Posted inରାଜ୍ୟ

ଶଟ୍‌ଡାଉନ୍‌ରେ ଖୋଲା ରହିବ ପେଟ୍ରୋଲ ପମ୍ପ

ଭୁବନେଶ୍ୱର, ୫।୬(ବ୍ୟୁରୋ): ଶଟ୍‌ଡାଉନ୍‌ ସମ୍ପର୍କରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ ଶୁକ୍ରବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଏହି ସମୟରେ ପେଟ୍ରୋଲ ପମ୍ପ ଖୋଲା ରହିବ। ଟେଲିକମ୍‌, ମାଲ ପରିବହନ, କୃଷି ସମ୍ପର୍କିତ କାର୍ଯ୍ୟ ଚାଲୁ ରହିବ। ସେହିଭଳି ରେଳ, ବିମାନ, ଟ୍ୟାକ୍ସି ଚଳାଚଳ ମଧ୍ୟ ଚାଲୁ ରହିବ। କର୍ତ୍ତୃପକ୍ଷଙ୍କ ଅନୁମତି ନେଇ ବିବାହ ଓ ଦାହ ସଂସ୍କାର କାର୍ଯ୍ୟ ହେବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ମଣ୍ଡପରୁ ଜେଲ୍‌, ଆଉ ଜେଲରୁ ବିବାହ ବେଦୀ

ବାଲେଶ୍ୱର ଅଫିସ, ୨୨।୨- ବିବାହ ପାଇଁ ଅରାଜି ହେବାରୁ ପ୍ରେମିକାଙ୍କ ଅଭିଯୋଗକ୍ରମେ ଜେଲ୍‌ ଯାଇଥିଲେ ପ୍ରେମିକ। ପରେ ବାହା ହେବାକୁ ସମ୍ମତି ଜଣାଇବାରୁ କୋର୍ଟଙ୍କ ନିର୍ଦ୍ଦେଶ...

ଧଳ ଭ୍ରାତାଙ୍କ ଘରୁ ମିଳିଲା ବିପୁଳ ପରିମାଣର ବନ୍ଧୁକ, ଗୁଳି

ଭୁବନେଶ୍ୱର,୧୧।୧୨- ଚାରି ବର୍ଷ ତଳେ ଗିରଫ ହୋଇଥିବା ଧଳ ସାମନ୍ତ ଭ୍ରାତାଙ୍କ ଘରର ଇଣ୍ଟେରିୟର ଭିତରୁ ମିଳିଛି ୧୬ ଚୋରା ବନ୍ଧୁକ ଓ ୧୦୯୫ ଗୁଳି।...

ଦାଉ ସାଧିଲା ଅଦିନିଆ ବର୍ଷା: ଲକ୍ଷାଧିକ ହେକ୍ଟର ଫସଲ ନଷ୍ଟ ଆଶଙ୍କା

ଜଗତ୍‌ସିଂହପୁର ଅଫିସ୍‌, ୪।୧: ଚଳିତ ଖରିଫ ଋତୁରେ ଜଗତ୍‌ସିଂହପୁର ଜିଲାରେ ପ୍ରାୟ ୩,୪୪,୮୦୦ ମେଟ୍ରିକ୍‌ ଟନ୍‌ ଧାନ ଅମଳ ଲକ୍ଷ୍ୟ ରଖାଯାଇଥିବା ବେଳେ ଦାଉ ସାଧିଛି...

CORONAVIRUS UPDATE: ଭୁବନେଶ୍ୱରକୁ ଫେରିଲା କରୋନା; ୨ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୧୯।୫(ବ୍ୟୁରୋ): ମାତ୍ର କେଇଘଣ୍ଟା ପରେ ପୁଣି ଥରେ ଭୁବନେଶ୍ୱରକୁ କରୋନା ଫେରିଛି। ସୋମବାର ଭୁବନେଶ୍ୱରକୁ କରୋନା ମୁକ୍ତ ବୋଲି ଘୋଷଣା କରାଯାଇଥିବା ବେଳେ ଏଠାରେ...

ଜନ୍ମବେଦିରେ ଚତୁର୍ଦ୍ଧାବିଗ୍ରହ

ପୁରୀ ଅଫିସ, ୬ା୭: ଜନ୍ମବେଦିରେ ଏବେ ଚତୁର୍ଦ୍ଧାବିଗ୍ରହ। ବଡ଼ଦାଣ୍ଡରେ ଦୁଇଦିନ ଭକ୍ତଙ୍କୁ ଦର୍ଶନ ଦେବା ପରେ ଶୁକ୍ରବାର ଆଡ଼ପମଣ୍ଡପକୁ ବିଜେ କରିଛନ୍ତି ମହାପ୍ରଭୁ। ଶନିବାରଠାରୁୁ ଜନ୍ମବେଦିରେ...

ସୁସ୍ଥ ହେଲେ ଆଉ ୧୫୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭ା୮(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୧୫୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୨୩୨ ଜଣ ସୁସ୍ଥ ହୋଇଥିବାବେଳେ କଟକରୁ ୧୩୧, ରାୟଗଡାରୁ ୧୧୨,...

ବିଡିଓଙ୍କୁ ଅର୍ଥଦଣ୍ଡ ନିର୍ଦ୍ଦେଶ

କଟକ ଅଫିସ,୧୮ା୭: କେନ୍ଦ୍ରାପଡ଼ା ଜିଲା ମହାକାଳପଡା ଅଞ୍ଚଳର ସହଦେବ ସେଠୀ ନାମକ ଜଣେ ବ୍ୟକ୍ତି ନିଜର ଚାଳଘର ଛପର କରିପାରି ନ ଥିଲେ। ଏହାପରେ ସେ...

ହୀରାକୁଦ ଡ୍ୟାମ୍‌ର ୯ ଗେଟ୍‌ ଖୋଲିଲା

ସମ୍ବଲପୁର ଅଫିସ,୧୬ା୮: ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ହୀରାକୁଦ ଡ୍ୟାମ୍‌ର ଜଳପତ୍ତନ ବୃଦ୍ଧି ପାଇଛି। ଫଳରେ ୯ଟି ଗେଟ୍‌ ମଧ୍ୟ ଦେଇ ଜଳ ନିଷ୍କାସିତ ହେଉଛି।...

Advertisement


Archives

Model This Week

Why Dharitri