ଶଙ୍କରାଚାର୍ଯ୍ୟଙ୍କ ଆଶୀର୍ବାଦ ନେଲେ ଲାବଣ୍ୟା

ପୁରୀ ଅଫିସ, ୧୪ା୮: ଟିନ୍‌ ଡିଭା ଇଣ୍ଡିଆ ଇଣ୍ଟରନ୍ୟାଶନାଲ-୨୦୧୯ର ବିଜେତା ଓଡ଼ିଆ ଝିଅ ଲାବଣ୍ୟା ଦାଶ ମଙ୍ଗଳବାର ଜଗତଗୁରୁ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ଆଶୀର୍ବାଦ ନେଇଛନ୍ତି। ନୂଆଦିଲ୍ଲୀରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ଓଡ଼ିଶାର କଳା, ସଂସ୍କୃତି, ଐତିହ୍ୟ ଓ ପରମ୍ପରାକୁ ପାଥେୟକରି ସେ ୪୦ ପ୍ରତିଯୋଗୀଙ୍କୁ ପଛରେ ପକାଇ ଏହି ସଫଳତା ପାଇଛନ୍ତି। ଲାବଣ୍ୟା କହିଛନ୍ତି, ଗୁରୁଙ୍କ ଆଶୀର୍ବାଦ ବିନା କୌଣସି କାମରେ ସଫଳତା ମିଳିପାରିବ ନାହିଁ। ସର୍ବୋପରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଏବଂ ଜଗତ୍‌ଗୁରୁଙ୍କ ଆଶୀର୍ବାଦରୁ ମୁଁ ଏହି ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇପାରିଛି। ଗତ ୩ ତାରିଖରେ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଦର୍ଶନକରି ଆଶୀର୍ବାଦ ନେଇଥିବା ଲାବଣ୍ୟା ଗୋବର୍ଦ୍ଧନ ମଠକୁ ଆସିଥିବା ବେଳେ ତାଙ୍କ ସହ ମାଆ ଲିପିକା ଦାଶ, ବାପା ସୁବ୍ରତ କୁମାର ଦାଶ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାମନଗର ଉପନିର୍ବାଚନ: ବାବା ହରେକୃଷ୍ଣ ସେଠୀଙ୍କୁ ପ୍ରାର୍ଥୀ କଲା କଂଗ୍ରେସ

ଭଦ୍ରକ ଅଫିସ,୧୧।୧୦: ଧାମନଗର ଉପନିର୍ବାଚନ ପାଇଁ ମଙ୍ଗଳବାର କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ବାବା ହରେକୃଷ୍ଣ ସେଠୀଙ୍କୁ ପ୍ରାର୍ଥୀ କରିଛି କଂଗ୍ରେସ । ମଙ୍ଗଳବାର...

ଭଞ୍ଜନଗରରେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୮୮ ତମ ଜୟନ୍ତୀ ପାଳିତ

ଭଞ୍ଜନଗର,୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ନନ୍ଦିନୀ ଶତପଥୀ ସ୍ମୃତି ସଂସଦ ପକ୍ଷରୁ ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ...

ଶୀତଲଙ୍କ ଚିକିତ୍ସା ଖର୍ଚ୍ଚ ବହନ କରିବେ ବିଧାୟକ

ଭଦ୍ରକ ଅଫିସ, ୨୨।୬ – ୧୧ ମାସ ତଳେ ଭଦ୍ରକ ରାହାଞ୍ଜ ଟ୍ରକ୍‌ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଶୀତଲ ସାହୁଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ...

ଓଡ଼ିଶାରେ ଗଞ୍ଜାମ ଜିଲା ପ୍ରଥମ: ଏମ୍‌ଜିଏନ୍‌ଆରଜିଏସରେ ଏକ କୋଟି ଶ୍ରମଦିବସ

ଛତ୍ରପୁର,୧୯।୭(ଡି.ଏନ୍‌.ଏ.): ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏ୍‌ନଆରଜିଏସ୍‌)ରେ ଗଞ୍ଜାମ ଜିଲା ରେକର୍ଡ ସୃଷ୍ଟି କରିଛି। ଚଳିତ ୨୦୨୨-୨୩ ଆର୍ଥିକ ବର୍ଷରେ ଏକ...

କେନ୍ଦ୍ରାପଡ଼ାରେ ବିପଜ୍ଜନକ ନୌପରିବହନ

କେନ୍ଦ୍ରାପଡା ଅଫିସ, ୧୦।୧୨: କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଜାତୀୟଉଦ୍ୟାନ ଭିତରକନିକା ନଳିତାପାଟିଆଠାରେ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ବୁଧବାର ପ୍ରଥମଥର ପାଇଁ ଇକୋ ରିଟ୍ରିଟ୍‌ ଆରମ୍ଭ...

୫ ଜିଲା ପରିଷଦ ଜୋନ୍‌ରେ କଡ଼ା ଟକ୍କର

ବାଲେଶ୍ୱର ଅଫିସ,୧୭।୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଶେଷ ହୋଇଛି। ଆସନ୍ତା ୨୪ତାରିଖରେ ବାଲେଶ୍ୱର ସଦର ବ୍ଲକର ୫ଟି ଜିଲାପରିଷଦ ଜୋନ୍‌ ଓ ୩୭ ପଞ୍ଚାୟତରେ...

ଚିନ୍ତା ହେଉଛି, ତଦାରଖ ନାହିଁ: ପଲିଥିନମୁକ୍ତ ହୋଇପାରିନି ଆନନ୍ଦବଜାର

ପୁରୀ ଅଫିସ, ୨୮।୭: ପ୍ଲାଷ୍ଟିକ ଓ ପଲିଥିନର ବହୁଳ ବ୍ୟବହାର ମଣିଷ ପାଇଁ ମାରାତ୍ମକ ସାବ୍ୟସ୍ତ ହେଲାଣି। ପରିବେଶ ଲାଗି ମଧ୍ୟ ଏହା ଘାତକ ପାଲଟିଛି।...

ବିଶ୍ୱବିଦ୍ୟାଳୟରେ ଭଙ୍ଗାରୁଜା: ୨୨ ଛାତ୍ରଙ୍କ ନାମରେ ନୋଟିସ

ସମ୍ବଲପୁର,୭ା୪(ବ୍ୟୁରୋ)- ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସ୍‌ୟୁ) ସ୍ଥିତିରେ ବୁଧବାର ସୁଧାର ଆସିଛି। ଅଫିସ କାର୍ଯ୍ୟ ସୁଚାରୁ ରୂପେ ଚାଲିଥିଲେ ମଧ୍ୟ ସୁରକ୍ଷା ଦୃଷ୍ଟିରୁ ୨ ପ୍ଲାଟୁନ ପୋଲିସ...

Advertisement
Archives

Model This Week