Posted inରାଜ୍ୟ

ଶଟ୍‌ଡାଉନ୍‌ରେ ଖୋଲା ରହିବ ପେଟ୍ରୋଲ ପମ୍ପ

ଭୁବନେଶ୍ୱର, ୫।୬(ବ୍ୟୁରୋ): ଶଟ୍‌ଡାଉନ୍‌ ସମ୍ପର୍କରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ ଶୁକ୍ରବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଏହି ସମୟରେ ପେଟ୍ରୋଲ ପମ୍ପ ଖୋଲା ରହିବ। ଟେଲିକମ୍‌, ମାଲ ପରିବହନ, କୃଷି ସମ୍ପର୍କିତ କାର୍ଯ୍ୟ ଚାଲୁ ରହିବ। ସେହିଭଳି ରେଳ, ବିମାନ, ଟ୍ୟାକ୍ସି ଚଳାଚଳ ମଧ୍ୟ ଚାଲୁ ରହିବ। କର୍ତ୍ତୃପକ୍ଷଙ୍କ ଅନୁମତି ନେଇ ବିବାହ ଓ ଦାହ ସଂସ୍କାର କାର୍ଯ୍ୟ ହେବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…

ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର: ଆସନ ସଂରକ୍ଷଣ ପାଇଁ ଚିଠି ଲେଖିଲା…

ଭୁବନେଶ୍ୱର,୧୦।୪: ୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଆରମ୍ଭ ହୋଇ ଯାଇଛି। ଆସନ ସଂରକ୍ଷଣ ପାଇଁ ଜିଲାପାଳଙ୍କୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଚିଠି କରାଯାଇଛି।…

ମନ୍ଦିରରୁ ଚୋରି କରୁଥିଲେ ଚୋର, ହଠାତ୍‌ ଶୁଭିଲା ଠାକୁରାଣୀଙ୍କ ପାଉଁଜି ଶବ୍ଦ, ଭୟରେ ଥରିଥରି ଏମିତି କହିଲେ…

ଭଦ୍ରକ,୧୦ା୪(ସନାତନ ରାଉତ):  ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀ ମନ୍ଦିରର ହୁଣ୍ଡିରେ ଥିବା ଟଙ୍କା ରବିବାର ରାତିରେ ଚୋରି ହୋଇଥିଲା। ଏହି ଚୋରିରେ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଭଦ୍ରକ…

ବଢ଼ିବ ତାତି: ଗରମ-ଗୁଳୁଗୁଳିରେ ଛଟପଟ ହେବେ ଏସବୁ ଜିଲାର ଲୋକେ, ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୦।୪: ରାଜ୍ୟରେ ପାରଦ ପୁଣି ଉପରମୁହାଁ ହେବ। ଦୁଇଦିନ ମଧ୍ୟରେ ୪ରୁ ୬ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବ। ବିଶେଷକରି ଶନିବାର ୧୧ ତାରିଖରୁ ପଶ୍ଚିମ ଓ…

କଟାଗଲା ଗଛ, ଭଙ୍ଗାଯିବ ଘର, ଜବରଦଖଲକାରୀଙ୍କ ଚିନ୍ତା ବଢ଼ିଲା

ଧର୍ମଶାଳା,୧୦ା୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଶାନ୍ତିବଜାରଠାରୁ କାଏମା ପର୍ଯ୍ୟନ୍ତ ଅଟକି ରହିଥିବା ପ୍ରଶସ୍ତିକରଣ କାର୍ଯ୍ୟ ଦୀର୍ଘ ୨୭ମାସ ପରେ ଆରମ୍ଭ ହୋଇଛି। ଏହାକୁ ଚାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri