Posted inକଟକ

ଶଟଡାଉନ ପାଇଁ ଚୌଦ୍ୱାର ପୋଲିସର ପ୍ରସ୍ତୁତି ଶେଷ: ସିଲ ହେବ ସହରର ମୁଖ୍ୟ ପ୍ରବେଶ ପଥ

ଚୌଦ୍ୱାର,୫।୬(ଡି. ଏନ.ଏ)-ରାଜ୍ୟ ସରକାରଙ୍କ ନିଷ୍ପତି ଅନୁଯାୟୀ ପଞ୍ଚମ ପର୍ଯ୍ୟାୟ ଲକ୍‌ ଡାଉନ ଘୋଷଣା କରାଯାଇଛି। ଏଥିସହିତ ୧୧ଟି ଜିଲାରେ ପ୍ରତି ସପ୍ତାହର ଦୁଇ ଦିନ ଅର୍ଥାତ ଶନିବାର ଓ ରବିବାର ଶଟଡାଉନ ରହିବ ବୋଲି ସରକାରଙ୍କ ତରଫରୁ ଘୋଷଣା ହୋଇଛି। ଏହି କ୍ରମରେ କଟକ ଜିଲାର ଚୌଦ୍ୱାର ସହର ୨ଦିନ ଧରି ଶଟଡାଉନ ରହିବ। ଏନେଇ ଚୌଦ୍ୱାର ପୋଲିସ ତରଫରୁ ତତ୍ପରତା ଦେଖାଦେଇଛି। ସହରର ମୁଖ୍ୟ ପ୍ରବେଶ ପଥକୁ ସିଲ କରିବା ପାଇଁ ବ୍ୟାରିକେଟ ନିର୍ମାଣ କରାଯାଇଛି। ଏଥିସହିତ ସହରର ମୁଖ୍ୟ ଛକ ଗୁଡିକରେ ଅସ୍ଥାୟୀ ପୋଲିସ କ୍ୟାମ୍ପ ସ୍ଥାପନ ହୋଇଛି। ଶଟଡାଉନ ନିୟମକୁ ଅବମାନନା କଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଆଇଆଇସି ପଦ୍ମନାଭ ପ୍ରଧାନ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inକଟକ View All

ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ

କଟକ,୭।୯(ପ୍ରଭୁକଲ୍ୟାଣ ପାଲ): କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ…

ନନ୍ଦନକାନନରେ ଖୁସି ଖବର: ପ୍ରଥମଥର ମା’ ହେଲା ସିଂହୀ ମାୟା, ଦୁଇ ଶାବକରୁ…

ବାରଙ୍ଗ,୭ା୯(ଲିଙ୍ଗରାଜ ରାଉତ): ନନ୍ଦନକାନନ ପାଇଁ ଏକ ଖୁସି ଖବର। ସିଂହୀ ମାୟା ପ୍ରଥମ କରି ମା’ ହୋଇଛି। ୧୧୨ ଦିନର ଗର୍ଭଧାରଣ ପରେ ସୋମବାର ଭୋର୍‌ରେ ସିଂହୀ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri