଥାଏ। ତେବେ ଏବେ ଏହି ସ୍କ୍ବାଡ୍‌ର ପ୍ରତି କୁକୁରଙ୍କ ବେଲ୍ଟରେ କ୍ୟାମେରା ଲଗାଯାଇ ସେମାନଙ୍କୁ...

ତାମିଲନାଡୁ ଉପକୂଳରେ ପ୍ରଚଣ୍ଡ ଘୂର୍ଣ୍ଣିବାତ୍ୟା: ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ,୨୫।୪: ଜାତୀୟ ପାଣିପାଗ ବିଭାଗ ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି କି ତାମିଲନାଡୁ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବାତ୍ୟା ଲଘୁଚାପର ରୂପ ନେଇଛି। ଏହା ବଙ୍ଗୋପ...

ଉଝ୍‌ ବହୁମୁଖୀ ପରିଯୋଜନାକୁ ଡିପିଆର୍‌ ମଞ୍ଜୁରୀ

ନୂଆଦିଲ୍ଲୀ,୧୬।୫: କେନ୍ଦ୍ର ସରକାରଙ୍କ ପକ୍ଷରୁ ଉଝ୍‌ ବହୁମୁଖୀ ପରିଯୋଜନାର ସଂଶୋଧିତ ଡିପିଆର୍‌କୁ ମଞ୍ଜୁରୀ ଦିଆଯାଇଛି। ଏହାଦ୍ୱାରା ସିନ୍ଧୁ ଜଳ ଚୁକ୍ତି ଅନୁସାରେ ଭାରତରେ ଏହି ନଦୀ...

BGU
Play 250+ Trending Games
Archives

Model This Week

Why Dharitri