ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ ଅଫିସ,୨।୪: କରୋନା ପାଇଁ ଚଳିତ ବର୍ଷ ରଥଯାତ୍ରାର ଆୟୋଜନକୁ ନେଇ ଆଶଙ୍କା ପ୍ରକାଶ ପାଇଥିବା ବେଳେ ଜଗତଗୁରୁ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ଭେଟିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ୍‌ କୁମାର। ଗୁରୁବାର ମଧ୍ୟାହ୍ନରେ ଜିଲାପାଳ ବଲଓ୍ବନ୍ତ ସିଂଙ୍କ ସହ ମୁଖ୍ୟ ପ୍ରଶାସକ ଗୋବର୍ଦ୍ଧନ ମଠରେ ପହଞ୍ଚିଥିଲେ। ପ୍ରାୟ ଦେଢ଼ ଘଣ୍ଟା ଧରି ସେମାନଙ୍କ ମଧ୍ୟରେ ରୁଦ୍ଧଦ୍ୱାର ଆଲୋଚନା ହୋଇଥିଲା। ରଥଯାତ୍ରା ଆୟୋଜନ ସଂକ୍ରାନ୍ତରେ ଶଙ୍କରାଚାର୍ଯ୍ୟଙ୍କ ମତାମତ ନେଇ ଏହି ଆଲୋଚନା ହୋଇଥିବା ଚର୍ଚ୍ଚା ହେଉଥିଲେ ମଧ୍ୟ ଏହାକୁ ମୁଖ୍ୟ ପ୍ରଶାସକ ଏଡ଼ାଇ ଦେଇଛନ୍ତି। ଲକ୍‌ଡାଉନ୍‌ ସମୟରେ ଶଙ୍କରାଚାର୍ଯ୍ୟଙ୍କ ସ୍ବାସ୍ଥାବସ୍ଥା କିପରି ରହିଛି ଏବଂ ଭଲମନ୍ଦ ବୁଝିବାକୁ ତାଙ୍କୁ ଭେଟିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଭିଏମ୍‌ରେ ରହିବ ‘ନୋଟା’

ଭୁବନେଶ୍ୱର,୨୨ା୨(ବ୍ୟୁରୋ):ଆଗାମୀ ପୌର ନିର୍ବାଚନ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। କେବଳ ତାରିଖ ଘୋଷଣାକୁ ଅପେକ୍ଷା କରାଯାଇଛି। ପଞ୍ଚାୟତ ନିବର୍ର୍ାଚନ ଶେଷ ହେବା...

ପୂର୍ବ ଶତ୍ରୁତା: ଯୁବକଙ୍କୁ ଗୋଡ଼େଇ ହାଣିଲେ; ଜଣଙ୍କୁ କାବୁକଲେ ସ୍ଥାନୀୟ ଲୋକେ

ଭୁବନେଶ୍ୱର, ୧୬।୨(ବ୍ୟୁରୋ): ଶହୀଦନଗର ଥାନା ୟୁନିଟ୍‌-୯ ଗ୍ରୀଡ୍‌କୋ କଲୋନୀରେ ଜଣେ ଯୁବକଙ୍କୁ ୩୦ରୁ ଊର୍ଦ୍ଧ୍ୱ ଯୁବକ ଗୋଡ଼େଇ ଗୋଡ଼େଇ ହାଣିଛନ୍ତି। ସେମାନେ ଖଣ୍ଡା, ଭୁଜାଲି, ଲୁହାରଡ଼୍‌ରେ...

ମୋବାଇଲ୍‌ ଟର୍ଚ୍ଚରେ ଚିକିତ୍ସା

କାମାକ୍ଷାନଗର, ୧୭।୩(ଡି.ଏନ.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ଚିକିତ୍ସାଳୟରୁ ସମସ୍ୟା ପିଛା ଛାଡୁନି। ଖାଲି ପଡ଼ିଥିବା ଡାକ୍ତର, ବିଶେଷଜ୍ଞ ପଦବୀ ସ୍ବାସ୍ଥ୍ୟସେବାକୁ ପ୍ରଭାବିତ କରୁଥିବାବେଳେ ଆନୁଷଙ୍ଗିକ ଭିତ୍ତିଭୂମିର...

ସବୁ ବ୍ଲକ, ସବ୍‌ଡିଭିଜନରେ ମିଳିବ ଲର୍ନିଂ ଲାଇସେନ୍ସ

ଭୁବନେଶ୍ୱର,୨୫-୯(ବ୍ୟୁରୋ):ରାଜ୍ୟର ସବୁ ବ୍ଲକ ଏବଂ ସବ୍‌ଡିଭିଜନ ସ୍ତରରେ ଖୋଲିବ ଅସ୍ଥାୟୀ ଲର୍ନିଂ ଲାଇସେନ୍ସ କ୍ୟାମ୍ପ। ସେଠାରେ ଗାଡ଼ିଗୁଡ଼ିକ ପାଇଁ ପ୍ରଦୂଷଣ ସାର୍ଟିଫିକେଟ୍‌ ଦିଆଯିବାର ବ୍ୟବସ୍ଥା ହେବ...

କ୍ୱାର୍ଟର୍ସରେ ବରିଷ୍ଠ କିରାଣିଙ୍କ ସନ୍ଦେହଜନକ ମୃତ୍ୟୁ

ସୋନପୁର,୨୩।୨(ନି.ପ୍ର.) ସୋନପୁର ସହରସ୍ଥିତ କ୍ଲଷ୍ଟର କଲୋନୀର ସରକାରୀ କ୍ୱାର୍ଟର୍ସରେ ବରିଷ୍ଠ କିରାଣି ଶିବ ନାରାୟଣ ବିଶ୍ୱାଳ(୪୧)ଙ୍କ ସନ୍ଦେହଜନକଭାବେ ମୃତ୍ୟୁ ଘଟିଛି। ପୋଲିସ କ୍ୱାର୍ଟର୍ସ ତାଲା ଭାଙ୍ଗି...

ଭୋଜି ଖାଇବାକୁ ଡାକି ଯୁବକଙ୍କୁ ହତ୍ୟା  

ସମ୍ବଲପୁର,୬ା୭(ବ୍ୟୁରୋ)-ସମ୍ବଲପୁର ଜିଲା ଅଇଁଠାପାଲି ଥାନା କରମଟୁଲିରେ ରବିବାର ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି । ମୃତକ ହେଲେ ସୋନୁ...

ରଥକାଠ ଅନୁକୂଳ

ପୁରୀ ଅଫିସ,୫ା୨: ଶ୍ରୀପଞ୍ଚମୀ ଅବସରରେ ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ରଥକାଠ ଅନୁକୂଳ ହୋଇଛି। ନୟାଗଡ଼ ବନଖଣ୍ଡରୁ ଆସିଥିବା କାଠ ମଧ୍ୟରୁ ତିନିଖଣ୍ଡ ୧୨ ଫୁଟିଆ ଧଉରା...

ଛତ୍ରପୁରରେ ଟ୍ରେନ୍‌ ଚେନ୍‌ ପୁଲିଂ କରି ପୁଣି ଓହ୍ଲାଇଲେ ୧୨୦୦ ପ୍ରବାସୀ: ଭୁଲିଗଲେ ସାମାଜିକ ଦୂରତା

ଛତ୍ରପୁର,୨୯ା୫(ଡି.ଏନ୍‌.ଏ)-ପୁଣି ଟ୍ରେନ ଚେନ ପୁଲିଂ କରି ଓହ୍ଲାଇ ପଡ଼ିଛନ୍ତି ପ୍ରବାସୀ। ଏପରି ଘଟଣା ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନରେ ଦେଖିବାକୁ ମିଳିଛି। ସୁରଟରୁ ପ୍ରବାସୀଙ୍କୁ...

Advertisement
Archives

Model This Week